Posted inଜାତୀୟ

କଂଗ୍ରେସକୁ ପୁଣି ଫେରିବେ କି ସଚିନ

ନୂଆଦିଲ୍ଲୀ,୧୭।୭: ରାଜସ୍ଥାନରେ ଅଶୋକ ଗେହଲଟ ଓ ସଚିନ ପାଇଲଟଙ୍କ ମଧ୍ୟରେ ଚାଲିଥିବା କଳି ଏବେ ଚରମ ସୀମାରେ ପହଞ୍ଚି ଯାଇଛି। ସଚିନ ପାଇଲଟଙ୍କୁ ଦଳର ରାଜସ୍ଥାନ ମୁଖ୍ୟ ଓ ଉପ ମୁଖ୍ୟମନ୍ତ୍ରୀ ପଦରୁ ବିଦା କରିବା ପରେ ସ୍ଥିତି ଆହୁରି ବିଗିଡିବାରେ ଲାଗିଛି। ସ୍ଥିତି ଅଧିକ ବିବାଦୀୟ ହେବାରୁ ଶେଷରେ କଂଗ୍ରେସର ବରିଷ୍ଠ ନେତାମାନେ ଏଥିରେ ହସ୍ତକ୍ଷେପ କରିଛନ୍ତି। ଗୁରୁବାର ବିଳମ୍ବିତ ରାତିରେ ଦଳୀର ବରିଷ୍ଠ ନେତା ପି.ଚିଦାମ୍ବରମ ସଚିନଙ୍କୁ ବୁଝାଇଛନ୍ତି। ଏବେ ତାଙ୍କୁ କେନ୍ଦ୍ର ନେତୃତ୍ୱ ଦିଆଯିବା ନେଇ ତାଙ୍କୁ ଆଶ୍ୱାସନା ସେ ଦେଇଛନ୍ତି। ପୂର୍ବରୁ ରାହୁଲ ଗାନ୍ଧୀ ମଧ୍ୟ ସଚିନକୁ ମନାଇବା ପାଇଁ ଏକ ବାର୍ତ୍ତା ମଧ୍ୟ ପଠାଇଥିଲେ ସେ ସଚିନଙ୍କୁ କଂଗ୍ରେସର ଗୁରୁତ୍ୱପୂର୍ଣ୍ଣ ଅଙ୍ଗ।ଏଥିସହ ତାଙ୍କ ପାଇଁ କଂଗ୍ରେସର ସବୁ ଦିନ ପାଇଁ ଖୋଲା ରହିଛି ଓ ସେ ସର୍ବଦା କଂଗ୍ରେସର ସଦସ୍ୟ ବୋଲି ରାହୁଲ ବାର୍ତ୍ତା ଦେଇଥିଲେ। ପାଇଲଟ୍‌ ଏହା ପୂର୍ବରୁ ଦଳର ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କ ସହ ମଧ୍ୟ ଫୋନରେ କଥା ହୋଇଥିଲେ। ଏବେ ପ୍ରଶ୍ନ ଉଠୁଛି ସଚିନ କଂଗ୍ରେସକୁ ପୁଣି ଯଦି ଫେରିବେ ତେବେ ପୂର୍ବପରି ତାଙ୍କୁ ଦଳରେ ସମ୍ମାନ ମିଳିବ କି? ଯଦି ନ ଫେରିବେ ତେବେ ତାଙ୍କ ରାଜନୈତିକ ଭବିଷ୍ୟତ କାର୍ଯ୍ୟପନ୍ଥା କଣ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri