Posted inଜାତୀୟ

ସିଇସି ଭାବେ ଦାୟିତ୍ୱ ନେଲେ ରାଜୀବ କୁମାର

ନୂଆଦିଲ୍ଲୀ,୧୬।୫: ଭାରତର ୨୫ତମ ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଭାବେ ରାଜୀବ କୁମାର ରବିବାର ଦିଲ୍ଲୀର ନିର୍ବାଚନ ସଦନରେ ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ରବିବାର ସିଇସି ପଦରୁ ସୁଶୀଲ ଚନ୍ଦ୍ରା ଅବସର ନେଇଥିଲେ। ବରିଷ୍ଠ ନିର୍ବାଚନ କମିଶନର ଥିବା ରାଜୀବଙ୍କୁ ଗତ ଗୁରୁବାର ସିଇସି ଭାବେ ନିଯୁକ୍ତି ଦିଆଯାଇଥିଲା। ୧୯୬୦ରେ ଜନ୍ମିତ ରାଜୀବ ୨୦୨୫ ଫେବୃୟାରୀ ପର୍ଯ୍ୟନ୍ତ ନିର୍ବାଚନ ପରିଚାଳନା ଦାୟିତ୍ୱରେ ରହିବେ ବୋଲି ଆଶା କରାଯାଉଛି। ରାଷ୍ଟ୍ରପତି, ଉପରାଷ୍ଟ୍ରପତି ନିର୍ବାଚନ ସମେତ ୨୦୨୪ ସାଧାରଣ ନିର୍ବାଚନ ଓ ବିଭିନ୍ନ ରାଜ୍ୟ ବିଧାନସଭା ନିର୍ବାଚନ ତାଙ୍କ ନେତୃତ୍ୱରେ ପରିଚାଳନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଚିଲିକା ହତ୍ୟା ମାମଲାର ପର୍ଦ୍ଧାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri