Posted inଖେଳ

ହାଇଦ୍ରାବାଦକୁ ୨୦୪ ରନ୍‌ ଟାର୍ଗେଟ୍‌ ଦେଲା ରାଜସ୍ଥାନ

ହାଇଦ୍ରାବାଦ୍‌,୨।୪: ଆଇପିଏଲ ୨୦୨୩ର ଚତୁର୍ଥ ମ୍ୟାଚ ରାଜସ୍ଥାନ ରୟାଲ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଉଛି। ରାଜସ୍ଥାନ ରୟାଲ୍ସ ସନରାଇଜର୍ସ ହାଇଦ୍ରାବାଦ ସମ୍ମୁଖରେ ୨୦୪ ରନ ଲକ୍ଷ୍ୟ ରଖିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ରାଜସ୍ଥାନ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ୍‌ ହରାଇ ୨୦୩ ରନ୍‌ ସଂଗ୍ରହ କରିଛି। ଜୋସ ବଟଲର୍‌, ଯଶସ୍ବୀ ଜୈଶୱାଲ ଏବଂ ସଞ୍ଜୁ ସାମସନ ରାଜସ୍ଥାନ ରୟାଲ୍ସ ପାଇଁ ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ଶେଷରେ ଶିମ୍ରନ ହେଟମିୟର ମଧ୍ୟ ୨୨ ରନ ସଂଗ୍ରହ କରିଥିଲେ। ଏଥିସହିତ ଫଜଲହକ ଫାରୁକି ଏବଂ ଟି ନଟରାଜନ ସନରାଇଜର୍ସ ହାଇଦ୍ରାବାଦ ପାଇଁ ଦୁଇଟି ଲେଖାଏ ଉଇକେଟ ନେଇଥିଲେ। ଉମରାନ ମଲିକ ଗୋଟିଏ ସଫଳତା ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏଏଫ୍‌ସି ଚାମ୍ପିୟନ୍ସ ଲିଗ୍‌ : ଏଫ୍‌ସି ଗୋଆର ପ୍ରଶଂସନୀୟ ପ୍ରଦର୍ଶନ

ମାର୍ଗାଓ, ୧୬।୪(ପି.ଟି.)-ଭାରତର ପ୍ରଥମ ଦଳ ଭାବେ ଏଏଫ୍‌ସି ଚାମ୍ପିୟନ୍ସ ଲିଗ୍‌ର ଗ୍ରୁପ୍‌ ଷ୍ଟେଜ୍‌ ଖେଳିଥିବା ଏଫ୍‌ସି ଗୋଆ ନିଜ ଓପନିଂ ମ୍ୟାଚରେ ପ୍ରଶଂସନୀୟ ପ୍ରଦର୍ଶନ କରିଛି।...

ଜନ୍ମଦିନରେ ଏହି କ୍ରିକେଟର୍‌ଙ୍କୁ ମିଳିଲା ବଡ଼ ଉପହାର

କଲମ୍ବୋ,୧୮।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଦିନିକିଆ କଲମ୍ବୋରେ ଆରମ୍ଭ ହୋଇଯାଇଛି। ଏହି ମ୍ୟାଚ୍‌ରେ ଇଶାନ କିଶନ ଏବଂ ସୂର୍ଯ୍ୟ କୁମାର ଯାଦବ ଦିନିକିଆ...

ରିଷଭ ପନ୍ତଙ୍କ ପିଲାଳିଆମି ଯାଉନି

ରାଜକୋଟ,୮।୧୧- ନିଜର ଶଟ୍‌ ଚୟନ ନେଇ ସର୍ବଦା ସମାଲୋଚନାର ସମ୍ମୁଖୀନ ହେଉଥିବା ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ବାଂଲାଦେଶ ବିପକ୍ଷରେ ଏଠାରେ ଖେଳାଯାଇଥିବା ଦ୍ୱିତୀୟ...

ଅମ୍ପାୟର ନୋ ବଲ ଦେବାରୁ ଚାଲାକି କଲେ ପୋଲାର୍ଡ

ବିଜୟନଗରମ୍‌,୧୨।୧୧- ଓ୍ବେଷ୍ଟଇଣ୍ଡିଜ ଦଳର ଅଧିନାୟକ କିରନ ପୋଲାର୍ଡ ଏଠାରେ ଆଫଗାନିସ୍ତାନ ବିପକ୍ଷରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ୍‌ରେ ନିଜ ଚାଲାକିର ନମୁନା ଦେଖାଇଛନ୍ତି। ଆଫଗାନିସ୍ତାନ ଇନିଂସର...

ଦିବ୍ୟାଙ୍ଗ କ୍ରୀଡ଼ାବିତ୍‌ ରାଖାଲଙ୍କୁ ସମ୍ବର୍ଦ୍ଧନା

ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ,୬।୩ (ଡି.ଏନ.ଏ.): ଭୁବନେଶ୍ୱର ରେଳବାଇ ଇନ୍‌ଡୋର ଷ୍ଟାଡିୟମରେ ଫେବୃୟାରୀ ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ୧୪ତମ ଜାତୀୟ ହ୍ବୁଇଲ ଚେୟାର ଫ୍ୟାନ୍‌ସିଂ ଚାମ୍ପିୟାନଶିପ୍‌ରେ...

ଉପହାର ପାଇ ଭାବପ୍ରବଣ ହେଲେ କୋହଲି

ୟୁଏଇ,୨୧।୯: ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟର ଆରମ୍ଭ ବିରାଟ କୋହଲିଙ୍କ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ପାଇଁ ଅତ୍ୟନ୍ତ ନିରାଶାଜନକ ଥିଲା। ଚଳିତ ସିଜିନର ୩୧ତମ...

ନାଗପୁର ଟେଷ୍ଟ: ୨୨୩ ରନ୍‌ରେ ଭାରତ ଆଗୁଆ

ନାଗପୁର,୧୧।୨: ଅଧିନାୟକ ରୋହିତ ଶର୍ମାଙ୍କ ଶତକୀୟ ଇନିଂସ ସହ ରବୀନ୍ଦ୍ର ଜାଡେଜା ଏବଂ ଅକ୍ଷର ପଟେଲଙ୍କ ଅଲ୍‌ରାଉଣ୍ଡର ପ୍ରଦର୍ଶନ ବଳରେ ଭାରତ ନାଗପୁର ଟେଷ୍ଟର ପ୍ରଥମ...

ଦିଆସିଲି କାଠିରେ ବର୍ଡର-ଗାଭାସ୍କର ଟ୍ରଫି

ଭୁବନେଶ୍ୱର, ୧୭।୧୨(କ୍ରୀଡ଼ା ପ୍ରତିନିଧି)- ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଟେଷ୍ଟ କ୍ରିକେଟ ସିରିଜ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ସିରିଜର ପ୍ରଥମ ମ୍ୟାଚ ଆଡିଲେଡରେ ଦିବାରାତ୍ର...

Advertisement
Archives

Model This Week