Posted inଖେଳ

ରାଜସ୍ଥାନ ରୟାଲ୍ସକୁ ଲାଗିଲା ବଡ଼ ଝଟ୍‌କା: ଟୁର୍ନାମେଣ୍ଟରୁ ବାଦ୍‌ ପଡିଲେ ଏହି ଷ୍ଟାର ଖେଳାଳି

ଚେନ୍ନାଇ,୧୪।୪: ଟୁର୍ଣ୍ଣାମେଣ୍ଟର ପ୍ରାରମ୍ଭିକ ପର୍ଯ୍ୟାୟରେ ରାଜସ୍ଥାନ ରୟାଲ୍ସ ଏକ ବଡ଼ ଝଟ୍‌କା ଲାଗିଛି। ଦଳର ଷ୍ଟାର ଅଲରାଉଣ୍ଡର ବେନ ଷ୍ଟୋକ୍ସ ଆହାତ ଚଳିତ ସିଜିନରୁ ବାଦ ପଡିଛନ୍ତି। କିଙ୍ଗ୍ସ ଏକାଦଶ ପଞ୍ଜାବ ବିପକ୍ଷ ମ୍ୟାଚରେ ଆଙ୍ଗୁଠି ଭାଙ୍ଗି ଥିବାରୁ ତାଙ୍କୁ ଆଇପିଏଲର ୧୪ ତମ ସିଜିନରୁ ବାଦ ଦିଆଯାଇଛି। ସମ୍ପ୍ରତି ଷ୍ଟୋକ୍ସ ଭାରତରେ ରହିବେ ଏବଂ ଇଂଲଣ୍ଡ ମେଡିକାଲ ଦଳ ଏହାର ତଦାରଖ କରିବେ। ପଞ୍ଜାବ ବିପକ୍ଷ ମ୍ୟାଚରେ କ୍ରିସ ଗେଲଙ୍କ କ୍ୟାଚ୍‌ ଧରିବାକୁ ଉଦ୍ୟମ କରି ଷ୍ଟୋକ୍ସ ଆହତ ହୋଇଥିଲେ। କିଛି ସମୟ ପରେ ସେ ଯନ୍ତ୍ରଣାରେ ଛଟପଟ ହେଉଥିବା ଦେଖାଯାଇଥିଲା। ଆହତ ପରେ ସେ ମ୍ୟାଚ୍‌ରେ ଗୋଟିଏ ଓଭରରୁ ଅଧିକ ବୋଲିଂ ଏବଂ ବ୍ୟାଟିଂ ମଧ୍ୟ କରି ନ ଥିଲେ। ଏହି ମ୍ୟାଚ୍‌ରେ ତାଙ୍କ ଦଳ ରାଜସ୍ଥାନ ରୟାଲ୍ସ ୪ ରନ୍‌ରେ ହାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପିଟରସନ୍‌ଙ୍କ ଆଶ୍ଚର୍ଯ୍ୟ କଲା ଭଳି ଭବିଷ୍ୟବାଣୀ, ୨୦୨୬ ସୁଦ୍ଧା ଶେଷ ହୋଇଯିବ…

ଲଣ୍ଡନ,୫।୯: ଟି -୨୦ କ୍ରିକେଟ୍‌ ଆସିବା ପରେ ଟେଷ୍ଟ କ୍ରିକେଟର ଧୀରେ ରୋମାଞ୍ଚ କମିବାରେ ଲାଗିଛି। ବହୁ ପୂର୍ବତନ ଭେଟେରାନ ମଧ୍ୟ ଏଥିରେ ସହମତ ଅଛନ୍ତି।...

ଜରିନ୍‌ଙ୍କ ସହ ଲଢ଼ିବାକୁ ଭୟ କରୁନାହିଁ: ମେରୀକମ୍‌

ନୂଆଦିଲ୍ଲୀ,୧୯।୧୦(ପି.ଟି.): ନିଖାତ ଜରିନ୍‌ଙ୍କ ସହ ଲଢ଼ିବାକୁ ଆଦୌ ଭୟ କରୁନାହିଁ ବୋଲି ଅଭିଜ୍ଞ ମହିଳା ବକ୍ସର ମେରୀକମ କହିଛନ୍ତି। ଆଗାମୀ ଅଲିମ୍ପିକ କ୍ୱାଲିଫାୟର୍ସ ଟ୍ରାଏଲ୍ସ ତାଙ୍କୁ...

ଆଇପିଏଲ୍‌ ହିଁ ଯଥେଷ୍ଟ; ଅନ୍ତରାଷ୍ଟ୍ରୀୟ କ୍ରିକେଟକୁ ଗମ୍ଭୀରତାର ସହ ନେଉନାହିଁ ଭାରତୀୟ ଟିମ୍‌

ନୂଆଦିଲ୍ଲୀ,୫।୧୧: ୟୁଏଇ ଏବଂ ଓମାନରେ ଚାଲିଥିବା ଆଇସିସି ଟି-୨୦ ବିଶ୍ୱକପ୍‌ର ପ୍ରାରମ୍ଭିକ ମୁକାବିଲାରେ ଖରାପ ପ୍ରଦର୍ଶନ କରିଥିଲା ଭାରତ। ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ବିପକ୍ଷ ଦୁଇ...

ରାଫାଲ ଭାରତରେ ପହଞ୍ଚିବା ପରେ ପଡ଼ୋଶୀ ଦେଶରେ ଆସିଲା ୮.୫ ତୀବ୍ରତାର ଭୂକମ୍ପ

ନୂଆଦିଲ୍ଲୀ,୨୯।୭: ଫ୍ରାନ୍ସରୁ ପ୍ରଥମ ପର୍ଯ୍ୟାୟରେ ୫ଟି ରାଫାଲ ବିମାନ ବୁଧବାର ଭାରତରେ ପହଞ୍ଚିଛି। ପ୍ରାୟ ୭ ହଜାର କିମି ପାର୍‌ହୋଇ ଅମ୍ବାଲା ବାୟୁସେନା ଘାଟିରେ ଏହି...

ଭାରତୀୟ ଖେଳାଳିଙ୍କୁ ୩ ଦିନ ପରସ୍ପର ସହ ମିଶିବା ମନା

ସାଉଥାମ୍ପଟନ, ୫।୬(ପି.ଟି.)- ସମ୍ପ୍ରତି ୟୁନାଇଟେଡ କିଙ୍ଗ୍‌ଡମ୍‌ ଟୁର୍‌ରେ ଥିବା ଭାରତୀୟ କ୍ରିକେଟ ଦଳର ୩ ଦିନିଆ କଠିନ କ୍ୱାରାଣ୍ଟାଇନ୍‌ ଆରମ୍ଭ ହୋଇଛି। ଏହି ସମୟ ମଧ୍ୟରେ...

ଆଉ ଶ୍ରୀଲଙ୍କା ପାଇଁ ଖେଳିବେ ନାହିଁ ଏହି ୨୯ ବର୍ଷୀୟ କ୍ରିକେଟର: ନେଲେ ଏଭଳି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୧: କ୍ରିକେଟର ଶେହାନ ଜୟସୂର୍ଯ୍ୟା ଶ୍ରୀଲଙ୍କା କ୍ରିକେଟ ଟିମ୍‌ ପକ୍ଷରୁ ଆଉ କ୍ରିକେଟ ଖେଳିବେ ନାହିଁ। ୨୯ ବର୍ଷୀୟ ଏହି ବ୍ୟାଟ୍ସମ୍ୟାନ୍‌ ଆମେରିକାରେ ରହିବାର ନିଷ୍ପତ୍ତି...

ଆଇପିଏଲ୍‌ ଖେଳିବା ଲାଗି ଅନ୍ତିମ ଦଳ ଭାବେ ଦୁବାଇରେ ପହଞ୍ଚିଲା ଏହି ଫ୍ରାଞ୍ଚାଇଜ୍‌

ଦୁବାଇ, ୨୪।୮: କରୋନା ମହାମାରୀ ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆରମ୍ଭ ହେବାକୁ ଯାଉଛି। ଚଳିତ...

ଧୋନୀ ଦଳରେ ଥିଲେ ହେବ ୫ ଫାଇଦା

ନୂଆଦିଲ୍ଲୀ,୯।୯: ଅକ୍ଟୋବର ୧୭ରୁ ଟି -୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ୧୫ ଜଣିଆ ଦଳ ଘୋଷଣା ହୋଇଛି। ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତୀୟ ଚୟନକର୍ତ୍ତାମାନେ...

Advertisement
Ten Cric Info


Archives

Model This Week