ଜୟପୁର,୧୬।୧୧- ରାଜସ୍ଥାନ ସରକାରରେ ମନ୍ତ୍ରୀ ଥିବା ବନୱର ଲାଲ ମେଘୱାଲଙ୍କ ସୋମବାର ପରଲୋକ ଘଟିଛି। ୭୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଗତ କିଛିଦିନ ହେବ ସେ ଅସୁସ୍ଥ ହୋଇ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ହୋଇଛି।

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…
ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…
ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…
କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର…
ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…
ନୂଆଦିଲ୍ଲୀ,୮।୧୦: ୮୩ ବର୍ଷୀୟା ଜଣେ ବୃଦ୍ଧା ମହିଳାଙ୍କୁ ନିଜ ସ୍ୱର୍ଗତ ପୁଅର ସ୍ତ୍ରୀ ଅର୍ଥାତ ନିଜ ବିଧବା ବୋହୂଠାରୁ ପେନସନର ଅଂଶ ମାଗିବା ମହଙ୍ଗା ପଡ଼ିଲା। ତାଙ୍କ…
ନୂଆଦିଲ୍ଲୀ,୮।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ‘ଆକ୍ରମକ କକରୋଚ ଜନତା ପାର୍ଟି’ (CJP) ଆସନ୍ତା ଅକ୍ଟୋବର ୧୦ରେ ଜନ୍ତର ମନ୍ତର ଅଭିମୁଖେ ଶୋଭାଯାତ୍ରା…
ମୁମ୍ବାଇ: ଭାରତୀୟ ସିନେ ଜଗତର ଭେଟେରାନ ଅଭିନେତା ନିଜର ଦମଦାର ଅଭିନୟ, ଅନନ୍ୟ ଡାଏଲଗ୍ କହିବା ଶୈଳୀରେ ବେଶ୍ ପରିଚିତ ଥିବା ନାନା ପାଟେକରଙ୍କ ବୁଧବାର ବିଳମ୍ବିତ…