Posted inଜାତୀୟ

ରାଜସ୍ଥାନ ସରକାର ସର୍ବଧିକ ଦୁର୍ନୀତିଗ୍ରସ୍ତ: ଭାଜପା…

ଜୟପୁର,୧୪।୮ : ରାଜସ୍ଥାନରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏନେଇ ରାଜ୍ୟରେ ଶାସକ ଏବଂ ବିରୋଧୀଙ୍କ ମଧ୍ୟରେ ବହୁ ଆରୋପ ପ୍ରତ୍ୟାରୋପ ଜାରି ରହିଛି। ଚଳିତ ବର୍ଷ ଶେଷରେ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି, ଏଭଳି ପରିସ୍ଥିତିରେ ସମସ୍ତ ଦଳ ପରସ୍ପରକୁ ଘେରି ରହି ଲୋକଙ୍କୁ ନିଜ ସପକ୍ଷରେ ରଖିବାକୁ ଚେଷ୍ଟା କରୁଛନ୍ତି। ରାଜସ୍ଥାନ ସରକାରଙ୍କୁ ସବୁଠାରୁ ଦୁର୍ନୀତିଗ୍ରସ୍ତ ବୋଲି ଭାଜପା ପକ୍ଷରୁ ଅଭିଯୋଗ କରାଯାଇଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ନେତୃତ୍ୱାଧୀନ କଂଗ୍ରେସ ସରକାରରେ ପ୍ରତିଦିନ ନୂଆ ଦୁର୍ନୀତି ଏବଂ ବଳାତ୍କାର ମାମଲା ରୁଜୁ ହେଉଛି।

କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଅଭିଯୋଗ କରିଛନ୍ତି ଦେଶରେ ପଞ୍ଜୀକୃତ ହୋଇଥିବା ଅତ୍ୟାଚାର ଏବଂ ହତ୍ୟା ମାମଲାର ୧୬ ପ୍ରତିଶତ ରାଜସ୍ଥାନରୁ ଆସିଛି। ବଳାତ୍କାର ମାମଲାରେ ରାଜସ୍ଥାନ ଶୀର୍ଷରେ ରହିଛି। ନିଯୁକ୍ତି ପରୀକ୍ଷା ପ୍ରଶ୍ନପତ୍ର ୧୬ ରୁ ଅଧିକ ଥର ଲିକ ହୋଇଛି।

ସେ କହିଛନ୍ତି ରାଜ୍ୟରେ ଭାଜପା ସରକାରର ଆବଶ୍ୟକତା ରହିଛି। ଯୋଶୀ ପ୍ରଶ୍ନ କରିଛନ୍ତି , ଯଦି ମୁଖ୍ୟମନ୍ତ୍ରୀ ଗେହଲଟ ଗରିବଙ୍କ ପ୍ରତି ଭଲ କାମ କରିବାକୁ ଚାହୁଁଥବଲେ, ତେବେ ସେ ସାଢ଼େ ଚାରି ବର୍ଷ ମଧ୍ୟରେ କାହିଁକି ଏପରି କଲେ ନାହିଁ। ଭାଜପା କର୍ମୀଙ୍କ ମଧ୍ୟରେ ଆତ୍ମବିଶ୍ୱାସ ସୃଷ୍ଟି କରି ସେ କହିଛନ୍ତି ଦଳ ଦୁଇ ତୃତୀୟାଂଶ ସଂଖ୍ୟାଗରିଷ୍ଠତା ସହ ରାଜ୍ୟରେ ସରକାର ଗଠନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ନିଷ୍ପତ୍ତି: ପୁରୁଷ ଦଳର କୋଚ୍ ହେଲେ ମହିଳା କ୍ରିକେଟର

ନୂଆଦିଲ୍ଲୀ,୧୩।୫: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଇଂଲଣ୍ଡ କ୍ରିକେଟ ବୋର୍ଡ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଇଂଲଣ୍ଡର ପୂର୍ବତନ ମହିଳା ଉଇକେଟକିପର ସାରା ଟେଲରଙ୍କୁ ପୁରୁଷ…

୧୦୮୨୮ ରନ୍, ୩୮୦ ଉଇକେଟ… ସିଜିନ ମଝିରେ ହଠାତ୍ ଅବସର ନେଲେ ଅଭିଜ୍ଞ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୩।୫: ଇଂଲଣ୍ଡ କ୍ରିକେଟରୁ ଏକ ଚକିତ କଲାଭଳି ଖବର ସାମ୍ନାକୁ ଆସିଛି । ଇଂଲଣ୍ଡ ଟିମ୍‌ର ଅଭିଜ୍ଞ ଅଲରାଉଣ୍ଡର ଲିଆମ ଡସନ (Liam Dawson) ହଠାତ ପ୍ରଥମ…

ବଲାଙ୍ଗୀର ତୁଷୁରା ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ବଲାଙ୍ଗୀର,୧୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଓପିଡିସିଏଲ ଗ୍ରୀଡ଼ରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ରାତିରେ ହଠାତ୍ ଗ୍ରୀଡ଼ ପରିସରରୁ ଭୟଙ୍କର ନିଆଁ ଓ କଳା…

ଖୁବ୍ ଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌; ରେଳ ମନ୍ତ୍ରଣାଳୟର ମଞ୍ଜୁରୀ, ବଲାଙ୍ଗୀରରେ ଖୁସିର ଲହରୀ

ବଲାଙ୍ଗୀର,୧୩।୫ (ସୁନିଲ କୁମାର ମହାନ୍ତି): ଓଡ଼ିଶାର ରେଳ ସଂଯୋଗୀକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ, ରେଳ ମନ୍ତ୍ରଣାଳୟ ପକ୍ଷରୁ ପୁରୀ ଏବଂ କୋରାପୁଟ ମଧ୍ୟରେ ଏକ…

ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣା: ବିଜୁ ଛାତ୍ର ଜନତାର ପ୍ରତିବାଦ, ଧର୍ମେନ୍ଦ୍ର ପ୍ରଧାନଙ୍କ ଫଟୋ ଚିତ୍ର ଦାହ କଲେ…

ବରଗଡ଼,୧୩।୫(ପ୍ରେମାନନ୍ଦ ଖମାରୀ): ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ପ୍ରତିବାଦ ଓ ବିରୋଧର ସ୍ବର ତେଜି ଉଠିଛି । ବରଗଡ଼ରେ ମଧ୍ୟ ଏହାର…

କପିଳଧାର ଜଳପ୍ରପାତ ନିକଟରୁ ମହିଳାଙ୍କ ମୃତଦେହ ଜବତ

ପାଇକମାଳ,୧୩ା୫(ବଡ଼ ଶତପଥୀ): ପାଇକମାଳ ନୃସିଂହନାଥ ମନ୍ଦିରରୁ ପାଞ୍ଚକିମି ଦୂର କପିଳଧାର ଜଳପ୍ରପାତ ନିକଟରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ବୁଧବାର ସ୍ଥାନୀୟ ପୋଲିସ ଜବତ କରିଛି ।…

କିଏ ହେବେ କେରଳ ମୁଖ୍ୟମନ୍ତ୍ରୀ? ଗୁରୁବାର ଘୋଷଣା କରିବ କଂଗ୍ରେସ

ଥିରୁଭାନନ୍ତପୁର,୧୩ା୫:  ୧୦ ଦିନର ମାନସ ମନ୍ଥନ ପରେ କଂଗ୍ରେସ ଦଳ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ ଚୂଡ଼ାନ୍ତ କରିଛି । ଯାହା ଗୁରୁବାର ଘୋଷଣା ହେବାକୁ ଯାଉଛି।…

ଅମୂଲ ପରେ ବଢ଼ିଲା ଏହି କ୍ଷୀରର ଦର, ରାତି ପାହିଲେ ଲାଗୁ ହେବ ନୂଆ ଦାମ୍

ନୂଆଦିଲ୍ଲୀ,୧୩ା୫: ଅମୂଲ ପରେ ଏବେ ଆଉ ଏକ କ୍ଷୀର ଦର ବୃଦ୍ଧି ପାଇଛି । ମଦର ଡାଏରୀ କ୍ଷୀରର ମୂଲ୍ୟ ବୃଦ୍ଧି କରିଛି । କମ୍ପାନୀ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri