ଜୟପୁର,୧୬।୧୧- ରାଜସ୍ଥାନ ସରକାରରେ ମନ୍ତ୍ରୀ ଥିବା ବନୱର ଲାଲ ମେଘୱାଲଙ୍କ ସୋମବାର ପରଲୋକ ଘଟିଛି। ୭୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଗତ କିଛିଦିନ ହେବ ସେ ଅସୁସ୍ଥ ହୋଇ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ହୋଇଛି।
ଜୟପୁର,୧୬।୧୧- ରାଜସ୍ଥାନ ସରକାରରେ ମନ୍ତ୍ରୀ ଥିବା ବନୱର ଲାଲ ମେଘୱାଲଙ୍କ ସୋମବାର ପରଲୋକ ଘଟିଛି। ୭୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଗତ କିଛିଦିନ ହେବ ସେ ଅସୁସ୍ଥ ହୋଇ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ହୋଇଛି।
ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...
ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...
ନୂଆଦିଲ୍ଲୀ,୧୭।୧୨: ଦିଲ୍ଲୀ-ଏନସିଆରରେ ପ୍ରଦୂଷଣ ବୃଦ୍ଧି ପାଉଛି। ପ୍ରଦୂଷଣକୁ ଦୃଷ୍ଟିରେ ରଖି, ସୁପ୍ରିମକୋର୍ଟ ଭାରତୀୟ ମହାନଗର ନିଗମ (ଏମସିଡି)କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି...
ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍ଜିଏନ୍ଆର୍ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...
ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...
ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...
ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...
ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...
