Posted inଜାତୀୟ

ରାଗିଛନ୍ତି ପାଇଲଟ୍‌: ମନାଇବା ପାଇଁ ଫୋନ୍‌ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୧।୬: ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସଚିନ ପାଇଲଟ ଗତ କିଛି ଦିନ ହେବା ଦଳୀୟ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଦଳର କିଛି ବିଧାୟକଙ୍କ ସହ ଏକ ବୈଠକ କରି ରାଜ୍ୟରେ ରାଜନୈତିକ କାର୍ଯ୍ୟକଳାପକୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ନିକଟରେ କଂଗ୍ରେସର ବରିଷ୍ଠ ନେତା ଜିତିନ ପ୍ରସାଦ ଭାଜପାରେ ଯୋଗ ଦେଇଥିଲେ। ଏହା ପରେ କଳ୍ପନାଜଳ୍ପନା ତୀବ୍ର ହେଲା ଯେ ସଚିନ ପାଇଲଟ ମଧ୍ୟ କଂଗ୍ରେସକୁ ଛାଡି ପାରନ୍ତି। କୁହାଯାଉଛି ଯେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ସମନ୍ବୟ କମିଟିର ରିପୋର୍ଟକୁ ନେଇ ରାଗିଛନ୍ତି। କଂଗ୍ରେସ ହାଇକମାଣ୍ଡ ସଚିନ ପାଇଲଟଙ୍କୁ ମନାଇବା ପାଇଁ ଚେଷ୍ଟା କରୁଛନ୍ତି। ଏହି ପର୍ଯ୍ୟାୟରେ କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଗୁରୁବାର ବିଳମ୍ବିତ ରାତିରେ ତାଙ୍କ ସହ ଫୋନ୍‌ରେ କଥା ହୋଇଥିଲେ। ଏହା ବ୍ୟତୀତ କଂଗ୍ରେସର ବହୁ ବରିଷ୍ଠ ନେତା ମଧ୍ୟ ତାଙ୍କୁ ମନାଇବା ପାଇଁ ଚେଷ୍ଟା କରୁଛନ୍ତି। ସଚିନ ପାଇଲଟ ଶୁକ୍ରବାର ଦିଲ୍ଲୀରେ ପହଞ୍ଚି ପ୍ରିୟଙ୍କା ସହ ଆଲୋଚନା କରିବେ ବୋଲି ଚର୍ଚ୍ଚା ହେଉଛି।
ସୂଚନାଯୋଗ୍ୟ, ପୁନଃନିର୍ମାଣ କମିଟିକୁ ନେଇ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଏବଂ ସଚିନ ପାଇଲଟଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ବିବାଦ ଲାଗି ରହିଥିଲା, କିନ୍ତୁ ଏହା ଧୀରେ ଧୀରେ ସାମ୍ନାକୁ ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ପର୍ଯ୍ୟନ୍ତ ନିସ୍ତାର ନାହିଁ

ମୁମ୍ବାଇ,୨୯।୬: ଲଗାଣ ବର୍ଷାରେ ବେହାଲ୍‌ ହୋଇଥିବା ମାୟାନଗରୀକୁ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ନିସ୍ତାର ନାହିଁ। କାରଣ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ସୋମବାର...

ପୋଲିସକୁ ଦୁର୍ବ୍ୟବହାର କରି ଗିରଫ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ନୂଆଦିଲ୍ଲୀ,୨୬।୧୧: ଦୁର୍ବ୍ୟବହାର ଏବଂ ଧମକ ଦେବା ଅଭିଯୋଗରେ କଂଗ୍ରେସର ପୂର୍ବତନ ବିଧାୟକ ଆସିଫ ମହମ୍ମଦ ଖାନଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଛି। ବିଧାୟକ ଆସିଫ ମହମ୍ମଦ...

ପିଏଫ୍‌ଆଇର ମିଶନ ୨୦୪୭ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌…

ପାଟନା,୧୪।୭ : ବିହାରର ରାଜଧାନୀ ପାଟନାରେ ପିଏଫଆଇ ନାମରେ ଏକ ବଡ ଆତଙ୍କବାଦୀ ତାଲିମ କେନ୍ଦ୍ରର ପଦର୍ଦ୍ଦାଫାଶ ହୋଇଛି। ଚଢ଼ାଉ ସମୟରେ ଦୁଇ ଆତଙ୍କବାଦୀଙ୍କୁ ପୋଲିସ...

ନିଯୁକ୍ତି ପାଇଁ ଅଧିକ ଯୋଗ୍ୟତା ଗ୍ରହଣୀୟ ନୁହେଁ

ନୂଆଦିଲ୍ଲୀ, ୪।୧୧: ନିଯୁକ୍ତି କ୍ଷେତ୍ରରେ ଅତ୍ୟଧିକ ଯୋଗ୍ୟତା ଗ୍ରହଣୀୟ ନୁହେଁ। ଅତ୍ୟଧିକ ଯୋଗ୍ୟତାସମ୍ପନ୍ନ ଜଣେ ବ୍ୟାଙ୍କ ପିଅନଙ୍କୁ ବରଖାସ୍ତ କରାଯାଇଥିଲା। ଓଡ଼ିଶା ହାଇକୋର୍ଟ ତାଙ୍କ ନିଯୁକ୍ତିକୁ...

କେଜରିଓ୍ବାଲଙ୍କ ବିପକ୍ଷରେ ନିର୍ବାଚନ ଲଢିବେ ନିର୍ଭୟାଙ୍କ ମା’!

ନୂଆଦିଲ୍ଲୀ,୧୭।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ବିଭିନ୍ନ ଦଳ ସେମାନଙ୍କ ପ୍ରାର୍ଥୀ ତାଲିକା ପ୍ରସ୍ତୁତ କରି ଚାଲିଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା...

ବିଶ୍ୱସ୍ବାସ୍ଥ୍ୟ ସଂଗଠନ ଦ୍ୱାରା ସତର୍କ ସୂଚନା ଜାରି ହୋଇଥିବା କଫ୍‌ ସିରପର ଯାଞ୍ଚ୍‌ କରୁଛନ୍ତି ଭାରତ ସରକାର…

ନୂଆଦିଲ୍ଲୀ,୯।୧୦ : ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଚାରିଟି ଭାରତୀୟ ନିର୍ମିତ କଫ୍‌ ସିରପ ବିଷୟରେ ଭାରତ ସରକାରଙ୍କୁ ଚେତାବନୀ ଦେଇଛି। ଏହା ପରେ ଏହାକୁ ତିଆରି...

ପୁଣି ବଢିଲା ଘରୋଇ ରୋଷେଇ ଗ୍ୟାସ ସିଲିଣ୍ଡର ଦାମ

ନୂଆଦିଲ୍ଲୀ,୬ ।୭: ରୋଷେଇ ଘରେ ପୁଣି ମହଙ୍ଗା ମାଡ । ସାଧାରଣ ଜନତାଙ୍କୁ ପୁଣି ଲାଗିଲା ଝଟକା । ବୁଧବାର ଅର୍ଥାତ୍ ଜୁଲାଇ ୬ରୁ ବୃଦ୍ଧି...

କାର୍‌ ଅଟକାଇ ନେଇଥିଲେ ୧.୨ କୋଟି : ପଡ଼ିଲେ ଧରା

ଗ୍ବାଲିଅର,୨୨।୧୧: ମଧ୍ୟପ୍ରଦେଶ ଗ୍ବାଲିଅରରେ ଦୁଇଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ୧.୨ କୋଟି ଟଙ୍କା ଲୁଟିନେଇଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି କରି ପୋଲିସ ସିସିଟିଭି ଫୁଟେଜ୍‌...

Advertisement
Archives

Model This Week