Posted inଖେଳ

ଟସ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ରାଜସ୍ଥାନ ରୟାଲ୍ସ

ଟସ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ରାଜସ୍ଥାନ ରୟାଲ୍ସ
ଜୟପୁର,୫।୫: ଆଇପିଏଲର ୪୮ ତମ ମ୍ୟାଚରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (ଆରଆର) ଏବଂ ଗୁଜରାଟ ଟାଇଟନ୍ସ(ଜିଟି) ମୁହାଁମୁହିଁ ହୋଇଛନ୍ତି। ଚଳିତ ଆଇପିଏଲ୍‌ରେ ଆଜି ହେବିଓ୍ବେଟଙ୍କ ଫାଇଟ ଦେଖିବାକୁ ମିଳିବ। ଜୟପୁରର ସଓ୍ବାଇ ମାନସିଂହ ଷ୍ଟାଡିୟମରେ ଚାଲିଥିବା ମ୍ୟାଚ୍‌ରେ ଟସ ଜିତି ରାଜସ୍ଥାନ ରୟାଲ୍ସ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବାବେଳେ ଗୁଜରାଟ ଟାଇଟନ୍ସ ବୋଲିଂ କରିବାକୁ ପ୍ରସ୍ତୁତ ହୋଇଯାଇଛି ।
ଏହି ଦୁଇଟି ଟିମ୍‌ ଏପାବତ୍‌ ଆଇପିଏଲରେ ୪ ଥର ମୁହାଁମୁହିଁ ହୋଇଛନ୍ତି। ଏଥିରେ ଗୁଜରାଟ ୩ଟି ଏବଂ ରାଜସ୍ଥାନ ଗୋଟିଏରେ ବିଜୟୀ ହୋଇଛି।

ବର୍ତ୍ତମାନ ଗୁଜୁରାଟ ଟାଇଟାନ୍ସ ଏକ ନମ୍ବରରେ ଏବଂ ରାଜସ୍ଥାନ ରୟାଲ୍ସ ପଏଣ୍ଟ ଟେବୁଲରେ ଚତୁର୍ଥ ସ୍ଥାନରେ ରହିଛି। ଉଭୟ ଦଳ ଏ ପର୍ଯ୍ୟନ୍ତ ୯-୯ ମ୍ୟାଚ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ଗୋଲ୍ଡି ମାନିଲେ

କାନାଡାରେ ଜୁନ୍‌ ୨୦୨୩ରେ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ନେତା ହରଦୀପ ସିଂ ନିଜ୍ଜାରଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପାଇଁ କାନାଡାର ତତ୍କାଳୀନ ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଭାରତକୁ…

ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…

ୱାଶିଂଟନ୍,୨୫ା୮: ଆମେରିକା ଓ ଇରାନ ମଧ୍ୟରେ ତିକ୍ତତା ବଢ଼ିଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରିବାରକୁ ନେଇ ଏକ ଚାଞ୍ଚଲ୍ୟକର ଦାବି ସାମ୍ନାକୁ ଆସିଛି । ରିପୋର୍ଟ…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri