ରାଜଧାନୀ କଲେଜ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ୍‌ ମ୍ୟାନେଜମେଣ୍ଟକୁ ନ୍ୟାକ୍‌ ବି++ ମାନ୍ୟତା

ଭୁବନେଶ୍ୱର,୧୮ା୧: ରାଜଧାନୀ କଲେଜ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ ମ୍ୟାନେଜମେଣ୍ଟ୍‌ (ଆର୍‌.ସି.ଇ.ଏମ)କୁ ନ୍ୟାକ୍‌ ‘ବି++’ ମାନ୍ୟତା ପ୍ରଦାନ କରାଯାଇଛି। ଗତ ୩ ଓ ୪ ତାରିଖ ଦୁଇଦିନ ଧରି ନ୍ୟାକ ପିୟର ଟିମ କ୍ୟାମ୍ପସ୍‌ ପରିଦର୍ଶନ କରିଥିଲେ। କଲେଜର ପରିଚାଳନା ବ୍ୟବସ୍ଥା, ଶିକ୍ଷାବ୍ୟବସ୍ଥା ଓ ପାରିପାଶର୍‌ବିକ ବ୍ୟବସ୍ଥା ଉପରେ ଅତ୍ୟନ୍ତ ଖୁସିବ୍ୟକ୍ତ କରିଥିଲେ। ଏହା ପରେ ନ୍ୟାକ୍‌ ସଂସ୍ଥା କଲେଜକୁ “ବି++” ମାନ୍ୟତା ପ୍ରଦାନ କରିଛନ୍ତି। ଉକ୍ତ କାର୍ଯ୍ୟକ୍ରମକୁ ଅନୁଷ୍ଠାନର ଅଧ୍ୟକ୍ଷ ଡଃ ତପନ କୁମାର ଲେଙ୍କା, ନାକ ସଂଯୋଜକ ବିଭୂ ପ୍ରସାଦ ମିଶ୍ର, ଆଇ. କ୍ୟୁ.ଏ. ସି. ସଂଯୋଜକ ଡଃ ଅମ୍ରିତା ରାଉତ ପରିଚାଳନା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ପ୍ରଫେସର ନିର୍ମଳ ଚନ୍ଦ୍ର କର, ପ୍ରଫେସର ଶକ୍ତି ରଞ୍ଜନ ମହାପାତ୍ର, ଅଧ୍ୟାପକ, ଅଧ୍ୟାପିକା ତଥା ଡଃ ପ୍ରଜ୍ଞା ପରମିତା, ସସ୍ମିତା ସାହୁ, ଶୀତିକଣ୍ଠ ପରିଡ଼ା,ଓମକାର୍‌ ଦାଶ ପ୍ରମୁଖ ଯୋଗ ଦେଇଥିଲେ। ଅନୁଷ୍ଠାନର ସହଯୋଗୀ କର୍ମଚାରୀ ତଥା ଅରୁଣ କୁମାର ସାମଲ, ରଶ୍ମି ବେହେରା, ଭୂପତି ବରାଳ ଓ ଭଗବାନ ପଣ୍ଡା ପ୍ରତ୍ୟକ୍ଷ ସହଯୋଗ କରିଥିଲେ। ପରିଶେଷରେ ଅନୁଷ୍ଠାନର ଡିନ୍‌ ଡଃ. ମାନସ ରଞ୍ଜନ ମଲ୍ଲିକ ସାଧୁବାଦ ଦେଇଥିଲେ। ଅନୁଷ୍ଠାନର ସମ୍ପାଦକ ସୁରେଶ କୁମାର ସାମଲ କୃତଜ୍ଞତା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ନାଁରେ ସାଂଘାତିକ ଅଭିଯୋଗ: ନିଦରୁ ଉଠି ପ୍ରଳାପ କରୁଛନ୍ତି…

ଭୁବନେଶ୍ୱର,୭।୨: ବିରୋଧୀଦଳ ନେତା ନବୀନଙ୍କୁ AG ପୀତାମ୍ବର ଆଚାର୍ଯ୍ୟ କଡ଼ା କାଉଣ୍ଟର କରିଛନ୍ତି। ‘ଏକ୍ସ’ରେ ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ନବୀନଙ୍କ ମନ୍ତବ୍ୟକୁ ନେଇ କଡ଼ା ଜବାବ…

ତୁଟୁନି ବିବାଦ ନାଣ୍ଡୁଙ୍କ ନାଁରେ ଏତଲା ପରେ ଏତଲା

ଭୁବନେଶ୍ୱର,୭।୨: ନାଣ୍ଡୁ ବାବୁଙ୍କ ପିଛା ଛାଡ଼ୁନାହିଁ ବିବାଦ। ପୁଣି ଥରେ ବିବାଦର ଅଡ଼ୁଆ ସୂତାରେ ଛନ୍ଦି ହୋଇଛନ୍ତି ତୁଳସୀ ଗଣନାଟ୍ୟର ମାଲିକ । କଳାକାରଙ୍କୁ ନିର୍ଯାତନା ଦେଉଥିବା…

ରାଜ୍ୟ ପ୍ରାକ୍‌ ବଜେଟ: ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ଆଜି

ଭୁବନେଶ୍ୱର, ୭।୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୫-୨୬ ଆର୍ଥିକବର୍ଷ ଲାଗି କରାଯାଇଥିବା ବଜେଟରୁ କେତେ ଅର୍ଥ ଖର୍ଚ୍ଚ ହୋଇଛି ଏବଂ ଆସନ୍ତା ୨୦୨୬-୨୭ ଆର୍ଥିକବର୍ଷ ପାଇଁ…

ମାର୍ଚ୍ଚକୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି

ଭୁବନେଶ୍ୱର,୭।୨: ମହାନଦୀ ଜଳ ବିବାଦ ଶୁଣାଣି ମାର୍ଚ୍ଚ ୧୪ ତାରିଖକୁ ଘୁଞ୍ଚିଛି। ଫେବୃଆରୀ ଶେଷ ସପ୍ତାହରୁ ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ ସ୍ପଟ ଭିଜିଟ କରାଯିବ ।…

ଆଇନମନ୍ତ୍ରୀଙ୍କ ବଡ଼ ସୂଚନା: ବଡି କ୍ୟାମେରା ପିନ୍ଧିବେ ଚଢ଼ାଉ ଟିମ୍‌, ପ୍ରମାଣ ଅଭାବରୁ ଖସି ପାରିବେନି ଅଭିଯୁକ୍ତ

ଭୁବନେଶ୍ୱର,୭ା୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ନୂଆ ଅବକାରୀ ଆଇନ। ପ୍ରକ୍ରିୟା ଶେଷ ହେବା ପରେ ଅବକାରୀ ଆଇନ ଅନୁପାଳନ କରାଯିବ। ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ରାଜଧାନୀରୁ ନକଲି ଡାକ୍ତର ଗିରଫ: ପ୍ରେମ ଜାଲରେ ଫସାଇଲେ ମହିଳା ଡାକ୍ତରଙ୍କୁ

ଭୁବନେଶ୍ୱର,୬।୨:ରାଜଧାନୀରୁ ନକଲି ଡାକ୍ତର ସରୋଜ ମିଶ୍ର ଓରଫ ସିଦ୍ଧାର୍ଥ ଶଙ୍କରଙ୍କୁ ଗିରଫ କରାଯାଇଛି। ମଞ୍ଚେଶ୍ୱର ପୋଲିସ ସିଦ୍ଧାର୍ଥଙ୍କୁ ୧ଲକ୍ଷ ୩୦ ହଜାର ଟଙ୍କା ଠକେଇ ଅଭିଯୋଗରେ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri