Posted inଖେଳ

ଟସ୍‌ ଜିତି ବ୍ୟାଟିଂ କରିବ ରାଜସ୍ଥାନ

ଜୟପୁର,୨୭।୪: ଜୟପୁରର ସାଓ୍ବାଇ ମାନ୍‌ସିଂ ଷ୍ଟାଡିୟମରେ ଗୁରୁବାର ଖେଳାଯାଉଥିବା ଆଇପିଏଲ୍‌ର ୩୭ତମ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମ୍‌ସନ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ ଚେନ୍ନାଇ ସୁପର କିଙ୍ଗ୍ସ ବୋଲିଂ କରିବ।

ଅନ୍ୟପକ୍ଷେ ରାଜସ୍ଥାନ ତାହାର ଦଳରେ ଏକ ପରିବର୍ତ୍ତନ କରିଛି। ଟ୍ରେଣ୍ଟ ବୋଲ୍ଟଙ୍କ ସ୍ଥାନରେ ଆଡାମ୍‌ ଜାମ୍ପାଙ୍କୁ ସାମିଲ କରିଛି। ସେହିପରି ଲଗାତର ଦୁଇଟି ମ୍ୟାଚ୍‌ରେ ରାଜସ୍ଥାନ ପରାଜୟ ସତ୍ତ୍ୱେ ଗୁରୁବାର ଚେନ୍ନାଇ ସୁପର କିଙ୍ଗ୍ସକୁ ହରାଇ ପଏଣ୍ଟ ଟେବୁଲରେ ଆଗକୁ ବଢ଼ିବାକୁ ଚେଷ୍ଟା କରିବ। ହେଲେ ମହେନ୍ଦ୍ର ସିଂ ଧୋନିଙ୍କ ନେତୃତ୍ୱରେ ଚେନ୍ନାଇ ସୁପର କିଙ୍ଗ୍ସ ଲଗାତର ୩ଟି ମ୍ୟାଚ୍‌ରେ ବିଜୟ ହାସଲ କରିଛି। ପୁଣି ଏକ ବିଜୟ ସହ ଦଳ ପ୍ଲେ ଅଫ୍‌ ଆଶା ଉଜ୍ଜୀବିତ କରିବ।

ରାଜସ୍ଥାନ ଦଳ: ଯଶସ୍ବୀ ଜୟସ୍ବାଲ, ଯୋଶ୍‌ ବଟ୍‌ଲର, ଦେବଦତ୍ତ ପାଦିକଲ, ସଞ୍ଜୁ ସାମ୍‌ସନ (ଅଧିନାୟକ), ସିମ୍‌ରନ୍‌ ହେଟ୍‌ମେୟର, ଧ୍ରୁବ ଜୁରେଲ, ରବିଚନ୍ଦ୍ରନ ଅଶ୍ୱିନ, ଜାସନ ହୋଲ୍ଡର, ଆଡାମ ଜାମ୍ପା, ସନ୍ଦୀପ ଶର୍ମା, ୟୁଜ୍‌ବେନ୍ଦ୍ର ଚହଲ।

ଚେନ୍ନାଇ ଦଳ: ଋତୁରାଜ ଗାଏକ୍ୱାଡ, ଡେଭନ କନ୍‌ୱେ, ଅଜିଙ୍କ୍ୟ ରାହାନେ, ମୋଇନ୍‌ ଅଲ୍ଲୀ, ଶିବମ୍‌ ଦୁବେ, ରବୀନ୍ଦ୍ର ଜାଡେଜା, ଏମ୍‌.ଏସ୍‌. ଧୋନି(ଅଧିନାୟକ), ମାଥେଶା ପାଥିରାନା, ତୁଷାର ଦେଶ୍‌ପାଣ୍ଡେ, ମହେଶ ତକ୍ସାନା, ଆକାଶ ସିଂ।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri