Posted inଖେଳ

୨୦ ଲକ୍ଷ ଟଙ୍କାର ଖେଳାଳିଙ୍କ ବିସ୍ଫୋରକ ବ୍ୟାଟିଂ, ୪୯ ବଲ୍‌ରେ ମାରିଲେ…

ଚେନ୍ନାଇ,୮।୪: ଆଇପିଏଲ୍‌ ୨୦୨୧ ଆରମ୍ଭ ହେବାକୁ ଆଉ ମାତ୍ର ଗୋଟିଏ ଦିନ ବାକି ଅଛି। ଏପ୍ରିଲ ୯ରୁ ଏହି ମହାକୁମ୍ଭ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍‌ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ୍ସ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟ ଖେଳାଯିବ। ଉଭୟ ଦଳ ପ୍ରତିଥର ଟୁର୍ନାମେଣ୍ଟ ଜିତିବାର ପ୍ରବଳ ଦାବିଦାର ଥାନ୍ତି। କିନ୍ତୁ ଆରସିବିରେ ଦମଦାର ଖେଳାଳି ଥିଲେ ମଧ୍ୟ ଦଳ ଗୋଟିଏ ବି ଟାଇଟେଲ୍‌ ଜିତିବାରେ ସକ୍ଷମ ହୋଇନାହିଁ। ଦଳ ଗତ ଥର ଚତୁର୍ଥ ସ୍ଥାନରେ ଥିଲା। ବିରାଟ କୋହଲି ନେତୃତ୍ୱଧୀନ ଆରସିବି ଏଥର ଟାଇଟେଲ୍‌ ଜିତିବା ଆଶାରେ ପଡିଆକୁ ଓହ୍ଲାଇବ। ଏହା ପୂର୍ବରୁ ଦଳକୁ ଏକ ମ୍ୟାଚ୍‌ ଓ୍ବିନର୍‌ ଖେଳାଳି ମିଳିଯାଇଛି। ଡାହାଣହାତୀ ବ୍ୟାଟ୍ସମ୍ୟାନ୍‌ ରଜତ ପାଟିଦାର ଅଭ୍ୟାସ ମ୍ୟାଚ୍‌ରେ ବିସ୍ଫୋରକ ବ୍ୟାଟିଂ କରିଛନ୍ତି। ସେ ଏହି ମ୍ୟାଚ୍‌ରେ ମାତ୍ର ୪୯ ରନ୍‌ରେ ୧୦୪ ରନ୍‌ର ପାଳି ଖେଳିଥିଲେ। ରଜତଙ୍କୁ ଚଳିତ ସିଜିନ୍‌ରେ ମାତ୍ର ୨୦ ଲକ୍ଷ ଟଙ୍କାରେ କିଣିଛି ଆରସିବି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋହଲିଙ୍କ ସହ ତୁଳନାକୁ ବାବରଙ୍କ ନାପସନ୍ଦ

କରାଚୀ,୩।୭(ପି.ଟି.): ଭାରତୀୟ ଅଧିନାୟକ ବିରାଟ କୋହଳିଙ୍କ ସହ ତାଙ୍କୁ ତୁଳନା କରାଯାଉଥିବାରୁ ପାକିସ୍ତାନ ସୀମିତ ଓଭର ଅଧିନାୟକ ବାବର ଆଜମ ନାପସନ୍ଦ କରିଛନ୍ତି। କୋହଲିଙ୍କ ସହ...

ଆଇସିସି ବିଶ୍ୱକପ୍‌: ଭାରତର ଅଷ୍ଟ୍ରେଲିଆ ପରୀକ୍ଷା

ଲଣ୍ଡନ,୯।୬(ପି.ଟି.)- ବିଶ୍ୱକପ୍‌ର ଚଳିତ ଦ୍ୱାଦଶ ସଂସ୍କରଣରେ ନୂଆ ଗୌରବ ସନ୍ଧାନରେ ଥିବା ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ରବିବାର ଏକ ବଡ଼ ପରୀକ୍ଷାର ସମ୍ମୁଖୀନ ହେବ।...

କୋହଲି-ଶାସ୍ତ୍ରୀଙ୍କୁ ଦାୟୀ କରିବା ଠିକ୍‌ ନୁହେଁ

ମାଞ୍ଚେଷ୍ଟର,୧୨।୯: ଭାରତର ପୂର୍ବତନ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଫାରୁକ୍‌ ଇଞ୍ଜିନିୟର ଅଧିନାୟକ ବିରାଟ କୋହଲି ଏବଂ କୋଚ୍‌ ରବି ଶାସ୍ତ୍ରୀଙ୍କ ସପକ୍ଷରେ ବାହାରିଛନ୍ତି। ପୁସ୍ତକ ଉନ୍ମୋଚନ ଉତ୍ସବରେ...

ରୋହିତଙ୍କୁ ୧୨ ଲକ୍ଷ ଜରିମାନା

ଚେନ୍ନାଇ, ୨୨।୪(ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ମଙ୍ଗଳବାର ଅନୁଷ୍ଠିତ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚରେ ସ୍ଲୋ ଓଭରରେଟ୍‌ ବୋଲିଂ ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ...

ରିଙ୍ଗରେ ଆଉ ଜଣେ ବକ୍ସରଙ୍କ ମୃତ୍ୟୁ

ବୁଏନ୍‌ସ ଆରିଜ,୨୬।୭(ଏ.ଏଫ୍‌.ପି.)- ବକ୍ସିଂ ରିଙ୍ଗରେ ଆଘାତ ଲାଗିବା କାରଣରୁ ଆର୍ଜେଣ୍ଟିନା ବକ୍ସର ହୁଗୋ ସାଣ୍ଟିଲାନଙ୍କ ମୃତ୍ୟୁ ଘଟିଛି। ଚଳିତ ସପ୍ତାହରେ ଏହା ଦ୍ୱିତୀୟ ଘଟଣା, ଯେଉଁଥିରେ...

ବିଶ୍ୱ ଜୁନିୟର ସ୍ପ୍ରିଣ୍ଟ୍‌ କୁଇନ୍‌ ଡୋପ୍‌ ଟେଷ୍ଟରେ ବିଫଳ

କିଙ୍ଗ୍‌ଷ୍ଟନ,୨୯।୮(ଏଏଫ୍‌ପି)- ଦୁଇଥର ୨୦ ବର୍ଷରୁ କମ୍‌ ବିଶ୍ୱ ସ୍ପ୍ରିଣ୍ଟି ଟାଇଟଲ ହାସଲ କରିଥିବା ଜାମାଇକାର ବ୍ରିଆନା ଓ୍ବିଲିୟମ୍ସ ଡୋପ୍‌ ଟେଷ୍ଟରେ ବିଫଳ ହୋଇଛନ୍ତି। ନିଷିଦ୍ଧ ଡିୟୁରେଟିକ୍‌...

ଆଇପିଏଲ୍‌ ପୂର୍ବରୁ ଚେନ୍ନାଇରେ ଅଭ୍ୟାସ କରିବେ ଧୋନୀ, ରାଇନା

ଚେନ୍ନାଇ, ୯।୮: ବିଶ୍ୱର ସବୁଠାରୁ ବ୍ୟୟ ବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ସେପ୍ଟେମ୍ବର ୧୯ରୁ ୟୁଏଇରେ ଆରମ୍ଭ...

ରାହୁଲ ୫୦: ୩ ଛକା , ୩ ଚୌକା

ବିଶାଖାପାଟଣା,୧୮।୧୨- ଏଠାରେ ଚାଲିଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଓପନର ଲୋକେଶ ରାହୁଲ ଅର୍ଦ୍ଧଶତକ ପୂରଣ କରିଛନ୍ତି। ସେ ୫୪ ବଲ ଖେଳି...

Advertisement
Ten Cric Info


Archives

Model This Week