Posted inଜାତୀୟ

ମନ୍ତ୍ରୀ ପୁଅଙ୍କୁ ଘରେ ନ ପାଇ ନୋଟିସ ଝୁଲାଇ ଆସିଲା ପୋଲିସ

ଜୟପୁର,୧୬।୫: ରାଜସ୍ଥାନ ମନ୍ତ୍ରୀ ମହେଶ ଜୋଷୀଙ୍କ ପୁଅ ରୋହିତଙ୍କ ବିରୋଧରେ ଜଣେ ୨୩ ବର୍ଷୀୟା ଯୁବତୀ ବଳାତ୍କାର ଅଭିଯୋଗ ଆଣିବା ପରେ ଦିଲ୍ଲୀ ପୋଲିସର ଏକ ୧୫ ଜଣିଆ ଟିମ୍‌ ତାଙ୍କୁ ଗିରଫ କରିବା ଲାଗି ଜୟପୁରରେ ପହଞ୍ଚତ୍ଥିଲା। ସହରରେ ଥିବା ମନ୍ତ୍ରୀଙ୍କ ଦୁଇଟି ବାସଭବନ ଖୋଜିବା ପରେ ରୋହିତଙ୍କୁ ନ ପାଇ ପୋଲିସ ଟିମ୍‌ ତାଙ୍କ ଘର ଆଗରେ ନୋଟିସ ଝୁଲାଇ ଫେରିଯାଇଛି। ମେ’ ୧୮ ସୁଦ୍ଧା ଦିଲ୍ଲୀ ପୋଲିସ ନିକଟରେ ହାଜର ହେବାକୁ ନୋଟିସରେ ନିର୍ଦ୍ଦେଶ ଦିଆଯାଇଛି।
ଯୁବତୀଙ୍କ ଅଭିଯୋଗ ମୁତାବକ, ମନ୍ତ୍ରୀଙ୍କ ପୁଅ ତାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଗତବର୍ଷ ଜାନୁୟାରୀ ୮ରୁ ଚଳିତ ବର୍ଷ ଏପ୍ରିଲ ୧୭ ମଧ୍ୟରେ ଅନେକ ଥର ବଳାତ୍କାର କରିଛନ୍ତି। ଅଭିଯୋଗକୁ ଭିତ୍ତିକରି ଦିଲ୍ଲୀ ପୋଲିସ ଏକ ମାମଲା ରୁଜୁ କରିଛି। ଯୁବତୀଙ୍କ କହିବା ଅନୁଯାୟୀ ଫେସ୍‌ବୁକ୍‌ରୁ ରୋହିତ ଜୋଷୀଙ୍କ ସହ ତାଙ୍କ ସମ୍ପର୍କ ଗଢ଼ି ଉଠିଥିଲା। ରୋହିତ ତାଙ୍କୁ ଅପହରଣ କରିବା ସହ ବ୍ଲାକ୍‌ମେଲ୍‌ କରିଥିବା ମଧ୍ୟ ଯୁବତୀ ଅଭିଯୋଗ ପତ୍ରରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

ଆଜି ରାତି ୯:୩୮ ରେ ଚନ୍ଦ୍ର ନିଜର ସ୍ଥାନ ପରିବର୍ତ୍ତନ କରିବେ! ଗୋଟିଏ ରାଶିର ଫିଟିଯିବ ଭାଗ୍ୟ…

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି । ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ…

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ।…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri