Posted inଜାତୀୟ

ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ଲମ୍ବା ଧାଡି, ଆଗରେ ଅଛନ୍ତି ଏହି ନେତା…

ଜୟପୁର,୮।୧୨: ରାଜସ୍ଥାନର ଭାରତୀୟ ଜନତା ପାର୍ଟି (ଭାଜପା)ର ବିଜୟ ପରେ ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ପଦକୁ ନେଇ କ୍ରମାଗତ ମନ୍ଥନ ଜାରି ରହିଛି। ଏପରି ପରିସ୍ଥିତିରେ, ମୁଖ୍ୟମନ୍ତ୍ରୀଙ୍କ ପଦ ପାଇଁ ଲମ୍ବା ଧାଡି ରହିଛି। ଆଗରେ ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେଙ୍କ ନାମ ରହିଛି। ଏହା ପରେ କେନ୍ଦ୍ରୀୟ ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ଶେଖାଓ୍ବତ୍‌, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ରୀୟ ଆଇନ ମନ୍ତ୍ରୀ ଅର୍ଜୁନ ମେଘଓ୍ବାଲ, ପ୍ରଦେଶ ଅଧ୍ୟକ୍ଷ ସିପି ଯୋଶୀ, ବାବା ବାଲକ ନାଥ, ରାଜ୍ୟବର୍ଦ୍ଧନ ସିଂ, ଦିୟା କୁମାରୀ, କିରୋଡି ଲାଲ ମିନା ଓମ ବିରଲା, ଓମ ମାଥୁର, ସୁନୀଲ ବଂଶଲଙ୍କ ସହିତ ନିମ୍ବାରାମଙ୍କ ନାମ ମଧ୍ୟ ମୁଖ୍ୟମନ୍ତ୍ରୀ ଦୌଡରେ ସାମିଲ ରହିଛି।

ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ନାମଗୁଡିକ ବ୍ୟତୀତ, ଅନ୍ୟ କୌଣସି ନାମ ଉପରେ ମୋହର ଲାଗିପାରେ। କେନ୍ଦ୍ରୀୟ ନେତୃତ୍ୱ ଉତ୍ତର ପ୍ରଦେଶ ରେଖାରେ ଏକ ମୁଖ୍ୟମନ୍ତ୍ରୀ ଏବଂ ୨ଟି ଉପମୁଖ୍ୟମନ୍ତ୍ରୀଙ୍କ କରିବା ପାଇଁ ମନ୍ଥନ ଜାରି ରଖିଛି। ରାଜସ୍ଥାନର ସରକାର ଗଠନ ପୂର୍ବରୁ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯିବ। ଏହା ପରେବିଧାୟକ ଦଳ ବୈଠକ ହେବ। ଏହି ବୈଠକରେ ନିର୍ଣ୍ଣୟ କରାଯିବ ରାଜସ୍ଥାନର ମୁଖ୍ୟମନ୍ତ୍ରୀ କିଏ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଇରାନ ଯୁଦ୍ଧ ମଧ୍ୟରେ ସ୍ବାଧିନତା ଦିବସରେ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ , ସାରା ବିଶ୍ୱ ଚକିତ!

ନୂଆଦିଲ୍ଲୀ,୧୫।୮: ୮୦ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ-ଆମେରିକା ଉତ୍ତେଜନାକୁ ଇଙ୍ଗିତ କରି କହିଥିଲେ ଯେ ଶକ୍ତି ସଙ୍କଟର…

ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି; ୧୩ ଥର ପାଇଁ ଲାଲକିଲ୍ଲାର ପ୍ରାଚୀରରୁ ତ୍ରିରଙ୍ଗା ଉତ୍ତୋଳନ କରି ସ୍ଥାପନ କଲେ ନୂଆ ରେକର୍ଡ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଲଗାତାର ୧୩ତମ ଥର ପାଇଁ ତ୍ରିରଙ୍ଗା ଉତୋଳନ କରିଛନ୍ତି।…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri