ହାଇଦ୍ରାବାଦ୍‌ ସାମ୍ନାରେ ୧୫୫ ରନ୍‌ ଟାର୍ଗେଟ୍‌ ରଖିଲା ରାଜସ୍ଥାନ

ଦୁବାଇ, ୨୨।୧୦: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୪୦ତମ ମୁକାବିଲାରେ ଗୁରୁବାର ରାଜସ୍ଥାନ ରୟାଲ୍ସ ଓ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ପରସ୍ପର ସାମ୍ନାସାମ୍ନି ହୋଇଛନ୍ତି। ଏହି ମ୍ୟାଚରେ ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ରାଜସ୍ଥାନ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ୍‌ ହରାଇ ୧୫୪ ରନ୍‌ ସଂଗ୍ରହ କରିଛି। ଫଳରେ ହାଇଦ୍ରାବାଦ୍‌ ସାମ୍ନାରେ ୧୫୫ ରନ୍‌ ଟାର୍ଗେଟ୍‌ ଧାର୍ଯ୍ୟ ହୋଇଛି। ରାଜସ୍ଥାନ ପକ୍ଷରୁ ସଞ୍ଜୁ ସାମସନ ସର୍ବାଧିକ ୩୬ ରନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରିୟାନ ପରାଗ ୨୦, ବେନ୍‌ ଷ୍ଟୋକ୍ସ ୩୦, ଅଧିନାୟକ ଷ୍ଟିଭ ସ୍ମିଥ ୧୯, ରବିନ ଉଥପ୍ପା ୧୯, ଜୋଫ୍ରା ଆର୍ଚର ୧୬*, ଜୋଶ୍‌ ବଟଲର ୯ ରନ କରିଥିଲେ। ସଫଳ ବୋଲର ଭାବେ ହାଇଦ୍ରାବାଦ୍‌ ପକ୍ଷରୁ ଜାସନ ହୋଲ୍ଡର ୩ଟି ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

IPL 2026 ର ପ୍ରାରମ୍ଭିକ ମ୍ୟାଚରୁ ବାଦ ପଡ଼ିଲେ ଧୋନୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ନୂଆଦିଲ୍ଲୀ,୨୮।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଆଜି ଅର୍ଥାତ୍‌ ଶନିବାର, ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ମ୍ୟାଚ ଶନିବାର RCB ଏବଂ…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

କାହିଁକି ବାତିଲ ହେଲା IPL 2026 ଉଦ୍‌ଘାଟନୀ ଉତ୍ସବ, ଜାଣନ୍ତୁ ପ୍ରକୃତ କାରଣ…

ବେଙ୍ଗାଲୁରୁର,୨୭।୩: IPL ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଲିଗ୍‌। IPLର ୧୯ତମ ସଂସ୍କରଣ ମାର୍ଚ୍ଚ ୨୮ରେ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ…

IPL 2026: ବେଙ୍ଗାଲୁରୁ-ହାଇଦ୍ରାବାଦ ମଧ୍ୟରେ ପ୍ରଥମ ମ୍ୟାଚ୍‌, କେଉଁଠି ଏବଂ କିପରି ଲାଇଭ ଦେଖିବେ ଜାଣନ୍ତୁ…

ବେଙ୍ଗାଲୁରୁର,୨୭।୩: IPL 2026 ସିଜିନର ପ୍ରଥମ ମ୍ୟାଚ୍‌ ଦୁଇଟି ଶକ୍ତିଶାଳୀ ଦଳ ବେଙ୍ଗାଲୁରୁ ଏବଂ ହାଇଦ୍ରାବାଦ ମଧ୍ୟରେ ମୁକାବିଲା ହେବ। RCB ଘରୋଇ ପଡ଼ିଆରେ ବିଜୟ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri