Posted inରାଜ୍ୟ

ଭୁବନେଶ୍ୱର ଆଇଆଇଟି ବିଓଜି ଅଧ୍ୟକ୍ଷ ହେଲେ ରାଜେନ୍ଦ୍ର

ଭୁବନେଶ୍ୱର(ବ୍ୟୁରୋ),୨ା୯: ପାଓ୍ବାର ଗ୍ରୀଡ କର୍ପୋରେଶନର ପୂର୍ବତନ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଡକ୍ଟର ରାଜେନ୍ଦ୍ର ପ୍ରସାଦ ସିଂ ଭୁବନେଶ୍ୱରସ୍ଥିତ ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜି(ଆଇଆଇଟି)ର ବୋର୍ଡ ଅଫ୍‌ ଗଭନର୍ସ(ବିଓଜି)ର ଅଧ୍ୟକ୍ଷଭାବେ ନିଯୁକ୍ତ ହୋଇଛନ୍ତି। ସେ ଏହି ପଦବୀରେ ୨୦୨୦ ଅଗଷ୍ଟ ୨୮ରୁ ଆସନ୍ତା ୩ବର୍ଷ ପାଇଁ କାର୍ଯ୍ୟ କରିବେ। ଆଇଆଇଟି ଅଧ୍ୟକ୍ଷ ପଦ ପାଇଁ ରାଜେନ୍ଦ୍ରଙ୍କ ନାମ ରାଷ୍ଟ୍ରପତି ମନୋନୀତ କରିଥିବା କେନ୍ଦ୍ର ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ଉଚ୍ଚ ଶିକ୍ଷା(ବୈଷୟିକ) ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରକାଶ ଯେ, ରାଜେନ୍ଦ୍ର ପୂର୍ବରୁ ଆଜ୍ୟୁର ପାଓ୍ବାର ଗ୍ଲୋବାଲ ଲିମିଟେଡର ସ୍ବାଧୀନ ନିର୍ଦ୍ଦେଶକ ପଦବୀରେ ମଧ୍ୟ ଅବସ୍ଥାପିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ ଚେକ୍‌ କରନ୍ତୁ ଆକାଉଣ୍ଟ

ନୟାଗଡ଼,୨୮ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଲାଠିପଡ଼ାରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚି ଗହ୍ମାପୂର୍ଣ୍ଣିମା ଅବସରରେ ୫ମ କିସ୍ତି ସୁଭଦ୍ରା ଅନୁଦାନ ପ୍ରଦାନ କରିଛନ୍ତି। ଆଜିର…

ମୋହନ ଭାଗବତଙ୍କ ଭିଜା ରଦ୍ଦ ପାଇଁ ୟୁଏସ୍‌ସିଆଇଆର୍‌ଏଫ୍‌ର ଦାବି

ଓ୍ବାଶିଂଟନ,୨୮।୮(ପି.ଟି.): ନ୍ୟୁୟର୍କକୁ ୩ ଦିନିଆ ଗସ୍ତରେ ଯାଇଥିବା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତଙ୍କ ଭିଜା ରଦ୍ଦ କରିବାକୁ ଆମେରିକାର ଅନ୍ତର୍ଜାତୀୟ ଧର୍ମୀୟ ସ୍ବାଧୀନତା…

ଆଖଡ଼ାଶାଳୀ ସ୍ଲୁଇସ୍‌ କ୍ରୀକ୍‌ ୬ ପଞ୍ଚାୟତର ଚାଷୀଙ୍କ ଭାତହାଣ୍ଡି, ବିଧାୟକ କହିଲେ ଏଠାରେ ଖୁବ୍‌ଶୀଘ୍ର ହେବ…

ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମ ଲକ୍ଷ୍ମୀ ନାରାୟଣ ମନ୍ଦିର ପରିସରରେ ଗୁରୁବାର ବଳଦେବଜୀଉଙ୍କ ଜନ୍ମଦିବସ ଅବସରରେ ଚଷା…

ଗ୍ରାହକଙ୍କୁ ବଡ଼ ଝଟ୍‌କା ବଢିଲା କ୍ଷୀର ଦର: ଏବେ ଲିଟର ପିଛା…

ମୁମ୍ବାଇ,୨୮।୮: ପାର୍ବଣ ଋତୁ ଆରମ୍ଭରୁ ଗ୍ରାହକଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ସେପ୍ଟେମ୍ବର ୧, ୨୦୨୬ଠାରୁ, ମୁମ୍ବାଇରେ କ୍ଷୀର କିଣିବା ସାଧାରଣ ଲୋକଙ୍କ ପକେଟ ଉପରେ ଭାରୀ…

ସେପ୍ଟେମ୍ବର ୧ରୁ ଲାଗୁ ହେବ ନୂଆ ନିୟମ: ଗ୍ରାହକଙ୍କ ସୁବିଧା ପାଇଁ …

ଚେନ୍ନାଇ,୨୮।୮: ତାମିଲନାଡୁରେ ମଦର ଖୁଚୁରା ବିକ୍ରି ଉପରେ ସରକାରୀ ଏକାଧିକାର ରଖୁଥିବା ସଂସ୍ଥା TASMAC ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ…

ଗ୍ରହଙ୍କ ବଡ଼ ସଂଯୋଗ: ଏହି ୫ ରାଶିଙ୍କୁ ମିଳିବ ଧନଠାରୁ କ୍ୟାରିୟର ପର୍ଯ୍ୟନ୍ତ ଲାଭ

୨୮ ଅଗଷ୍ଟ ୨୦୨୬ ଦିନଟି ପଞ୍ଜିକା ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ ମାସ ଶୁକ୍ଳ ପକ୍ଷର ପୂର୍ଣ୍ଣିମା ତିଥି…

‘ଇମ୍ରାନ ଖାନଙ୍କୁ ମାରିଦେବାକୁ ଚାହୁଁଛନ୍ତି ପାକିସ୍ତାନ ସରକାର’, ବଡ଼ ଦାବି କଲେ ପୁଅ

ଇସଲାମାବାଦ,୨୮।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ନେଇ ବଡ଼ ଅଭିଯୋଗ ଆସିଛି । ଇମ୍ରାନ ଖାନଙ୍କ ଦୁଇ ପୁଅ କାସିମ ଖାନ ଓ ସୁଲେମାନ ଖାନ…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri