Posted inଜାତୀୟ

ରାଜଭରଙ୍କ ଦାବି: ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ଭାଜପାରେ ଯୋଗଦେବେ ଶିବପାଲ ଯାଦବ

ଲକ୍ଷ୍ନୌ,୩।୯: ବିବାଦୀୟ ବିବୃତ୍ତି ପାଇଁ ସର୍ବଦା ଚର୍ଚ୍ଚାରେ ରହିଆସୁଥିବା ଏସ୍‌ବିଏସ୍‌ପି ମୁଖ୍ୟ ଓମ ପ୍ରକାଶ ରାଜଭର ପୁଣିଥରେ ଏକ ରୋଚକ ମନ୍ତବ୍ୟ ଦେଇଛନ୍ତି। ତାଙ୍କ ମନ୍ତବ୍ୟ ଯୋଗୁ ୟୁପି ରାଜନୀତି ସରଗରମ ହୋଇଛି। ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ଶିବପାଲ ସିଂ ଯାଦବ ସମାଜବାଦୀ ପାର୍ଟି ଛାଡି ଭାଜପାରେ ଯୋଗଦେବେ ବୋଲି ଓପି ରାଜଭର ଦାବି କରିଛନ୍ତି।
ଓପି ରାଜଭର କହିଛନ୍ତି, ବିଧାନସଭାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମୟରେ ସେ ଶିବପାଲ ଯାଦବଙ୍କୁ ୨ ଘଣ୍ଟା ୧୨ ମିନିଟରେ ୨୭ ଥର କହିଥିଲେ ଯେ ଏପର୍ଯ୍ୟନ୍ତ ସମୟ ଅଛି, ଏହାକୁ ନଷ୍ଟ କରନ୍ତୁ ନାହିଁ, ଏଠାକୁ ଆସନ୍ତୁ। ନଚେତ୍‌ ଆପଣ ବହୁତ ପରେ ଅନୁତାପ କରିବେ। ଏଭଳି ପରିସ୍ଥିତିରେ ଶିବପାଲ ଯାଦବ ମୋ ଆଡକୁ ସୂଚାଇ କହିଥିଲେ ଯେ ସେ ଶୀଘ୍ର ଆସିବେ। ସେ ମଧ୍ୟ ଏହାକୁ ଗ୍ରହଣ କରିଥିଲେ।
ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଶିବପାଲ ଯାଦବ ନିକଟରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ତାଙ୍କର ବ୍ୟକ୍ତିଗତ ସମ୍ପର୍କ ବିଷୟରେ ଆଲୋଚନା କରିବାବେଳେ ସେ କହିଥିଲେ ଯେ, ସେ ଯେତେବେଳେ ଚାହିଁବେ ଫୋନରେ ସିଏମ ଯୋଗୀଙ୍କ ସହ କଥା ହୋଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

‘୨୪ ବର୍ଷରେ ଯାହା ହୋଇନି, ୨ ବର୍ଷରେ ତାହା କରୁଛୁ’-୫ ବର୍ଷରେ ଯାହା …

ଭୁବନେଶ୍ୱର,୧୧।୮: ଖୁବଶୀଘ୍ର ଓଡ଼ିଶା ନୂଆ ଲୋକାୟୁକ୍ତ ଦେଖିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏ ନେଇ ପ୍ରକ୍ରିୟା ଚାଲିଥିବା ସେ କହିଛନ୍ତି। ମନ୍ତ୍ରୀ…

ବିଶ୍ୱର ଶ୍ରେଷ୍ଠ ୫ ଅର୍ଥନୀତିରେ ବେକାରି ସ୍ଥିତି କ’ଣ? କେତେ ନମ୍ବରରେ ଭାରତର ସ୍ଥାନ, ପଢନ୍ତୁ …

ନୂଆଦିଲ୍ଲୀ, ୧୧।୮: ଭାରତରେ ଡିଗ୍ରୀର ଭାର ବୋହି ଯେତେବେଳେ କୌଣସି ଯୁବକ ସକାଳୁ ସକାଳୁ ଚାକିରି ଖୋଜିବା ପାଇଁ ଘରୁ ବାହାରିଥାଏ, ସେତେବେଳେ ତାଙ୍କ ଆଖିରେ କେବଳ…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

ରାଜଧାନୀରେ ହାଇଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୧୧।୮: ସ୍ବାଧୀନତା ଦିବସ ପୂର୍ବରୁ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ସାରା ରାଜଧାନୀରେ ହାଇଆଲର୍ଟ ଜାରି କରିଛି। ସ୍ପେଶାଲ ସେଲ, କ୍ରାଇମ ବ୍ରାଞ୍ଚ, ରେଳବାଇ…

ବିଦ୍ୟୁତ ଆଘାତ, ଯୌନ ନିର୍ଯାତନା… ରୁଷିଆ ଜେଲରେ ୟୁକ୍ରେନୀୟ କଏଦୀମାନଙ୍କୁ କିପରି ନିର୍ଯାତନା ଦିଆଯାଏ? ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୧୧।୮: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦୀର୍ଘ ସମୟ ଧରି ଚାଲିଛି। ଦୁଇ ରାଷ୍ଟ୍ର ମଧ୍ୟରେ ଶାନ୍ତି ସ୍ଥାପନ ପାଇଁ ଅନେକ ପ୍ରୟାସ ବିଫଳ ହୋଇଛି।…

SBI ବ୍ୟାଙ୍କ ଲକରରୁ ୫୦ ଲକ୍ଷର ଗହଣା ଗାଏବ, ୨୦୦୩ରୁ କଟୁଥିଲା ଭଡ଼ା

ଲକ୍ଷ୍ନୌ,୧୧।୮: ବ୍ୟାଙ୍କରେ ନିଜର କଷ୍ଟଅର୍ଜିତ ସଞ୍ଚୟ ଏବଂ ଅଳଙ୍କାର ସୁରକ୍ଷିତ ରଖୁଥିବା ଲୋକଙ୍କ ପାଇଁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଉତ୍ତର ପ୍ରଦେଶର କାନପୁର ସ୍ୱରୂପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri