Posted inଜାତୀୟ

ରାଜସ୍ଥାନ ରାଜନୈତିକ ସଙ୍କଟ: ୧୯ ଅକ୍ଟୋବର ପରେ ହେବ ନୂଆ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଜୟପୁର,୨୬ ।୯: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ସୃଷ୍ଟି ହୋଇଥିବା ରାଜନୈତିକ ସଙ୍କଟ ଚରମ ସ୍ଥିତିରେ ପହଞ୍ଚିଛି । ରାଜ୍ୟରେ ଅଶୋକ ଗେହଲୋଟ ଓ ସଚ୍ଚିନ ପାଇଲଟଙ୍କ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ଉପୁଜିଛି । ଇତି ମଧ୍ୟରେ କଂଗ୍ରେସ ବିଧାୟକ ଦଳ ବୈଠକରେ ରାଜସ୍ଥାନର ନୂଆ ମୁଖ୍ୟମନ୍ତ୍ରୀ ଘୋଷଣାକୁ ୧୯ ଅକ୍ଟୋବର ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି । ଅନୁମାନ କରାଯାଉଛି କି ରାଜସ୍ଥାନ ନୂଆ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଫଳାଫଳ ଆସିବା ପରେ ହେବ । ମିଳିଥିବା ସୂଚନା ଅନୁଯାୟୀ, ରାଜସ୍ଥାନର ସମସ୍ତ ବିଧାୟକ ୧୯ ଅକ୍ଟୋବରରେ ରାଜଧାନୀ ଦିଲ୍ଲୀ ଯିବେ ଓ ସୋନିଆ ଗାନ୍ଧୀଙ୍କୁ ଭେଟି ସେମାନଙ୍କ ପକ୍ଷ ରଖିବେ । ଏହାପରେ ହିଁ ମୁଖ୍ୟମନ୍ତ୍ରୀ ପଦର ନାମ ଘୋଷଣା କରାଯିବ ।
ସୂଚନାଯୋଗ୍ୟ, ରବିବାର ରାଜସ୍ଥାନରେ ହେବାକୁ ଥିବା ବିଧାୟକ ଦଳର ବୈଠକରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ ସ୍ଥିର କରାଯାଇଥାଆନ୍ତା । ହେଲେ ଏହା ପୂର୍ବରୁ କଂଗ୍ରେସର ୯୨ ବିଧାୟକ ଇସ୍ତଫା ଦେଇଦେଲେ । ଏହାପରେ ରାଜସ୍ଥାନ ରାଜନୀତିରେ ଉପୁଜିଲା ସଙ୍କଟ । ଏହାର ସମାଧାନ ପାଇଁ ଦଳ ମୁଖିଆ ମହାସଚିବ କେସି ଭେଣୁଗୋପଳଙ୍କୁ ଏହାର ଦାୟିତ୍ୱ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରୁଥିଲେ ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା: ଆଖିବୁଜିଦେଲେ ଯୁବ ବିଜେଡିର ସୁସଙ୍ଗଠକ, ୩ ଗୁରୁତର 

ଦିଗପହଣ୍ଡି,୨୭।୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡାହାଡ ଡ୍ୟାମ ରାସ୍ତାର ବିଦେଶୀ ମଦ ଦୋକାନ ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ଏକ ଦୁର୍ଘଟଣା ଘଟିଛି। ବୁଲେଟ୍‌ ଓ ସ୍କୁଟି ମଧ୍ୟରେ…

ସେମିଫାଇନାଲରେ କେଉଁ ଦଳ ସହିତ ମୁକାବିଲା କରିବ ଭାରତ? ସମ୍ପୂର୍ଣ୍ଣ ସମୀକରଣ ଜାଣନ୍ତୁ…

ନୂଆଦିଲ୍ଲୀ,୨୭।୨: ଭାରତୀୟ ଦଳ ମାର୍ଚ୍ଚ ୧ ତାରିଖରେ ଜିମ୍ବାୱେ ବିପକ୍ଷରେ ଟି-୨୦ ବିଶ୍ୱକପ ୨୦୨୬ ସୁପର ୮ରେ ତାର ଶେଷ ମ୍ୟାଚ ଖେଳିବ। ଯଦି ଭାରତୀୟ ଦଳ…

The Kerala Story 2 Release: ଫିଲ୍ମ ଉପରେ ଥିବା ସ୍ଥଗିତାଦେଶ ଉଠାଇଲେ କେରଳ ହାଇକୋର୍ଟର ଡିଭିଜନ ବେଞ୍ଚ

ମୁମ୍ବାଇ,୨୭।୨: ଶୁକ୍ରବାର କେରଳ ହାଇକୋର୍ଟ ‘ଦି କେରଳ ଷ୍ଟୋରି 2’ ଚଳଚ୍ଚିତ୍ରର ନିର୍ମାତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କିଛି ଦିନ ପୂର୍ବରୁ କେରଳ ହାଇକୋର୍ଟର ଏକକ ବିଚାରପତି…

ଏହି ୩ ରାଶିଙ୍କ ପାଇଁ ମାର୍ଚ୍ଚ ମାସ ଅତ୍ୟନ୍ତ ଭାଗ୍ୟଶାଳୀ, ଖୋଲିଯବ ଉନ୍ନତିର ରାସ୍ତା

ବର୍ଷର ଦ୍ୱିତୀୟ ମାସ ଫେବୃଆରୀ ଶେଷ ହେବ। ବର୍ଷର ତୃତୀୟ ମାସ ଅର୍ଥାତ୍‌ ମାର୍ଚ୍ଚର ଆଗମନ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାର୍ଚ୍ଚ ମାସ ବହୁତ ସ୍ବତନ୍ତ୍ର ହେବାକୁ…

ଭାଜପା ଇଚ୍ଛାଧାରୀ ନାଗ, ମୋଦିଙ୍କୁ ନେଇ କ’ଣ କହିଲେ ପବନ ଖେରା ଜାଣନ୍ତୁ

ନୂଆଦିଲ୍ଲୀ,୨୭।୨: ଶୁକ୍ରବାର (୨୭ ଫେବୃଆରୀ) ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀ ଅବକାରୀ ନୀତି ସହିତ ଜଡିତ ଏକ CBI ମାମଲାରେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ…

୧ ମାର୍ଚ୍ଚରୁ ବନ୍ଦ ହୋଇଯିବ ଏମାନଙ୍କର ହ୍ବାଟ୍ସଆପ! ଲକ୍ଷ ଲକ୍ଷ ବ୍ୟବହାରକାରୀଙ୍କୁ ପ୍ରଭାବିତ କରିବ ନୂଆ ନିୟମ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୨୭।୨: SIM-Binding ନିୟମ ସମ୍ପର୍କରେ ଚିତ୍ର ଏବେ ସ୍ପଷ୍ଟ ହେବାରେ ଲାଗିଛି। ରିପୋର୍ଟ ଅନୁଯାୟୀ, କେନ୍ଦ୍ର ସରକାର ସ୍ପଷ୍ଟ ଭାବରେ ସୂଚିତ କରିଛନ୍ତି ଯେ ମେସେଜିଂ ଆପ…

ବାପାଙ୍କ ମୃତ୍ୟୁ ପରେ ରିଙ୍କୁ ସିଂ ପରବର୍ତ୍ତୀ ମ୍ୟାଚ ଖେଳିବେ ନା ନାହିଁ? BCCI ଦେଲା ବଡ଼ ସୂଚନା

ନୂଆଦିଲ୍ଲୀ,୨୭।୨: ଟିମ ଇଣ୍ଡିଆର ଷ୍ଟାର ଖେଳାଳି ରିଙ୍କୁ ସିଂଙ୍କ ପିତା ଖାନଚାନ୍ଦ ସିଂଙ୍କ ପରଲୋକ ହୋଇଯାଇଛି। ସେ ଦୀର୍ଘ ଦିନ ଧରି କର୍କଟ ରୋଗରେ ପୀଡିତ ଥିଲେ।…

ଆକ୍ସନରେ ପ୍ରଶାସନ: ଇଟା ଭାଟିରେ ଚଢ଼ିଲା ବୁଲ୍‌ଡୋଜର

ଆସିକା,୨୭।୨: ଗଞ୍ଜାମ ଜିଲା ଋଷିପୁର ନିକଟରେ ଥିବା ବେଆଇନ ଇଟା ଭାଟିରେ ଶୁକ୍ରବାର ବୁଲ୍‌ଡୋଜର ଚଢିଛି। ତହସିଲଦାରଙ୍କ ସହ ସ୍ଥାନୀୟ ପୋଲିସ ଉପସ୍ଥିତରେ କଟାଯାଇଥିବା ହଜାର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri