Posted inଜାତୀୟ

ରାଜେନ୍ଦ୍ର ଗୁଧାଙ୍କୁ ମନ୍ତ୍ରୀ ପଦରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ ଗେହଲଟ

ଜୟପୁର,୨୨।୭: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ମନ୍ତ୍ରୀ ରାଜେନ୍ଦ୍ର ଗୁଧାଙ୍କୁ ପଦରୁ ବହିଷ୍କାର କରିଛନ୍ତି। ରାଜସ୍ଥାନ ସରକାରର ମନ୍ତ୍ରୀ ରାଜେନ୍ଦ୍ର ବିଧାନସଭାରେ ନିଜ ସରକାରକୁ ଟାର୍ଗେଟ କରିଛନ୍ତି। ବିଧାନସଭାରେ ମଣିପୁର ପ୍ରସଙ୍ଗରେ ଏକ ବିବୃତ୍ତି ଦେଇଥିବା ବେଳେ ସେ ନିଜ ସରକାର ଉପରେ ପ୍ରଶ୍ନ ଉଠାଇଛନ୍ତି। ମନ୍ତ୍ରୀଙ୍କ ବିବୃତ୍ତିରେ ବିରୋଧୀ ଦଳର ନେତା ରାଜେନ୍ଦ୍ର ରାଠୋର ସରକାରଙ୍କ ଉପରେ ବର୍ଷିଛନ୍ତି।

ନିଜ ସରକାରରେ ଖୋଳତାଡ଼ କରି ମନ୍ତ୍ରୀ ରାଜେନ୍ଦ୍ର ଗୁଧା କହିଛନ୍ତି ଯେ ମଣିପୁର ପରିବର୍ତ୍ତେ ଆମ ନିଜ ଘର ପଛପଟକୁ ଦେଖିବା ଉଚିତ୍‌। ଆମକୁ ଏହା ସ୍ବୀକାର କରିବାକୁ ପଡ଼ିବ ଯେ, ଆମେ ମହିଳାଙ୍କ ସୁରକ୍ଷା କ୍ଷେତ୍ରରେ ଆମେ ବିଫଳ ହୋଇଛୁ। ରାଜସ୍ଥାନରେ ଯୋଭଳି ମହିଳାଙ୍କ ଉପରେ ଅତ୍ୟାଚାର କିପରି ବୃଦ୍ଧି ପାଇଛି, ମଣିପୁର ପରିବର୍ତ୍ତେ ଆମେ ନିଜ ନିଜ ଘର ପଛପଟକୁ ଦେଖିବା ଉଚିତ୍‌।

ମନ୍ତ୍ରୀ ରାଜେନ୍ଦ୍ର ଗୁଧା ନିଜ ସରକାର ବିରୋଧରେ ଟାର୍ଗେଟ କରିଥିବାରୁ ରାଜସ୍ଥାନର ରାଜନୀତି ତୀବ୍ର ହୋଇଛି। ଏକ ବଡ଼ ନିଷ୍ପତ୍ତି ନେଇ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ରାଜେନ୍ଦ୍ରଙ୍କୁ ମନ୍ତ୍ରୀ ପଦରୁ ବହିଷ୍କାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହର ପ୍ରତିଶୃତି ଦେଇ ଯୁବତୀଙ୍କୁ ଗର୍ଭବତୀ ପରେ ପ୍ରତାରଣା, ବଳାତ୍କାର ମାମଲାରେ ଜେଲ୍ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁରେ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି; କେସିଙ୍ଗାରେ ବିକାଶ ଧାରା,ଓଡିଶା ସାରା

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ଏକ ଭିଡିଓ କନଫରେନ୍ସ ଦ୍ଵାରା ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା, ଓଡିଶା…

ବୈଭବଙ୍କୁ ଟପିଯିବେ ସାନ ଭାଇ ଆଶୀର୍ବାଦ! ପୁଣି ମାରିଲେ ବିସ୍ଫୋରକ ଶତକ, ଚୌକା-ଛକା ବର୍ଷା ଦେଖି… 

ନୂଆଦିଲ୍ଲୀ,୨୪।୬: କ୍ରିକେଟଜଗତରେ ଏବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ନେଇ ଉତ୍ସାହ ବଢ଼ୁଛି। ସେ କେବେ ନୀଳ ଜର୍ସିି ପିନ୍ଧି ମଇଦାନକୁ ଓହ୍ଲାଇବେ ସେଦିନକୁ…

ଜମିରେ କରୁଥିଲେ କାମ, ବଜ୍ରପାତରେ ଚାଲିଗଲା ମହିଳାଙ୍କ ଜୀବନ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମାଗୁର ଆମ୍ବଠା  ଗ୍ରାମ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଚାଷ ଜମିରେ କାମ…

ଦୁଇ ମାସ ନପୂରୁଣୁ ଭାଙ୍ଗିଲା ଗାଡୱାଲ, ରାସ୍ତା ଦବିବାକୁ ନେଇ ଅସନ୍ତୋଷ ଲୋକେ

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହରର ଅଧିକାଂଶ ୱାର୍ଡ ବା ସାହିରେ ନିର୍ମାଣ ହୋଇଛି ଫେବର ବ୍ଲକ ରାସ୍ତା । ଆଉ କିଛି ସାହିରେ ବର୍ତ୍ତମାନ ମଧ୍ୟ…

ପାକିସ୍ତାନରେ ପଶିଲା ଭାରତୀୟ ବିମାନ! ଇସଲାମାବାଦରେ ହଲଚଲ୍, ଯାତ୍ରୀ…

ଇସଲାମବାଦ,୨୪।୬: ଗତ ସୋମବାର ରାତିରେ, ଦିଲ୍ଲୀରୁ ଅମୃତସର ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ (AI-479) ଏକ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ତା’ର ନିର୍ଦ୍ଧାରିତ ପଥରୁ ବାହାରି…

ଖାମେନେଇଙ୍କ ଅନ୍ତିମ ସଂସ୍କାର ପାଇଁ ମୋଦିଙ୍କୁ ନିମନ୍ତ୍ରଣ, ଯୋଗଦେବେକି ପ୍ରଧାନମନ୍ତ୍ରୀ?

ତେହରାନ୍‌,୨୪ା୬: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇ ଆମେରିକା-ଇସ୍ରାଏଲ ଆକ୍ରମଣରେ ପ୍ରାଣ ହରାଇଥିଲେ। ତାଙ୍କର ମୃତ୍ୟୁ ଫେବୃଆରୀ ୨୮ ତାରିଖରେ ହୋଇଥିଲା। ତାଙ୍କର ଅନ୍ତିମ ସଂସ୍କାର…

ୟୁକାଲିପଟାସ୍‌ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍‌ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri