ଆଉ ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ରଜିତା

ବମ୍ବେ: ଆଉ ନାହାନ୍ତି ଟେଲିଭିଜନ ତଥା ବଲିଉଡ୍‌ର ଲୋକପ୍ରିୟ ଅଭିନେତ୍ରୀ ରଜିତା କୋଚର। ୭୦ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। କିଡନୀ ଫେଲ୍‌ ହେବା ସାଙ୍ଗକୁ ତାଙ୍କର ବ୍ରେନ୍‌ ଷ୍ଟ୍ରୋକ୍‌ ହୋଇଥିଲା। ଏହାପରେ ତାଙ୍କୁ ପାରାଲିସିସ୍‌ ହୋଇଥିଲା। ଔଷଧ ଏବଂ ଚିକିତ୍ସା ଯୋଗୁ ଅବସ୍ଥାରେ ସୁଧାର ଆସୁଥିଲା। ହେଲେ ଡିସେମ୍ବର ୨୦ରେ ସେ ନିଃଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ। ପରେ ପେଟରେ ଯନ୍ତ୍ରଣା ହୋଇଥିଲା। ତାଙ୍କୁ ସଙ୍ଗେସଙ୍ଗେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।

ରଜିତା ଟେଲିଭିଜନ ଏବଂ ଫିଲ୍ମରେ ଅନେକ ଚରିତ୍ରରେ ଅଭିନୟ କରିଥିଲେ। ବିଶେଷ କରି ‘କାହାନି ଘର ଘର କି’, ‘ହାତିମ୍‌’ ଏବଂ ‘କବଚ’ ଭଳି ଧାରାବାହିକ ଲାଗି ସେ ଚର୍ଚ୍ଚାରେ ଥିଲେ। ତେବେ ଶେଷ ଥର ଲାଗି ତାଙ୍କୁ କଙ୍ଗନା ରାଣାଓ୍ବତଙ୍କ ଚଳଚ୍ଚିତ୍ର ‘ମଣିକର୍ଣ୍ଣିକା’ରେ ଦେଖିବାକୁ ମିଳିଥିଲା। ବୟସାଧିକ ହୋଇଥିଲେ ହେଁ ରଜିତା ବେଶ ଆକ୍ଟିଭ ଏବଂ ଫିଟ୍‌ ଥିଲେ। ଏଥିଲାଗି ତାଙ୍କ ପରଲୋକ ଖବର ଜଣାପଡ଼ିବା ପରେ ମନୋରଞ୍ଜନଜଗତରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହେବା ପରେ ନିଜର ପ୍ରଥମ ଫଟୋ ଶେୟାର କଲେ ଆଲିଆ

ମୁମ୍ବାଇ: ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ରଣବୀର କପୁର ଆଜିକାଲି ମା-ବାପା ହୋଇ ଝିଅ ସହ ଖୁସିରେ ଜୀବନ ବିତାଉଛନ୍ତି। ଆଲିଆ ହସ୍ପିଟାଲରୁ ଘରକୁ ଆସିବା...

ଯଦି ରାଜି ହୋଇଥାଆନ୍ତେ…

ବେଳେବେଳେ ପ୍ରଯୋଜକ ଯାହାଙ୍କୁ ଲିଡ୍‌ ରୋଲ୍‌ରେ ନେବାକୁ ଚାହିଁଥାଆନ୍ତି, ତାହା କେତେକ କାରଣରୁ ସମ୍ଭବ ହୋଇ ନ ଥାଏ। କିନ୍ତୁ ଏହା ବଦଳରେ ସେ ଯାହାକୁ...

ପ୍ରଥମ ଫିଲ୍ମ ସମ୍ପର୍କରେ ଏମିତି କହିଲେ ‘ଜଓ୍ବାନୀ ଜାନେମନ୍‌’ର ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଆଲୟା ଫର୍ନିଚରଓ୍ବାଲା ଏବେ ଖୁବ୍‌ ବିଜି ରହୁଛନ୍ତି। ମାସକ ତଳେ ରିଲିଜ୍‌ ହୋଇଥିବା ଫିଲ୍ମ ‘ଜଓ୍ବାନୀ ଜାନେମନ୍‌’ରେ ପୂଜା ବେଦୀଙ୍କ ଝିଅ...

ସୋନୁ ସୁଦ୍‌ଙ୍କୁ ଶୁଭେଚ୍ଛା ବାର୍ତ୍ତା ଦେଲେ ଚିତ୍ରଶିଳ୍ପୀ

ଭୁବନେଶ୍ୱର,୩୧।୭: ବଲିଉଡ୍‌ ଅଭିନେତା ସୋନୁ ସୁଦ୍‌ କୋଭିଡ୍‌ ପରଠାରୁ କୋଟି କୋଟି ଲୋକଙ୍କ ଚିହ୍ନାମୁହଁ ପାଲଟିଯାଇଛନ୍ତି। ଜଣେ ଅଭିନେତା ଭାବେ ଯାହା କିଛି ନାମ ଅର୍ଜନ...

ସ୍ବାମୀଙ୍କୁ ଧକ୍କା ମାରି କାର୍‌ରୁ ବାହାର କରିଦେଲେ ପ୍ରିୟଙ୍କା ଚୋପ୍ରା

ଗ୍ଲୋବାଲ ଷ୍ଟାର ଦମ୍ପତି ନିକ୍‌ ଜୋନାସ ଏବଂ ପ୍ରିୟଙ୍କା ଚୋପ୍ରାଙ୍କ ବିବାହକୁ ଇତିମଧ୍ୟରେ ଦୁଇ ବର୍ଷ ପୂରଣ ହୋଇଛି। ଏହି ଅବସରରେ ଉଭୟ ନିଜ ରାଜକୀୟ...

ତମନ୍ନାଙ୍କ ଘରକୁ ପଶିଲା କରୋନା: ପୋଷ୍ଟ ଲେଖି ପ୍ରଶଂସକଙ୍କୁ କଲେ ଏଭଳି ନିବେଦନ

ହାଇଦ୍ରାବାଦ: ଦକ୍ଷିଣ ଭାରତୀୟ ସିନେମାର ଭେଟେରାନ ଅଭିନେତ୍ରୀ ତମନ୍ନା ଭାଟିଆଙ୍କ ମାତାପିତା କରୋନା ପଜିଟିଭ୍‌ ହୋଇଛନ୍ତି। ତାଙ୍କ ପିତାମାତାଙ୍କଠାରେ କରୋନାଙ୍କର ସାମାନ୍ୟ ଲକ୍ଷଣ ପ୍ରକାଶ ପାଇଥିଲା।...

ସାଇକେଲ୍‌ରେ ବ୍ରେଡ୍‌-ଅଣ୍ଡା ବିକ୍ରି କରୁଛନ୍ତି ସୋନୁ

ମୁମ୍ବାଇ: ଗରୀବ ଓ ଅସହାୟ ଲୋକଙ୍କ ପାଇଁ ଦେବଦୂତ ପାଲଟିଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦ ଲଗାତର ଭାବେ ଆବଶ୍ୟକୀୟ ଲୋକଙ୍କୁ ସାହାଯ୍ୟ କରିଆସୁଛନ୍ତି। ରିଲ...

ଫିଲ୍ମ ‘ଯଶୋଦା’ରେ ଆକ୍ସନ ଅବତାରରେ ଦେଖାଯିବେ ସାମନ୍ଥା, ପ୍ୟାନ ଇଣ୍ଡିଆରେ କରିବେ ଡେବ୍ୟୁ

ମୁମ୍ବାଇ: ସାଉଥ ଇଣ୍ଡଷ୍ଟ୍ରିର ମୋଷ୍ଟ ପପୁଲାର ଆକ୍ଟ୍ରେସ୍ ସାମନ୍ଥା ରୁଥ ପ୍ରଭୁ ଏବେ ଏକ ଦମଦାର ଫିଲ୍ମ ସହ ଫେରୁଛନ୍ତି । ଶୁକ୍ରବାର ଏହି ଫିଲ୍ମର...

Advertisement
Archives

Model This Week