Posted inଜାତୀୟ

ରାଜସ୍ଥାନ ବିଧାନସଭା ନିର୍ବାଚନ: ୧୯ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ନୂଆଦିଲ୍ଲୀ,୨୬।୧୦: ଆସନ୍ତା ମାସରେ ରାଜସ୍ଥାନରେ ବିଧାନସଭା ନିର୍ବାଚନ ହେବ। ଏଥିପାଇଁ ଉଭୟ ଭାଜପା ଏବଂ କଂଗ୍ରେସ ଏ ପର୍ଯ୍ୟନ୍ତ ଦୁଇଟି ତାଲିକା ପ୍ରକାଶ କରିଛନ୍ତି। ଭାଜପାରର ଦୁଇଟି ତାଲିକାରେ ୧୨୪ନାମ ଚୂଡାନ୍ତ ହୋଇଥିବାବେଳେ କଂଗ୍ରେସ ଏପର୍ଯ୍ୟନ୍ତ ୭୬ନାମ ଘୋଷଣା କରିଛି। ଦୀର୍ଘ ସମୟ ଅପେକ୍ଷା ପରେ ୨୧ ଅକ୍ଟୋବର ଶନିବାର କଂଗ୍ରେସ ଏହାର ପ୍ରଥମ ତାଲିକା ପ୍ରକାଶ କରିଥିଲା। ଏହା ପରେ ତା’ ପରଦିନ ଦ୍ୱିତୀୟ ତାଲିକା ପ୍ରକାଶ ପାଇଥିଲା। ଏବେ ତୃତୀୟ ତାଲିକା ଗୁରୁବାର ପ୍ରକାଶ ପାଇଛି। ପ୍ରଥମ ତାଲିକାରେ ଦଳ ୩୩ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିବାବେଳେ ଦ୍ୱିତୀୟ ତାଲିକାରେ କଂଗ୍ରେସ ୪୪ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିଲା। ବର୍ତ୍ତମାନ ତୃତୀୟ ତାଲିକାରେ ୧୯ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚେନ୍ନାଇ ବିମାନବନ୍ଦରରେ ଚାଞ୍ଚଲ୍ୟ! ବିମାନରେ ଯାତ୍ରୀ ଖୋଲିଦେଲେ ଏମରଜେନ୍ସି ଦ୍ବାର, ତାପରେ…

ତାମିଲନାଡୁ,୩।୫: ଚେନ୍ନାଇ ବିମାନବନ୍ଦରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଲ୍ୟାଣ୍ଡିଂ କରିବା ପରେ ଏୟାର ଆରବିୟାର ଏକ ବିମାନରେ ଥିବା ଜଣେ ଯାତ୍ରୀ ଜରୁରୀକାଳୀନ…

ସାମ୍ବାଦିକଙ୍କ ଦାବି ପୂରଣ କରାଯାଉ: ଆଇନଜୀବୀଙ୍କ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର, ଓ ଜାତୀୟ ମାନବ ଅଧିକାର ଆୟୋଗରେ ଅଭିଯୋଗ

କୋରାପୁଟ/ନନ୍ଦପୁର,୩।୫(ଅମିତାଭ ବେହେରା/ତୁଷାର କାନ୍ତ ମହାନ୍ତି): ଭାରତୀୟ ସମ୍ବିଧାନରେ ଗଣମାଧ୍ୟମ  ଚତୁର୍ଥ ସ୍ତମ୍ଭ । ଗଣମାଧ୍ୟମ ପ୍ରତିନିଧି ସମସ୍ତ ପ୍ରତିକୂଳ ପରିସ୍ଥିତିର ସାମନା କରି ସରକାରଙ୍କ ଶାସନ ଓ…

ପୋଖରୀରେ ବୁଡି ଦୁଇ ନାବାଳିକା ଭଉଣୀଙ୍କ ଜୀବନ ଗଲା 

ବାଲେଶ୍ୱର/ରେମୁଣା/ ସଜନାଗଡ଼, ୩।୫( ବାଞ୍ଛାନିଧି ଦେ/ ରବୀନ୍ଦ୍ର ମହାକୁଡ଼/ ପ୍ରଶାନ୍ତ ବିଶ୍ୱାଳ ): ଗାଧୋଉଥିବା ବେଳେ ଘଟିଛି ଅଘଟଣ। ପୋଖରୀରେ ବୁଡି ଦୁଇ ନାବାଳିକା ସମ୍ପର୍କୀୟ ଭଉଣୀଙ୍କ…

UPI Payment: QR କୋଡ ବଦଳାଇ ଲୁଟୁଛନ୍ତି ଦୋକାନୀ, କେମିତି ରହିବେ ସତର୍କ ଜାଣନ୍ତୁ

ନୂଆଦିଲ୍ଲୀ,୩।୫: ଆଜିର ଦୁନିଆରେ, ଡିଜିଟାଲ ପେମେଣ୍ଟ ଏକ ଅତ୍ୟନ୍ତ ଆବଶ୍ୟକତା ପାଲଟିଛି। ଏହାର ଆଗମନ ପରଠାରୁ, ଆମକୁ ଆଉ ନଗଦ ଟଙ୍କା ବହନ କରିବାକୁ ପଡ଼ିବ ନାହିଁ,…

୨୧ ଉଚ୍ଚ ବିଦ୍ୟାଳୟର ୧୩୯୪ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ : ବ୍ଲକ ପାଇଁ ଗୌରବ ଆଣିଲେ ପ୍ରିୟଦର୍ଶିନୀ ରାଜଲକ୍ଷ୍ମୀ

ନନ୍ଦପୁର,୩ା୫(ତୁଷାର କାନ୍ତ ମହାନ୍ତି): ଦଶମ ବୋର୍ଡ ପରୀକ୍ଷାରେ କୋରାପୁଟ ଜିଲା ନନ୍ଦପୁର ବ୍ଲକର ୨୧ ଉଚ୍ଚ ବିଦ୍ୟାଳୟର ୧୩୯୪ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ପାଡୁଆ ଉଚ୍ଚ ବିଦ୍ୟାଳୟ…

ଅଂଶୁମାନ କୋରାପୁଟ ଜିଲା ଟପ୍ପର

ଜୟପୁର,୩ା୫(ପବନ ପାଣିଗ୍ରାହୀ): ଚଳିତବର୍ଷ ରାଜ୍ୟ ମାଧ୍ୟମିକ ଶିକ୍ଷା ପରିଷଦର ପରିଚାଳିତ ମ୍ୟାଟ୍ରିକ ପରୀକ୍ଷାରେ କୋରାପୁଟ ଜିଲା ଜୟପୁର ଶାରଦା ବିହାର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଛାତ୍ର ଅଂଶୁମାନ…

ଅନ୍ତଃବସ୍ତ୍ର ବିକି କୋଟିପତି, ୧୭୦୦କୋଟିର ମାଲିକ ଦୀନଦୟାଲଙ୍କ ମୃତ୍ୟୁ

ନୂଆଦିଲ୍‌ଲୀ,୩।୫: ‘ଡଲାର ଇଣ୍ଡଷ୍ଟ୍ରିଜ’ର ପ୍ରତିଷ୍ଠାତା ଦୀନଦୟାଲ ଗୁପ୍ତା। ସଲମାନ ଖାନଙ୍କଠାରୁ ଅକ୍ଷୟ କୁମାର ଏବଂ ସୈଫ ଅଲ୍ଲୀ ଖାନ ଏବଂ ୟାମୀ ଗୌତମଙ୍କଠାରୁ ଚିତ୍ରାଙ୍ଗଦା ସିଂହ ପର୍ଯ୍ୟନ୍ତ…

୪୫୦୦୦ ଟନ୍‌ LPG ଆଣି ଭାରତ ଆସୁଛି ‘ସର୍ବଶକ୍ତି’, ହର୍ମୁଜ ଦେଇ କରୁଛି ଅତିକ୍ରମ

ନୂଆଦିଲ୍ଲୀ,୩ା୫: ଭାରତ ଅଭିମୁଖେ ଆସୁଛି ଏଲ୍‌ପିଜି ଟ୍ୟାଙ୍କର ‘ସର୍ବ ଶକ୍ତି’। ସଫଳତାର ସହ ହର୍ମୁଜ ପ୍ରଣାଳୀ ପାର୍‌ କରିଛି ଏହି ଟ୍ୟାଙ୍କର। ଏହି ପରିବହନ ଭାରତ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri