Posted inଖେଳ

ବୋତଲକୁ ପ୍ରପୋଜ କଲେ ଏହି କ୍ରିକେଟର୍‌: ଚୁମ୍ବନ ଦେଇ କହିଲେ..

ଆଇପିଏଲର ୧୪ ତମ ସିଜିନ ସ୍ଥଗିତ ଥିବାରୁ କ୍ରିକେଟରମାନେ ନିଜ ନିଜ ଘରକୁ ଫେରୁଛନ୍ତି। ଅଧିକାଂଶ କ୍ରିକେଟର୍‌ ସେମାନଙ୍କ ଘରେ ମଧ୍ୟ ପହଞ୍ଚିଛନ୍ତି। ଏହି ସମୟରେ ରାଜସ୍ଥାନ ରୟାଲ୍ସ ଦଳ ପକ୍ଷରୁ ଏକ ଭିଡିଓ କ୍ଲିପ ଶେୟାର କରାଯାଇଛି। ଏହି ଭିଡିସ ରାହୁଲ ତେୱତିଆ ଏକ କାଚ ବୋତଲକୁ ପ୍ରପୋଜ୍‌ କରୁଥିବାର ନଜର ଆସିଛନ୍ତି। କେବଳ ଏତିକି ନୁହେଁ, ସେ ବୋତଲକୁ ଚୁମ୍ବନ ଦେଇ କହୁଛନ୍ତି ମୁଁ ତୁମକୁ ଭଲ ପାଏ। ତାଙ୍କର ଏହି ଭିଡିଓ ଏବେ ଭାଇରାଲ ହୋଇଛି।
ରାଜସ୍ଥାନ ରୟାଲ୍ସ ଦଳ ରବିବାର ଏକ ଭିଡିଓ କ୍ଲିପ ଶେୟାର କରିଛନ୍ତି ଯେଉଁଥିରେ ଦଳର ଅନେକ ଖେଳାଳି ନଜର ଆସିଛନ୍ତି। ଏହା କାହାର ଜନ୍ମଦିନ ପାର୍ଟି ପରି ଦେଖାଯାଉଛି। ଭିଡିଓର କ୍ୟାପସନରେ ଲେଖାଯାଇଛି – ରାହୁଲ ତେୱତିଆ ଏବେ ପ୍ରପୋଜ କରୁଛନ୍ତି।
ରାହୁଲ ତେୱତିଆ ଆଇପିଏଲ୍‌ ସ୍ଥଗିତ ହେବା ପର୍ଯ୍ୟନ୍ତ ୭ଟି ମ୍ୟାଚ ଖେଳି ୮୬ ରନ ସ୍କୋର କରିବା ସହିତ ୨ ଉକେଟ ନେଇଥିଲେ। ସେ ୨୦୧୪ ଠାରୁ ଏହି ଟି -୨୦ ଲିଗର ଏକ ଅଂଶ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

ମଥୁରାନଗରୀକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ, ଏହି ସମୟରେ ଦେଖିବେ ଧନୁଯାତ୍ରା ମହୋତ୍ସବ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri