Posted inଜାତୀୟ

ଅସୁସ୍ଥ ଅଛନ୍ତି ଗେହଲୋଟ, ପଞ୍ଜାବ-ଅଜମେର ଗସ୍ତ ହେଲା ବାତିଲ

ଜୟପୁର,୨୭।୧: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ଗତ କିଛି ଦିନ ଧରି ସେ ଅସୁସ୍ଥ ଅଛନ୍ତି । ମୁଖ୍ୟମନ୍ତ୍ରୀ ଅସୁସ୍ଥତା ସତ୍ତ୍ୱେ ଗୁରୁବାର ଗଣତନ୍ତ୍ର ଦିବସ ଅବସରରେ ସେ ଜୟପୁରର ଏସ୍‌ଏମ୍‌ଏସ୍‌ ଷ୍ଟାଡିୟମରେ ଆୟୋଜିତ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ପହଞ୍ଚି ରାଷ୍ଟ୍ରୀୟ ପର୍ବ ପାଳନ କରିଥିଲେ। ତେବେ ଅସୁସ୍ଥତା ହେତୁ ଶୁକ୍ରବାର ସେ ପଞ୍ଜାବର ଜଲନ୍ଦର ଏବଂ ଅଜମେର ଗସ୍ତକୁ ବାତିଲ କରିଛନ୍ତି। ବର୍ତ୍ତମାନ ସେ ଘରେ ଚିକିତ୍ସିତ ହେଉଛନ୍ତି।
ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଶୁକ୍ରବାର ଅଜମେର ଏବଂ ଜଳନ୍ଦର ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। ମଧ୍ୟାହ୍ନ ୧୨ଟାରେ ସ୍ବର୍ଗତ ଜଳନ୍ଦର ଏମ୍‌ପି ସାନ୍ତୋଖ ସିଂ ଚୌଧୁରୀ ଅନ୍ତିମ ଅରଦାସ କାର୍ଯ୍ୟକ୍ରମରେ ଯୋଗ ଦେଇଥାନ୍ତେ। ଏହାପରେ ଅପରାହ୍ନ ୩ଟାରେ ଅଜମେରରେ ଯିବାର ଏକ କାର୍ଯ୍ୟକ୍ରମ ଥିଲା ।

 


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ଶେଷରେ ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୨୫।୭: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି…

ଦିଲ୍ଲୀ ଛାତ୍ର୍ର ଆନ୍ଦୋଳନକୁ ସମର୍ଥନ ଜଣାଇ ଗଣଧାରଣା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି…

ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର…

ଜୁଆଆଡ୍ଡାରେ ଚଢ଼ାଉ: ୫ ଜଣଙ୍କୁ ଗିରଫ କଲା ପୋଲିସ, ସୁଯୋଗ ନେଇ ଅନ୍ୟମାନେ…

ଦିଗପହଣ୍ଡି୨୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଟିମ୍‌ ପୋଡ଼ାମାରି ଗ୍ରାମ ନିକଟ ଏକ କୁକୁଡ଼ାଫାର୍ମରେ ଚାଲିଥିବା ଜୁଆଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ରାତ୍ରୀଭୋଜନରେ ଟ୍ରମ୍ପଙ୍କ ମନ୍ତବ୍ୟ ଶୁଣି ସମସ୍ତେ ଆଶ୍ଚର୍ଯ୍ୟ, କହିଲେ ତୃତୀୟ ଥର ରାଷ୍ଟ୍ରପତି…

ଓ୍ବାଶିଂଟନ,୨୫।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ୱାଇଟ୍ ହାଉସ୍ କରେସପଣ୍ଡେଣ୍ଟସ୍ ଆସୋସିଏସନ୍ ରାତ୍ରୀଭୋଜନରେ ସମ୍ଭାବ୍ୟ ତୃତୀୟ ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ବିଷୟରେ ମନ୍ତବ୍ୟ ଦେଇଥିଲେ । ଯାହାକି ସମସ୍ତଙ୍କୁ…

ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ, ଏବେ ମିଳିଲା…

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଥିବା ଏକ ଅଭାବନୀୟ ଘଟଣା ମଧ୍ୟରେ ମାନବିକତା, ସାହସ ଓ କର୍ତ୍ତବ୍ୟନିଷ୍ଠାର ଏକ ଉଜ୍ଜ୍ୱଳ ଦୃଷ୍ଟାନ୍ତ ଉଦାହରଣ…

CJP ର ବଡ଼ ଘୋଷଣା, ଜୁଲାଇ ୨୬ରେ ପୁଣି ଦେଶରେ ହେବ ବଡ଼ ଆନ୍ଦୋଳନ, ଦିଲ୍ଲୀରେ ଚହଳ!

ନୂଆଦିଲ୍ଲୀ,୨୫।୭: କକରୋଚ୍ ଜନତା ପାର୍ଟି (CJP) ରବିବାର, ୨୬ ଜୁଲାଇ ୨୦୨୬ରେ ସାରା ଦେଶରେ କ୍ୟାଣ୍ଡେଲ ମାର୍ଚ୍ଚ ବାହାର କରିବା ପାଇଁ ଆହ୍ୱାନ ଦେଇଛି। ପାର୍ଟିର ସୂଚନା…

ପୁଣି ଭିଡିଓ ଜାରି କଲେ ସୋନମ ଓ଼୍ବାଙ୍ଗଚୁକ୍‌, ଆନ୍ଦୋଳନକୁ ନେଇ କଲେ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୫।୭: ଦେଶ-ବିଦେଶରେ ପ୍ରସିଦ୍ଧ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ଏକ ନୂଆ ଭିଡିଓ ଜାରି କରିଛନ୍ତି। ୨୬ ଦିନର ଆମରଣ ଅନଶନ ଭାଙ୍ଗିବା ପରେ ଉଠିଥିବା ପ୍ରଶ୍ନଗୁଡ଼ିକୁ…

ଲୁଟ ଟଙ୍କାରେ ମଉଜମସ୍ତି, ୨ ଗିରଫ

ପରଜଙ୍ଗ, ୨୫।୭ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଢେଙ୍କାନାଳ ଓ ଅନୁଗୋଳ ଜିଲାରେ ବିଭିନ୍ନ ଚୋରି, ଲୁଟ୍‌, ଡକାୟତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri