Posted inଖେଳ

ପ୍ରଥମେ ବ୍ୟାଟିଂ କରିବ ଚେନ୍ନାଇ

ମୁମ୍ବାଇ,୧୯।୪ : ଓ୍ବାଙ୍ଖଡେ ଷ୍ଟାଡିୟମରେ ସୋମବାର ଖେଳାଯିବାକୁ ଥିବା ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିବ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)। ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମସନ ଟସ୍‌ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଠାରେ କାକର ପଡ଼ିବାର ସମ୍ଭାବନା ଅଛି। ଆଉ ଏହି ପିଚ୍‌ରେ ଟାର୍ଗେଟର ପିଛା କରିବା ସହଜ। ଏହାକୁ ଦୃଷ୍ଟିରେ ରଖି ବୋଲିଂ ନିଷ୍ପତ୍ତି ନେଇଛନ୍ତି ସାମସନ। ଦୁଇ ଦଳରେ କୌଣସି ପରିବର୍ତ୍ତନ ହୋଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫୁଟ୍‌ବଲରୁ ରୋବେନଙ୍କ ଅବସର

ଦି ହେଗ୍‌ (ନେଦରଲାଣ୍ଡ୍ସ), ୫।୭ (ଏଏଫ୍‌ପି)- ନେଦରଲାଣ୍ଡ୍ସ ଫୁଟ୍‌ବଲ ଷ୍ଟାର୍‌ ଆର୍ଜେନ ରୋବେନ ଗୁରୁବାର ସମସ୍ତ ପ୍ରକାର ଫୁଟ୍‌ବଲରୁ ଅବସର ଘୋଷଣା କରିଛନ୍ତି। ଏଥିପୂର୍ବରୁ ୨୦୧୮...

ରାୟୁଡୁ, କେଦାର, ମୁରଲୀଙ୍କୁ ଛାଡ଼ିପାରେ ସିଏସ୍‌କେ

ନୂଆଦିଲ୍ଲୀ,୧୩।୧୧- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ଅନ୍ୟତମ ସଫଳ ଫ୍ରାଞ୍ଚାଇଜ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଅମ୍ବାତି ରାୟୁଡୁ, କେଦାର ଯାଦବ ଓ ମୁରଲୀ ବିଜୟଙ୍କୁ...

ବାରବାଟୀରେ ଟି୨୦ ମ୍ୟାଚ୍‌

କଟକ,୨୦।୯: ଐତିହାସିକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ଫେବୃୟାରୀ ୧୫ ତାରିଖରେ ଟିମ୍‌ ଇଣ୍ଡିଆ ଓ ଓ୍ବେଷ୍ଟଇଣ୍ଡିଜ ପରସ୍ପରକୁ ଭେଟିବେ। ଏହା ସ୍ପଷ୍ଟ କରିଛନ୍ତି ଓଡ଼ିଶା କ୍ରିକେଟ...

କ୍ଷମା ମାଗିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଜୋହାନ୍ସବର୍ଗ,୨୪।୮: ଦକ୍ଷିଣ ଆଫ୍ରିକାର ପୂର୍ବତନ ଉଇକେଟ କିପର ତଥା ବର୍ତ୍ତମାନର ମୁଖ୍ୟ କୋଚ ମାର୍କ ବାଉଚର୍‌ କ୍ଷମା ମାଗିଛନ୍ତି। ସେ ଖେଳୁଥିବା ସମୟରେ ଅପମାନଜନକ ଗୀତ...

ଭାରତକୁ ସାହାଯ୍ୟ ପାଇଁ ଆଗେଇ ଆସିଲେ ମହାନ ଖେଳାଳି

ନୂଆଦିଲ୍ଲୀ,୨୭।୪ : ଅଷ୍ଟ୍ରେଲିଆନ ପେସର ପାଟ କୁମିନ୍ସଙ୍କ ପରେ ଭାରତକୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଛନ୍ତି ମହାନ କ୍ରିକେଟର ତଥା କମେଣ୍ଟଟର ବ୍ରେଟ୍‌ ଲି।...

ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ହକି ଭାରତୀୟ ମହିଳା, ପୁରୁଷ ଦଳ ଚାମ୍ପିୟନ

ଟୋକିଓ(ଜାପାନ), ୨୨।୮-  ଏଠାରେ ଅନୁଷ୍ଠିତ ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ହକି ଟୁର୍ନାମେଣ୍ଟରେ ଭାରତର ଉଭୟ ମହିଳା ଓ ପୁରୁଷ ଦଳ ଚାମ୍ପିୟନ ହୋଇଛି। ବୁଧବାର ଅନୁଷ୍ଠିତ...

ଏବେଠାରୁ ବିରାଟଙ୍କୁ ଚେତାବନୀ ଦେଲେଣି ଏହି ସ୍ପିନର; କହିଲେ, ‘ପ୍ଲାନ୍‌ ପ୍ରସ୍ତୁତ, ହାଲ୍‌କାରେ ନେବନି’

ଦୁବାଇ,୨୨।୧୦: ଟି-୨୦ ବିଶ୍ୱକପ୍‌ ୨୦୨୧ରେ ବାଲାଂଦେଶକୁ ହରାଇ ସମସ୍ତଙ୍କୁ ଚମକାଇଛି ସ୍କର୍ଟଲାଣ୍ଡ। କ୍ୱାଲିଫାୟାର ରାଉଣ୍ଡରେ ବିଜୟରେ ହାଟ୍ରିକ୍‌ କରିବା ପରେ ଦଳ ସୁପର-୧୨ରେ ସ୍ଥାନ ପାଇଛି।...

ଇଣ୍ଡିଆନ ସୁପର ଲିଗ୍‌: ମୁମ୍ବାଇ ସିଟି ବିଜୟୀ

ଭାସ୍କୋ,୨୩।୧: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ବାଇ ସିଟି ଏଫ୍‌ସି ୧-୦ ଗୋଲରେ ଇଷ୍ଟ ବେଙ୍ଗଲ୍‌ ଏଫ୍‌ସିକୁ ପରାସ୍ତ କରିଛି। ସ୍ଥାନୀୟ...

Advertisement
Archives

Model This Week