Posted inଜାତୀୟ

ଡେଙ୍ଗୁ ସମୀକ୍ଷା ପାଇଁ ରଜତ ଆନେଜା ଆମିକସ୍‌ କ୍ୟୁରୀ ନିଯୁକ୍ତ…

ନୂଆଦିଲ୍ଲୀ,୭।୧୨: ଦିଲ୍ଲୀରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ନେଇ ଦିଲ୍ଲୀ ହାଇକୋର୍ଟ ସରକାରଙ୍କୁ ଭର୍ସନା କରିଛନ୍ତି। ହାଇକୋର୍ଟ କହିଛନ୍ତି ଯେ, ଡେଙ୍ଗୁ ରୋକିବାରେ ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ଡେଙ୍ଗୁ ସମୀକ୍ଷା ପାଇଁ ଆଇନଜୀବୀ ରଜତ ଆନେଜାଙ୍କ୍‌ୁ ଆମିକସ୍‌ କ୍ୟୁରୀ ନିଯୁକ୍ତ କରାଯାଇଛି। ଡେଙ୍ଗୁ ସଙ୍କଟ ସୃଷ୍ଟି କରିଥିବାବେଳେ ଏନେଇ ପ୍ରଶାସନ ଅବା ସରକାର କାହାର ଚିନ୍ତା ନ ଥିବା ଭଳି ମନେ ହେଉଛି ବୋଲି କୋର୍ଟ କହିଛନ୍ତି।
ବିଚାରପତି ବିପିନ ସାଙ୍ଘି ଏବଂ ଜସମିତ ସିଂଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହାର ଶୁଣାଣି କରି ସମସ୍ତ ବିଭାଗ ମଧ୍ୟରେ ସମନ୍ବୟ ଉପରେ ଗୁରୁତ୍ୱାରୋପ କରିଛନ୍ତି। ନିର୍ବାଚନ ସମୟରେ କରାଯାଉଥିବା ପ୍ରତିଶ୍ରୁତି ପରବର୍ତ୍ତୀ ସମୟରେ ପାଣିର ଗାର ପାଲଟୁଛି। ଯଦି ଏସବୁର ପ୍ରତିପାଳନ କରାଯାଆନ୍ତା ତେବେ ଦିଲ୍ଲୀ ସହରରେ ବହୁ ଉଲ୍ଲେଖନୀୟ ପରିବର୍ତ୍ତନ ଘଟି ପାରନ୍ତା ବୋଲି ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି…

ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ…

ଏଇ ଭାରତରେ

ବର୍ଜ୍ୟ ପରିଚାଳନାରେ ବେଙ୍ଗାଲୁରୁର ବ୍ରିଗେଡ ମିଡୋଜ କଲୋନି ଏକ ଉଦାହରଣ ସୃଷ୍ଟି କରିଛି। ଏହି କଲୋନିର ଆପାର୍ଟମେଣ୍ଟଗୁଡ଼ିକରେ ପାଖାପାଖି ୭,୦୦୦ ପରିବାର ରହୁଛନ୍ତି। ସେମାନେ ଏକ ସୋସାଇଟି…

ଚାଲ ଦୁଷ୍ଟାମି କରିବା

ପିଲା ଜନ୍ମ ହେଲା। ଘରେ ମିଠା ବଣ୍ଟାଗଲା। ଫୋନ୍‌ରେ ଫଟୋ ଉଠିଲା। ସୋସିଆଲ ମିଡିଆରେ ପୋଷ୍ଟହେଲା ‘ଆମ ଘରକୁ ନୂଆ ଅତିଥି ଆସିଲା।’କେହି କହିଲେ ‘ଲକ୍ଷ୍ମୀ ଆସିଛି।’…

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

କେରଳ ସୁନ୍ଦରୀ କୈଜିଆ ଲିଜ ମାଜ୍ଜୋ ହେଲେ ମିସ ଇଣ୍ଡିଆ ୟୁନିଭର୍ସ 2026, ମୁକୁଟ ପିନ୍ଧାଇଲେ ମନିକା ବିଶ୍ୱକର୍ମା

ନୂଆଦିଲ୍ଲୀ,୨୪।୮: ମିସ ୟୁନିଭର୍ସ ଇଣ୍ଡିଆ ୨୦୨୬ ହେଉଛି ମିସ ୟୁନିଭର୍ସ ଇଣ୍ଡିଆ ପ୍ରତିଯୋଗିତାର ତୃତୀୟ ସଂସ୍କରଣ, ଯାହା ୨୩ ଅଗଷ୍ଟ, ୨୦୨୬ରେ ରାଜସ୍ଥାନର ଜୟପୁରର ଜୀ ଷ୍ଟୁଡିଓରେ…

ଶାସକ, ଶାସନ ଓ ସଭ୍ୟତା

ତ କିଛି ବର୍ଷ ପୂର୍ବେ ‘ମୋଗଲ ତାମସା’ର ଏକ ମଞ୍ଚାଭିନୟ ଦେଖିବାର ସୁଯୋଗ ପାଇଥିଲି, ଯାହାକୁ ପରିଚାଳନା କରୁଥିଲେ ଭଦ୍ରକର ବାଦଲ ସିକଦାର। ନୃତ୍ୟ ଓ ଅଭିନୟର…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri