Posted inଜାତୀୟ

ଆପରାଧିକ ମାନହାନି ମାମଲା: ଅଶୋକ ଗେହଲୋଟଙ୍କ ବିରୋଧରେ ଦିଲ୍ଲୀ ପୋଲିସ ଦାଖଲ କଲା ରିପୋର୍ଟ, ଜୁନ ୧ରେ ଶୁଣାଣି

ନୂଆଦିଲ୍ଲୀ,୨୫।୫: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କ ବିରୋଧରେ ଆପରାଧିକ ମାନହାନି ମାମଲାରେ ଦିଲ୍ଲୀ ପୋଲିସ ତା’ର ରିପୋର୍ଟ ରାଉଜ ଏଭେନ୍ୟୁ କୋର୍ଟରେ ଦାଖଲ କରିଛି। କୋର୍ଟ ଦିଲ୍ଲୀ ପୋଲିସର ରିପୋର୍ଟକୁ ସ୍ବୀକାର କରି ନେଇଛନ୍ତି। କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବତ ଗେହଲୋଟଙ୍କ ବିରୋଧରେ ଆପରାଧିକ ମାନହାନି ମାମଲା ଦାୟର କରିଥିଲେ।
ଦିଲ୍ଲୀ ପୋଲିସର ରିପୋର୍ଟ ଆଧାରରେ ରାଉଜ ଏଭେନ୍ୟୁ କୋର୍ଟରେ ଜୁନ ୧ରେ ଶୁଣାଣି ହେବ। ରିପୋର୍ଟ ଆଧାରରେ କୋର୍ଟ ନିଷ୍ପତ୍ତି ନେବେ ଯେ କେନ୍ଦ୍ର ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବତଙ୍କ ମାନହାନୀ ଅଭିଯୋଗ ଉପରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କୁ ସମନ ଜାରି କରାଯିବ ନା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଯୁଦ୍ଧ ଭିତରେ ଭାରତ ପାଇଁ ଆସିଲା ଆଉ ଏକ ଖୁସି ଖବର

ନୂଆଦିଲ୍ଲୀ,୨୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ପରେ ମଧ୍ୟପ୍ରାଚ୍ୟରେ ପ୍ରବଳ ଉତ୍ତେଜନା ରହିଛି। ଫଳସ୍ବରୂପ, ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦିଆଯାଇଛି। ତଥାପି, ଇରାନ…

ଦୁଃଖ ବଖାଣିଲେ ବରୁଣ ଧାୱନ: ଝିଅ ଲାରାଙ୍କୁ ହୋଇଛି…

ଅଭିନେତା ବରୁଣ ଧାୱନ ଇଣ୍ଡଷ୍ଟ୍ରିର ସବୁଠାରୁ ନିର୍ଭରଯୋଗ୍ୟ ଅଭିନେତା ଭାବରେ ଉଭା ହୋଇଛନ୍ତି। ଆଜିକାଲି ସେ ତାଙ୍କର ବ୍ଲକବଷ୍ଟର ଓ୍ବାର୍‌ ଡ୍ରାମା ଫିଲ୍ମ ‘ବର୍ଡର ୨’ର ସଫଳତାରେ…

୧୪ ଦିନରେ ୪ କିଲୋ ଓଜନ ହ୍ରାସ, ହସ୍ପିଟାଲ୍‌ରେ ହ୍ରିତିକ୍‌ ରୋଶନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ଆଜିକାଲି କଷ୍ଟକର ପରିସ୍ଥିତି ଦେଇ ଗତି କରୁଛନ୍ତି। ସବା ସାଇକ୍ଲୋସ୍ପୋରା କାଏଟାନେନ୍ସିସ ନାମକ ଏକ ରୋଗର ଶିକାର…

ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ଘୋଷଣା, ଏପ୍ରିଲ ୧ରୁ ପେଟ୍ରୋଲ ରପ୍ତାନୀ ବନ୍ଦ; ଭାରତକୁ ଝଟ୍‌କା!

ମସ୍କୋ,୨୮।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ବିବାଦ ମଧ୍ୟରେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏବଂ ବିଶ୍ୱ ଅନିଶ୍ଚିତତା ଭିତରେ ରୁଷିଆ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି।…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

ଯୁଦ୍ଧରୁ ବାହାରିବାକୁ ଛଟପଟ ହେଲାଣି ଆମେରିକା! ଜେଡି ଭାନ୍ସ ଏବଂ ନେତାନ୍ୟାହୁଙ୍କ ମଧ୍ୟରେ ବିବାଦ ଆରମ୍ଭ; ଟ୍ରମ୍ପଙ୍କୁ ଫସାଇଲା ଇସ୍ରାଏଲ

ଓ୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ସମ୍ପର୍କରେ ଫାଟ ସୃଷ୍ଟି ହେବାର ରିପୋର୍ଟ ସାମ୍ନାକୁ ଆସିବା ଆରମ୍ଭ ହୋଇଛି। ଏକ…

ସ୍ଥିର ଗୁଣବତ୍ତା ବିଶ୍ୱସନୀୟତାକୁ ଦୃଢ଼ କରେ

୧୬ ବର୍ଷରୁ ଅଧିକ ସମୟ ଧରି ଭୁବନେଶ୍ୱରରେ ପ୍ରତିଷ୍ଠିତ ‘ଏକରରାଇଜ୍‌ ପ୍ରମୋଟର୍ସ ପ୍ରା. ଲି.’ ଓଡ଼ିଶାର ଆବାସିକ ରିୟଲ ଇଷ୍ଟେଟ୍‌ ପରିଦୃଶ୍ୟକୁ ପରିବର୍ତ୍ତନ କରିବାରେ ଆଗରେ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri