Posted inଜାତୀୟ

ଦିନକରେ ୫୦୦୦ରୁ ଅଧିକ ଲୋକଙ୍କ ସହ ହାତ ମିଳାଉ ଥିଲେ ରାଜୀବ, ବେଳେବେଳେ ହାତରୁ ବୋହୁଥିଲା ରକ୍ତ: ସାମ ପିଟ୍ରୋଡା…

ନୂଆଦିଲ୍ଲୀ,୧୦।୧ : ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ନିଜ ଇଚ୍ଛା ଅନୁଯାୟୀ ପରିବେଶ ସୃଷ୍ଟି କରିବାରେ ବ୍ୟସ୍ତ ଅଛି। ରାହୁଲ ଗାନ୍ଧୀ ଏକ ନୂତନ ଯାତ୍ରା ଆରମ୍ଭ କରୁଛନ୍ତି। ଏହି ମର୍ମରେ ସାମ ପିଟ୍ରୋଡା ଏକ ଚ୍ୟାନେଲ ସହ ହୋଇଥିବା ଆଲୋଚନାରେ କହିଛନ୍ତି ରାହୁଲ ଗାନ୍ଧୀଙ୍କ ପରି ରାଜୀବ ଗାନ୍ଧୀ ମଧ୍ୟ ଅନେକ ଲୋକଙ୍କୁ ଭେଟୁଥିଲେ। ସେ ଦିନରେ ୫ ହଜାରରୁ ଅଧିକ ଲୋକଙ୍କ ସହ ହାତ ମିଳାଉଥିଲେ ଯେଉଁଥିପାଇଁ ତାଙ୍କ ହାତରୁ ବେଳେବେଳେ ରକ୍ତସ୍ରାବ ହେଉଥିଲା।

ଦିନେ ରାତିରେ ମୁଁ ଏବଂ ମୋ ସ୍ତ୍ରୀ ରାଜୀବ ଗାନ୍ଧୀଙ୍କୁ ଭେଟିଥିଲୁ। ସେତେବେଳେ ତାଙ୍କ ହାତରୁ ରକ୍ତ ବାହାରୁଥିଲା। ମୁଁ ବହୁତ ଆଶ୍ଚର୍ଯ୍ୟ ହୋଇଗଲି। ମୁଁ ପଚାରିଲି କଣ ହେଲା? ତେଣୁ ସେ କହିଲେ ଆଜି ମୁଁ ୫ ହଜାରରୁ ଅଧିକ ଲୋକଙ୍କ ସହ ହାତ ମିଳାଇଥିଲି। ମୁଁ ଯେଉଁଆଡେ ଗଲି ଲୋକମାନେ ହାତ ମିଳାଇଲେ। ସେସବୁ ଲୋକମାନେ ଚାଷ କରନ୍ତି, ସେମାନଙ୍କର ହାତ ବହୁତ ଶକ୍ତ ଥିଲା।

ମାତ୍ର ଏହାପରେ ମଧ୍ୟ ରାଜୀବ ଗାନ୍ଧୀ ଅଟକି ନ ଥିଲେ। ଏହି କ୍ରମ ଜାରି ରହିଥିଲା । ସେ ଖୁସିରେ ବଞ୍ଚିଥିଲେ ଏବଂ କହୁଥିଲେ ଲୋକଙ୍କୁ ଭେଟିବା ତାଙ୍କର କର୍ତ୍ତବ୍ୟ। ପ୍ରଧାନମନ୍ତ୍ରୀ ହେବା ସତ୍ତ୍ୱେ ସେ ଏତେ ସଂଖ୍ୟକ ଲୋକଙ୍କୁ ଭେଟୁଥିଲେ। ତେବେ ଏହି ବିବୃତ୍ତି ପରେ ଏବେ ଭାଜପା ପକ୍ଷରୁ ଗାନ୍ଧୀ ପରିବାରକୁ ନେଇ କଡ଼ା ସମାଲୋଚନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ମହିଳାଙ୍କୁ ମିଳିବ ଗୋଟିଏ ବର୍ଷ ପାଇଁ ମାଗଣା ମୋବାଇଲ ରିଚାର୍ଜ! ଶେଷରେ ମୋଦି ସରକାର ଦେଲେ ସଫେଇ

ନୂଆଦିଲ୍ଲୀ,୧୦।୮: ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଏଥିରେ ପ୍ରାୟତଃ ସରକାରୀ ଘୋଷଣା ଏବଂ ଯୋଜନା ବିଷୟରେ ସୂଚନା ଥାଏ। ଏହି…

ପଛକୁ ପଛ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଓଡ଼ିଶାକୁ ଜାରି ହେଲା…

ଭୁବନେଶ୍ୱର,୧୦।୮: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ…

ନାକ ଫୁଲ ଗିଳି ଦେଲେ ଶେହନାଜ: ଶୁଟି ସେଟ୍‌ରେ ଘଟିଲା…

ଚୁଲବୁଲି ଅଭିନେତ୍ରୀ ଶେହନାଜ ଗିଲଙ୍କ ସହ ଏକ ଦୁର୍ଘଟଣା ଘଟିଛି। ଶୁଟିଂ କରୁଥିବା ସମୟରେ ସେ ଭୁଲବଶତଃ ତାଙ୍କ ନାକ ଫୁଲ ଗିଳିଦେଇଛନ୍ତି। ଏହି ଘଟଣା ସେଟରେ…

୮ ଫୁଟ ଲମ୍ବର ଅଜଗର ଉଦ୍ଧାର: ଜମିରେ ଚାଷ କାମ କରୁଥିବାବେଳେ…

କେସିଙ୍ଗା,୧୦।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁସ୍ଥିତ ତେଳନଦୀ ଜମି ପାର୍ଶ୍ୱରୁ ସୋମବାର ୮ ଫୁଟ ଲମ୍ବର…

ଅମିତ ଶାହାଙ୍କୁ ଦେଖି ଦୌଡିଲେ କଲେକ୍ଟର: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ, ଦେଖନ୍ତୁ VIDEO

ଚେନ୍ନାଇ,୧୦।୮: ତାମିଲନାଡୁ ଏବଂ ପୁଡୁଚେରୀ ଗସ୍ତ ସମୟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ତିରୁଭନ୍ନାମଲାଇର ପ୍ରସିଦ୍ଧ ଅନ୍ନାମଲାଇର ମନ୍ଦିର ପରିଦର୍ଶନ କରି ବିଶେଷ ପ୍ରାର୍ଥନା କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri