ପିଏନ୍‌ବିକୁ ରାଜଭାଷା କୀର୍ତ୍ତି ପୁରସ୍କାର

ଭୁବନେଶ୍ୱର,୧୭।୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)କୁ ନିକଟରେ ରାଜଭାଷା କୀର୍ତ୍ତି ପୁରସ୍କାର-୨୦୨୨-୨୩ ମିଳିଛି। ଉଲ୍ଲେଖଯୋଗ୍ୟ, ଚଳିତ ବର୍ଷର ହିନ୍ଦୀ ଦିବସ ଉପଲକ୍ଷେ ଆୟୋଜିତ ୩ୟ ସର୍ବଭାରତୀୟ କାର୍ଯ୍ୟାଳୟ (ଅଫିସିଆଲ) ଭାଷା ସମ୍ମିଳନୀ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସମ୍ମିଳନୀ ଅବସରରେ ରାଜଭାଷା କୀର୍ତ୍ତି ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ପିଏନ୍‌ବି ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପ୍ରଥମ ବିଜେତା ଭାବେ ଉକ୍ତ ପୁରସ୍କାର ଲାଭ କରିଥିଲାବେଳେ ରାଜଭାଷା କୀର୍ତ୍ତି ପୁରସ୍କାରର ୨ୟ ବିଜେତା ପିଏନ୍‌ବି ପ୍ରତିଭା ମାଗାଜିନ ପାଇଁ ହୋଇଥିଲା। ଏହି ଅବସରରେ ପିଏନ୍‌ବିର ଏମ୍‌ଡି ତଥା ସିଇଓ ଅତୁଲ କୁମାର ଗୋଏଲ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ (ସ୍ବରାଷ୍ଟ୍ର ) ଅଜୟ କୁମାର ମିଶ୍ରାଙ୍କଠାରୁ ଗ୍ରହଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରାଜଭାଷାର ଉପାଧ୍ୟାକ୍ଷ (ଡିସି) ରହିବଂଶ ନାରାୟଣ ସିଂହ ଓ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ଥିଲେ ଖାଲେଦା ଜିଆଙ୍କ ସ୍ବାମୀ ଜିଆ ଉର ରେହମାନ? ପାକିସ୍ତାନୀ ସେନା ବିରୋଧରେ ବିଦ୍ରୋହ, ପରେ ବିଏନପି ଗଠନ, ଶେଷରେ…

ଡାକା,୩୦।୧୨: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ଦେହାନ୍ତ ହୋଇଛି। ସେ ଅନେକ ରୋଗ ସହିତ ଲଢୁଥିଲେ। ଉଲ୍ଲେଖନୀୟ ଯେ ତାଙ୍କ ମୃତ୍ୟୁର କିଛି ଦିନ...

ଖୁବ ଷ୍ଟାଇଲିସ ଥିଲେ ଖାଲେଦା ଜିଆ, ହାଲ୍‌କା ଶାଢିକୁ ବଡ଼ ବଡ଼ ସନ୍‌ଗ୍ଲାସ, ପୂରା ସାଉଥ ଏସିଆର ଚର୍ଚ୍ଚିତ ଷ୍ଟାଇଲ ଥିଲା…

ଢାକା,୩୦।୧୨: ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଏବଂ ବିଏନପି ମୁଖ୍ୟ ଖାଲେଦା ଜିଆଙ୍କୁ ପ୍ରାୟତଃ ରାଜନୀତି, ସଂଘର୍ଷ ଏବଂ ଶକ୍ତିର ପ୍ରତୀକ ଭାବରେ ଦେଖାଯାଏ। ତଥାପି, ତାଙ୍କର...

ବାରଙ୍ଗ ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୪ଟି ସ୍ଥାନରେ ଚଢାଉ

ଭୁବନେଶ୍ବର,୩୦।୧୨: ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ  କରିଛି । ବେଆଇନ ସମ୍ପତ୍ତି...

Khaleda Zia Death: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କର ଭାରତ ସହ ଥିଲା କ’ଣ କନ୍ସେନ? ଜାଣନ୍ତୁ…

ଢାକା,୩୦।୧୨: ବାଂଲାଦେଶ ରାଜନୀତିର ଜଣେ ପ୍ରବୀଣ ବ୍ୟକ୍ତିତ୍ୱ ଏବଂ ଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କର ମଙ୍ଗଳବାର (ଡିସେମ୍ବର ୩୦, ୨୦୨୫)ରେ ୮୦ ବର୍ଷ...

ମୃତ୍ୟୁର ୪ବର୍ଷ ପରେ ମଧ୍ୟ ସହାୟତା ମିଳୁନି: ହଇରାଣ ହେଉଛନ୍ତି ହିତାଧିକାରୀ

ନୂଆପଡ଼ା,୩୦।୧୨(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶ୍ରମକାର୍ଡ ଧାରୀଙ୍କ ମୃତ୍ୟୁର ୪ବର୍ଷ ପରେ ମଧ୍ୟ ସହାୟତା ମିଳୁନି। ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କ ଅବହେଳା ଯୋଗୁ ଯୋଜନାଗୁଡିକ ଗରିବ...

First Banknote: କେଉଁ ଦେଶରେ ତିଆରି ହୋଇଥିଲା ବିଶ୍ୱର ପ୍ରଥମ ନୋଟ୍, ଜାଣନ୍ତୁ କିଏ …

ଆଜିକା ସମୟରେ ଯେତେବେଳେ ଆମେ ଟଙ୍କା ବିଷୟରେ ଚିନ୍ତା କରୁ, କାଗଜ ମୁଦ୍ରା ବହୁତ ସାଧାରଣ ମନେହୁଏ। କିନ୍ତୁ ଧାତୁ ମୁଦ୍ରା ବଦଳରେ କାଗଜ ବ୍ୟବହାର...

‘ନେତାନ୍ୟାହୁ ନ ଥିଲେ ଆଜି ମାନଚିତ୍ରରେ ହୁଏତ ଇସ୍ରାଏଲ ନ ଥାଆନ୍ତା’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ଏହାର କାରଣ

ଓ୍ବାଶିଂଟନ,୩୦ ।୧୨: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସୋମବାର ଆମେରିକାର ଫ୍ଲୋରିଡାରେ ପହଞ୍ଚିଥିଲେ, ଯେଉଁଠାରେ ସେ ପୂର୍ବତନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଥିଲେ। ଏହି...

ଜାଡ଼ରେ ଥରୁଛି ଓଡ଼ିଶା: ୧୦ ଡିଗ୍ରୀ ତଳେ ୧୫ ସହର

ଭୁବନେଶ୍ୱର,୩୦।୧୨(ବନ୍ଦନା ସେଠୀ):ଜାଡ଼ରେ ଥରୁଛି ସାରା ରାଜ୍ୟ। ନୂଆବର୍ଷ ପର୍ଯ୍ୟନ୍ତ ଶୀତରେ ସେଭଳି କିଛି ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ ଆସନ୍ତା ୨୪ ଘଣ୍ଟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri