ପ୍ଲେ ଅଫ୍‌ ପାଇଁ ରାଜସ୍ଥାନର ଲଢେଇ

ମୁମ୍ବାଇ,୨୦।୫: ମୁମ୍ବାଇ ସ୍ଥିତ ବ୍ରାବୋର୍ନ ଷ୍ଟାଡିୟମରେ ଶୁକ୍ରବାର ଖେଳା ଯାଉଥିବା ୬୮ତମ ମ୍ୟାଚର ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଚେନ୍ନାଇ ସୁପରକିଙ୍ଗ୍ସ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ରାଜସ୍ଥାନ ରୟାଲ୍ସ ପ୍ରଥମେ ବୋଲିଂ କରି ଚେନ୍ନାଇକୁ ପ୍ରାରମ୍ଭିକ ଝଟ୍‌କା ଦେଇଛି। ୧୦. ୨ ଓଭର ଖେଳ ସୁଦ୍ଧା ଚେନ୍ନାଇ ୯୫ ରନ୍‌ କରି ୪ ଉଇକେଟ ହରାଇଛି। ଚେନ୍ନାଇ ଅପେକ୍ଷା ରାଜସ୍ଥାନ ରୟାଲ୍ସ ପାଇଁ ଏହି ମ୍ୟାଚ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। କାରଣ ମ୍ୟାଚ ଜିତିଲେ ରାଜସ୍ଥାନ ୧୬ ପଏଣ୍ଟ ସହ ପ୍ଲେ ଅଫ୍‌ ଖେଳିବାକୁ ଅଧିକ ନିକଟତର ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ବିଦେଶୀ କ୍ରିକେଟର ଶେୟାର କଲେ ଆଲିଆ ଭଟ୍ଟଙ୍କ ଫଟୋ

ଦକ୍ଷିଣ ଆଫ୍ରିକାର ପୂର୍ବତନ ଖେଳାଳି ହର୍ଶେଲ ଗିବ୍ସ ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଏକ ଆନିମେଟେଡ୍‌ ଫଟୋ ନିଜ ଟୁଇଟରରେ ଶେୟାର କରି ଟ୍ରୋଲ୍‌ ହୋଇଛନ୍ତି।...

ଓ୍ବାଟଲିଂଙ୍କ ଲଢୁଆ ଅର୍ଦ୍ଧଶତକ

ଗାଲେ, ୧୬ା୮ (ଏଏଫ୍‌ପି)- ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ କ୍ରିକେଟରେ ନ୍ୟୁଜିଲାଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ ବି.ଜେ. ଓ୍ବାଟଲିଂଙ୍କ ଲଢୁଆ ଅପରାଜିତ ଅର୍ଦ୍ଧଶତକ ହାସଲ କରିଛନ୍ତି। ଫଳରେ...

ମୁମ୍ବାଇ ୪୦ ରନରେ ବିଜୟୀ

ନୂଆଦିଲ୍ଲୀ,୧୯।୪(ପି.ଟି)- ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୩୪ତମ ମ୍ୟାଚ୍‌ରେ ଘରୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ୪୦ ରନରେ ପରାସ୍ତ...

ସାଧାରଣତନ୍ତ୍ର ଦିବସରେ ଭାରତର ପ୍ରଥମ ବିଜୟ, କୋହଲିଙ୍କ ଯୋଗୁ ମିଳିଥିଲା ଐତିହାସିକ ଉପଲବ୍ଧି

ନୂଆଦିଲ୍ଲୀ,୨୬।୧: ଭାରତ ପାଇଁ ୨୬ ଜାନୁୟାରୀ ଏକ ଐତିହାସିକ ଦିନ। ଏହି ଦିନ ମଇଦାନରେ ମିଳିଥିବା ସଫଳତା ବେଶ ଗୁରୁତ୍ୱ ରଖିଥାଏ। ସେଭଳି ଗୋଟିଏ ହେଉଛି...

ଫିଲିପ ହ୍ୟୁଗ୍ସଙ୍କୁ ଟିମ୍‌ ଅଷ୍ଟ୍ରେଲିଆର ଶ୍ରଦ୍ଧାଞ୍ଜଳି

ମେଲବୋର୍ନ,୨୭।୧୧- ଆଜିର ଦିନରେ ୫ ବର୍ଷ ପୂର୍ବେ କ୍ରିକେଟ ଫିଲ୍ଡରେ ପ୍ରାଣ ହରାଇଥିବା ଅଷ୍ଟ୍ରେଲିଆନ ବ୍ୟାଟ୍ସମ୍ୟାନ ଫିଲିପ ହ୍ୟୁଗ୍ସଙ୍କୁ ବୁଧବାର ଶ୍ରଦ୍ଧାଞ୍ଜଳି ଦେଇଛି ଟିମ୍‌ ଅଷ୍ଟ୍ରେଲିଆ।...

ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହେଲେ ଗୁଜରାଟ ଟାଇଟାନ୍ସ କୋଚ

ଅହମଦାବାଦ,୩୦।୫: ଆଇପିଏଲ୍‌ ୨୦୨୨ରେ ଗୁଜରାଟ ଟାଇଟାନ୍ସ (ଜିଟି)ର ସଫଳତା ପଛରେ ଖେଳାଳି ତଥା କୋଚିଂ ଷ୍ଟାଫ୍‌ ମଧ୍ୟ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଆଇପିଏଲ୍‌ର...

ସୁଷମା ସ୍ବରାଜଙ୍କ ବିୟୋଗ: ଶୋକାକୁଳ କ୍ରୀଡ଼ା ଜଗତ

ନୂଆଦିଲ୍ଲୀ,୭।୮- ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ପୂର୍ବତନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ସୁଷମା ସ୍ବରାଜଙ୍କ ବିୟୋଗ ପରେ ଶୋକାକୁଳ ହୋଇପଡ଼ିଛି ଦେଶର କ୍ରୀଡ଼ା ଜଗତ। ମଙ୍ଗଳବାର ହୃଦ୍‌ଘାତ...

ଆୟର୍ଲାଣ୍ଡକୁ ହରାଇଲା ଭାରତୀୟ ମହିଳା ହକି ଦଳ

ଡବଲିନ,୨ା୬(ପିଟି)- ଗୋଟିଏ ଗୋଲରେ ପଛୁଆ ରହିବା ପରେ ମଧ୍ୟ ଭାରତୀୟ ମହିଳା ହକି ଦଳ ୨-୧ ଗୋଲରେ ଆୟର୍ଲାଣ୍ଡକୁ ଏଠାରେ ଚାଲିଥିବା ୨୧ ବର୍ଷରୁ କମ୍‌...

Advertisement
Archives

Model This Week