Posted inଖେଳ

ଆଇପିଏଲରୁ ବାଦ୍‌ ପଡ଼ିଲେ ଷ୍ଟାର ଖେଳାଳି

ନୂଆଦିଲ୍ଲୀ,୨୧।୮: ଚଳିତ ଆଇପିଏଲ ସିଜନର ଅବଶିଷ୍ଟାଂଶ ମ୍ୟାଚ୍‌ରେ ଇଂଲଣ୍ଡ ଉଇକେଟ କିପର ବ୍ୟାଟ୍ସମ୍ୟାନ ଜୋସ ବଟଲର ଖେଳିବେ ନାହିଁ। ଏଥି ଲାଗି ରାଜସ୍ଥାନ ରୟାଲ୍ସ (ଆରଆର) ଫ୍ରାଞ୍ଚାଇଜ ପକ୍ଷରୁ ଶନିବାର ଘୋଷଣା କରାଯାଇଛି। ରାଜସ୍ଥାନ ଟିମ୍‌ ପାଇଁ ସବୁଠୁ ଗୁରୁତ୍ୱପୂର୍ଣ୍ଣ ଖେଳାଳି କୁହାଯାଉଥିବା ବଟଲରଙ୍କ ସ୍ତ୍ରୀ ଦ୍ୱିତୀୟ ସନ୍ତାନ ଜନ୍ମ ଦେବାକୁ ଯାଉଛନ୍ତି।

”ବଟଲର ଆଇପିଏଲର ବଳକା ମ୍ୟାଚ୍‌ରେ ଖେଳିବେ ନାହିଁ। ତାଙ୍କ ପତ୍ନୀ ଲୌସେ ଦ୍ୱିତୀୟ ଥର ମା’ ହେବାକୁ ଯାଉଛନ୍ତି। ସେମାନଙ୍କୁ ଆମେ ଶୁଭେଚ୍ଛା ଜାଣାଉଛୁ। ରୟାଲ ପରିବାର ତା’ର ନୂଆ ସଦସ୍ୟ ପାଇଁ ଅପେକ୍ଷା କରିପାରୁ ନାହୁଁ’ ବୋଲି ରାଜସ୍ଥାନ ଫ୍ରାଞ୍ଚାଇଜ ପକ୍ଷରୁ ଟୁଇଟ୍‌ କରାଯାଇଛି। ସଞ୍ଜୁ ସାମସନଙ୍କ ନେତୃତ୍ୱାଧୀନ ଦଳ ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ଥିଲେ ବଟଲର। ପଏଣ୍ଟ ତାଲିକାରେ ୫ମ ସ୍ଥାନରେ ଥିବା ରାଜସ୍ଥାନ ଲାଗି ୭ ମ୍ୟାଚ୍‌ରେ ଇଂଲିଶ ବ୍ୟାଟ୍ସମ୍ୟାନ ଏକ ଶତକ ସହ ୨୫୪ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

ଧରିତ୍ରୀରେ ଖବର ପ୍ରକାଶ ପରେ ଅସହାୟ ପରିବାରକୁ ଭେଟିଲେ ନୀଳମାଧବ ସିଂ ଦେଓ: ପ୍ରଦାନ କଲେ ସହାୟତା….

ରିଷିଡା, ୨୩।୬ (ସୁଶାନ୍ତ ମଲ୍ଲିକ): କିଛି ଦିନ ତଳେ ଧରିତ୍ରୀ ଖବରକାଗଜରେ ଏକ ଅସହାୟ ପରିବାରର ଦୁଃଖଦ ଅବସ୍ଥା ସମ୍ପର୍କରେ ଖବର ପ୍ରକାଶିତ ହୋଇଥିଲା। କଳାହାଣ୍ଡି ଜିଲା …

TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା…

IPL ଇତିହାସର ସବୁଠାରୁ ବଡ଼ ଡିଲ୍‌: LSGରୁ ଅଲଗା ହେଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୨୩।୬: ରିଷଭ ପନ୍ତ ଲକ୍ଷ୍ନୌ ସୁପର ଜାଏଣ୍ଟସରୁ ଅଲଗା ହୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିଛନ୍ତି। ପନ୍ତଙ୍କ ନିଜ ପୂର୍ବ ଦଳକୁ ଫେରିବା ଏକ ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ…

ପୁରୀ ଅଠରନଳା ଉପରେ ଚୁଲି ଜାଳି କଲେ ମାଂସ ଭୋଜି, ଭିଡିଓ ଭାଇରାଲ…

ପୁରୀ,୨୩।୬: ପୁରୀର ଐତିହାସିକ ସ୍ଥଳ ଅଠରନଳାରୁ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। କିଛି ବାହାର ରାଜ୍ୟର ମିସ୍ତ୍ରୀ ଅଠରନଳା ଉପରେ ଚୁଲି ଜାଳି ମାଂସ ରାନ୍ଧି…

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ,…

ମହାପ୍ରଭୁଙ୍କ ଦର୍ଶନ ଲାଗି ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା, କେମିତି ଯିବେ ଜାଣନ୍ତୁ…

ପୁରୀ,୨୩।୬: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ମଙ୍ଗଳବାର ଦ୍ୱିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମନ୍ତ୍ରୀ ପୁରୀବାସୀଙ୍କ…

ଉଦ୍ୟାନ ପରିସର ସଫା କଲେ ବିଧାୟକ: କହିଲେ, ସ୍ବଚ୍ଛତା ଅଭିଯାନ ନୁହେଁ, ଏକ ସାମାଜିକ ଦାୟିତ୍ୱ

ଛତ୍ରପୁର,୨୩।୬(ଦିଲ୍ଲୀପ ସାମଲ): ‘ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ’ ଅଭିଯାନ ଅନ୍ତର୍ଗତ ଆଜି ଛତ୍ରପୁର ପୌରପରିଷଦର ଏକାମ୍ର ନଗରସ୍ଥିତ ଶିଶୁ ଉଦ୍ୟାନରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri