ଖେଳାଳିଙ୍କ ପରେ ସାହାଯ୍ୟ ପାଇଁ ଆଗେଇ ଆସିଲା ଆଇପିଏଲ ଫ୍ରାଞ୍ଚାଇଜ

ନୂଆଦିଲ୍ଲୀ,୨୯।୪ : କୋଭିଡ୍‌-୧୯ ସୁନାମିରେ ସଂଘର୍ଷ କରୁଥିବା ଭାରତକୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଛି ଆଇପିଏଲ ଫ୍ରାଞ୍ଚାଇଜ ରାଜସ୍ଥାନ ରୟାଲ୍ସ। ପ୍ରଥମ ସଂସ୍କରଣର ଚାମ୍ପିୟନ ଦଳ ଗୁରୁବାର ଏହାର ଫାଉଣ୍ଡେଶନ ଜରିଆରେ ୭.୫ କୋଟି ଟଙ୍କା କୋଭିଡ୍‌ ପ୍ରଭାବିତଙ୍କ ପାଇଁ ଦାନ କରିଛି।

ଦେଶରେ ଏବେ ଗତ କିଛି ଦିନ ହେଲା ଦୈନିକ ୩ ଲକ୍ଷ୍ୟରୁ ଊର୍ଦ୍ଧ୍ୱ ନୂଆ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୮୩,୭୬,୫୨୪ରେ ପହଞ୍ଚିଛି।

ରାଜସ୍ଥାନ ରୟାଲ୍ସ ଖୁସିର ସହିତ ଘୋଷଣା କରୁଛି ଯେ, କୋଭିଡ୍‌-୧୯ର ଦ୍ୱିତୀୟ ଲହରରେ ପ୍ରଭାବିତ ଲୋକଙ୍କ ସହାୟତା ପାଇଁ ୭.୫ କୋଟି ଟଙ୍କା ଦାନ କରୁଛି। ଦଳର ଖେଳାଳିଙ୍କ ସହ ମାଲିକ ଓ ଟିମ୍‌ ମ୍ୟାନେଜମେଣ୍ଟ ସଦସ୍ୟମାନେ ଫ୍ରାଞ୍ଚାଇଜର ରାୟାଲ ରାଜସ୍ଥାନ ଫାଉଣ୍ଡେଶନ (ଆର୍‌ଆର୍‌ଏଫ୍‌) ଜରିଆରେ ପାଣ୍ଠି ସଂଗ୍ରହ କରିଥିଲେ ବୋଲି ଫ୍ରାଞ୍ଚାଇଜ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ଇଡି ଚଢ଼ାଉକୁ ବିରୋଧ: ଅଧିକାରୀଙ୍କ ଗାଡ଼ି ଉପରକୁ ଆକ୍ରମଣ

ଥିରୁଭାନନ୍ତପୁରମ୍‌,୨୭ା୫: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ଥିରୁଭାନନ୍ତନପୁରମ୍‌ସ୍ଥିତ ବାସଭବନ ବାହାରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) (ସିପିଆଇଏମ) କର୍ମୀମାନେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀଙ୍କ ଗାଡ଼ି…

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ରାସନକୁ ନେଇ ଆସିଲା ନୂଆ ନିୟମ; ୮୦ କୋଟି ଲୋକଙ୍କ ଉପରେ ପଡ଼ିବ ସିଧା ପ୍ରଭାବ!

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି କ୍ୟାବିନେଟ ନିଷ୍ପତ୍ତି ରାସନ ପାଉଥିବା 800 ନିୟୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri