Posted inଖେଳ

ଟସ୍‌ ଜିତି ବୋଲିଂ କରିବ ରାଜସ୍ଥାନ

ମୁମ୍ବାଇ,୧୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଗୁରୁବାର ୨୪ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମସନ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ହାର୍ଦ୍ଦିକ ପାଣ୍ଡ୍ୟା ନେତୃତ୍ୱାଧୀନ ଗୁଜରାଟ ଟାଇଟାନ୍ସ କ୍ୟାପିଟାଲ ବ୍ୟାଟିଂ କରିବ।

ଗୁଜରାଟ ଟାଇଟାନ୍ସ : ମାଥ୍ୟୁ ୱେଡ (ଉଇକେଟ କିପର), ଶୁବମାନ ଗିଲ, ବିଜୟ ଶଙ୍କର, ହାର୍ଦ୍ଦିକ ପାଣ୍ଡ୍ୟା (ଅଧିନାୟକ), ଡେଭିଡ ମିଲର, ଅଭିନାଭ ମନୋହର, ରାହୁଲ ଟିୱାଟିଆ, ରସିଦ ଖାନ୍‌, ଲକି ଫର୍ଗୁସନ, ମହମ୍ମଦ ଶାମି, ୟଶ ଦୟାଲ।

ରାଜସ୍ଥାନ ରୟାଲ୍ସ : ଜୋସ ବଟଲର୍‌, ଦେବଦତ୍ତ ପାଦିକ୍କଲ, ସଞ୍ଜୁ ସାମସନ (ଅଧିନାୟକ), ରସି ଭାନ ଡେର୍‌ ଡୁସେନ, ଶିମ୍ରନ ହେଟର୍ମି, ଜେମ୍ସ ନିଶାମ, ରିୟାନ ପରାଗ, ରବିଚନ୍ଦ୍ରନ ଅଶ୍ୱିନ, କୁଲଦୀପ ସେନ, ପ୍ରସାଦ କୃଷ୍ଣ, ୟୁଜଭେନ୍ଦ୍ର ଚହଲ ।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri