Posted inଜାତୀୟ

ରାଜସ୍ଥାନ ପାଇଲା ନୂଆ ମୁଖ୍ୟମନ୍ତ୍ରୀ

ଜୟପୁର,୧୫।୧୨: ରାଜସ୍ଥାନର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭଜନଲାଲ ଶର୍ମା। ଶୁକ୍ରବାର ରାଜ୍ୟପାଳ କଲରାଜ ମିଶ୍ରା ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଜୟପୁରର ଐତିହାସିକ ଆଲବର୍ଟ ହଲ୍‌ ବାହାରେ ଅନୁଷ୍ଠିତ ହୋଇଥିବା ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଉପସ୍ଥିତ ଥିଲେ। ନୂଆ ମୁଖ୍ୟମନ୍ତ୍ରୀଙ୍କ ସହ ଦୀୟା କୁମାରୀ ଏବଂ ପ୍ରେମଚାନ୍ଦ ବୈରଓ୍ବା ମଧ୍ୟ ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି।

୪ ଥର ରାଜ୍ୟ ଭାଜପାର ସାଧାରଣ ସଂପାଦକ ରହିଥିବା ଭଜନଲାଲ ଏବେ ରାଜସ୍ଥାନ ଭାଜପାର ସାଧାରଣ ସମ୍ପାଦକ ଅଛନ୍ତି। ସେ ଆରଏସଏସ ଓ ଏବିଭିପି ସହିତ ମଧ୍ୟ ଜଡିତ ଥିଲେ। ସେ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଛନ୍ତି। କିନ୍ତୁ ସେ ପ୍ରଥମ କରି ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri