Posted inଜାତୀୟ

କେଜରିୱାଲଙ୍କୁ ସମର୍ଥନ କଲା ରାଜସ୍ଥାନର କରନି ସେନା

ଜୟପୁର,୨୮ ।୧୦: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଭାରତୀୟ ମୁଦ୍ରା ଉପରେ ମା’ ଲକ୍ଷ୍ମୀ ଓ ଭଗବାନ ଗଣେଶଙ୍କ ଫଟୋ ଲଗାଇବାକୁ କେନ୍ଦ୍ର ସରକାରଙ୍କ ନିକଟରେ ଦାବି ଉପସ୍ଥାପନ କରିଛନ୍ତି । ଏହାପରେ କେଜରିୱାଲଙ୍କ ଏହି ଦାବିକ ନେଇ ନେଇ ଭିନ୍ନ ଭିନ୍ନ ପ୍ରକାରର ଟିପ୍ପଣି ଆସୁଛି । ଏହାରି ଭିତରେ ରାଜସ୍ଥାନର କରନି ସେନା କେଜରିୱାଲଙ୍କୁ ସମର୍ଥନ କରିଛି ।

ରାଜପୁତ କରନି ସେନାର ରାଷ୍ଟ୍ରୀୟ ଅଧ୍ୟକ୍ଷ ମହିପାଳ ସିଂ ମକରାନା କହିଛନ୍ତି, ମୁଖ୍ୟମନ୍ତ୍ରୀ ଅରବିନ୍ଦ କଜେରିୱାଲ ମା’ ଲକ୍ଷ୍ମୀ ଓ ଅଗ୍ରପୂଜ୍ୟ ଭଗବାନ ଗଣେଶଙ୍କ ଫଟୋ ଭାରତୀୟ ମୁଦ୍ରାରେ ଛାପିବାକୁ କହିବା ଯୁକ୍ତିଯୁକ୍ତ । ଯଦି ଏଭଳି ହେବ ତେବେ ଏହା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ସମ୍ମାନର କଥା ହେବ । ସେ କହିଛନ୍ତି ଲକ୍ଷ୍ମୀ ଓ ଗଣେଶଙ୍କ ଫଟୋ ଭାରତୀୟ ମୁଦ୍ରାରେ ହେବା ଉଚିତ । କେଜରିୱାଲଙ୍କ ଏହି କଥାକୁ ଯେଉଁମାନେ ବିରୋଧ କରୁଛନ୍ତି ସେମାନେ ଜାଣି ରଖିବା ଉଚିତ ଯେ ମା’ ଲକ୍ଷ୍ନୀ ନିଜେ ମୁଦ୍ରାର ପ୍ରତିକ । ଯଦି ଏହାକୁ ନେଇ କିଏ କହେ ଯେ ମା’ ଲକ୍ଷ୍ମୀଙ୍କ ଫଟୋ ଲାଗିରେ ଏହା କୌଣସି ନେତା ବା ଦଳର ସମର୍ଥନ ହେଉଛି ତେବେ ତାହା ଭୁଲ ।


Enter your email to get our daily news in your inbox.

All Right Reserved By Dharitri.Com

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri