Posted inଜାତୀୟ

ରାଜସ୍ଥାନରେ ଲଜ୍ଜା: ଚାରି ବର୍ଷର ନାବାଳିକାକୁ ବଳାତ୍କାର କଲେ ସବ୍-ଇନ୍ସପେକ୍ଟର, ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ନୂଆଦିଲ୍ଲୀ,୧୧।୧୧: ମଣିଷପଣିଆକୁ ଲଜ୍ଜାନ୍ବିତ କଲା ଭଳି ଏକ ଘଟଣା ରାଜସ୍ଥାନରୁ ସାମ୍ନାକୁ ଆସିଛି। ଜଣେ ସବ-ଇନ୍ସପେକ୍ଟର ଏକ ଚାରି ବର୍ଷର ଝିଅକୁ ଫୁସୁଲା ଫୁସୁଲି ନିଜ ରୁମକୁ ଡାକିଥିଲେ ପରେ ତାର ବଳାକ୍ତାର କରିଥିଲେ। ଘଟଣା ରାଜସ୍ଥାନର ଦୋଷାରେ ଘଟିଛି। ଏହି ଘଟଣା ପାଟଣା ଲଲସୋଟ୍ ଘଟିଛି ଅଞ୍ଚଳରେ ଘଟିଛି।

ଘଟଣାର ଖବର ମିଳିବା ପରେ ଅଭିଯୁକ୍ତ ଭପେନ୍ଦ୍ର ସିଂହକୁ ଗିରଫ କରି ପଚରାଉଚରା କରୁଛି ପୋଲିସ। ଏଏସପି ସିଂ କହିଛନ୍ତି ଯେ ନିକଟରେ ରହୁଥିବା ପରିବାରର ଅଭିଯୋଗକୁ ଭିତ୍ତି କରି ରାହୁବା ପୋଲିସ ଷ୍ଟେସନରେ ଭୁପେନ୍ଦ୍ର ନାମକ ଜଣେ ଏସଆଇଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ପୀଡିତାଙ୍କ ପରିବାର ଅଭିଯୁକ୍ତ ସବ-ଇନ୍ସପେକ୍ଟରଙ୍କୁ ବଳାତ୍କାର କରିଥିବା ଅଭିଯୋଗ କରିଛନ୍ତି। ନାବାଳିକାଙ୍କ ଡାକ୍ତରୀ ପରୀକ୍ଷା କରାଯାଉଛି। ଯେତେବେଳେ ସେ ଏହି ଘଟଣା କରିଥିଲେ ସେତେବେଳେ ଅଭିଯୁକ୍ତ ନିର୍ବାଚନ ଡ୍ୟୁଟିରେ ଥିଲେ। ତେବେ ପୋଲିସ ବର୍ତ୍ତମାନ ଅଭିଯୁକ୍ତକୁ ଗିରଫ କରିଛି।

ଖବର ପ୍ରସାରଣ ହେବା ପରେ ସ୍ଥାନୀୟ ଲୋକେ ବହୁ ମାତ୍ରାରେ ରାହୁୱା ପୋଲିସ ଷ୍ଟେସନ ନିକଟରେ ଏକତ୍ରିତ ହୋଇ ପୋଲିସ ବିରୋଧରେ ନାରାବାଜି କରିଥିଲେ। ପୋଲିସକୁ ହସ୍ତାନ୍ତର କରିବା ପୂର୍ବରୁ ସେମାନେ ଭୁପେନ୍ଦ୍ର ସିଂଙ୍କୁ ପ୍ରବଳ ପିଟିଥିଲେ।

ସେହିପରି ଘଟଣାସ୍ଥଳକୁ ଯାଇଥିବା ଭାଜପା ଏମପି କିରୋଡି ଲାଲ ମୀନା କହିଛନ୍ତି, “ଲାଲସୋଟର ଜଣେ ପୋଲିସ କର୍ମଚାରୀ ଜଣେ ଚାରି ବର୍ଷର ଦଳିତ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ଲୋକଙ୍କ ମଧ୍ୟରେ ପ୍ରବଳ ଆକ୍ରୋଶ ରହିଛି। ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ମୁଁ ଘଟଣାସ୍ଥଳରେ ପହଞ୍ଚିଛି।

 


Enter your email to get our daily news in your inbox.

All Right Reserved By Dharitri.Com

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

ସୂର୍ଯ୍ୟ-ଶୁକ୍ରଙ୍କ ଶୁକ୍ରାଦିତ୍ୟ ରାଜଯୋଗ: ୨୦୨୭ ପୂର୍ବରୁ ମାଲାମାଲ ହେବେ ୪ ରାଶି, ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ସୂର୍ଯ୍ୟ ଓ ଶୁକ୍ରଙ୍କ ଯୁତିରୁ ଶୁକ୍ରାଦିତ୍ୟ ରାଜଯୋଗ ଗଠନ ହେବ। ଏହି ଯୋଗ ୪ଟି ରାଶି ପାଇଁ ଶୁଭ ଫଳ ଆଣିପାରେ। ମେଷ,…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?