ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ। ସେ ତାଙ୍କ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଛନ୍ତି। ଭାଜପା ରାଜୁଙ୍କୁ ସୋରରୁ ପ୍ରାର୍ଥୀ କରି ଟିକେଟ୍‌ ଫେରାଇ ନେଇଥିଲା। ଯାହା ପରେ ସେ ଅସନ୍ତୋଷ ହୋଇ ଦଳ ଛାଡିଥିବା କୁହାଯାଉଛି।

ଭାରତୀୟ ଜନତା ପାର୍ଟି ସୋରରୁ ପ୍ରଥମେ ରାଜୁ ଦାସଙ୍କୁ ଟିକେଟ୍‌ ଦେଇଥିଲା। ଟିକେଟ୍‌ ପାଇବା ପରେ ରାଜୁ ଦାସ ଜୋରଦାର ପ୍ରଚାର ଆରମ୍ଭ କରିଥିଲେ । ହେଲେ ମଙ୍ଗଳବାର ଭାଜପା ସୋର ବିଧାନସଭା ପ୍ରାର୍ଥୀ ପରିବର୍ତ୍ତନ କରିଥିଲା। ରାଜୁଙ୍କ ଟିକେଟ କାଟି ଦଳ ପର୍ଶୁରାମ ଧଡ଼ାଙ୍କୁ ଟିକେଟ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ।…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

“କାମ କର, ନଚେତ୍ ଅନ୍ୟପାଇଁ ବାଟ ଛାଡ଼”: କଡ଼ା ଚେତାବନୀ ଦେଇ…

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରଦେଶ ଏବଂ ଜାତୀୟ ସ୍ତରର ପ୍ରମୁଖ ଦଳୀୟ…

ଭଞ୍ଜନଗରରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ, କୁଲାଡରେ ଗୁହାଳ ଘର ଭୁଶୁଡ଼ି ୧୫ରୁ ଅଧିକ ଛେଳି ମୃତ

ଭଞ୍ଜନଗର,୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ଦିନ ହେବ ଅପରାହ୍ନ ଏବଂ ରାତିରେ ଲାଗିରହିଥିବା ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।…

ଜିଆର୍‌ପି କନଷ୍ଟେବଳ ସୌମ୍ୟ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୬ ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୭।୮: ଚର୍ଚ୍ଚିତ ଜିଆର୍‌ପି (GRP) କନଷ୍ଟେବଳ ସୌମ୍ୟ ରଞ୍ଜନ ମହାପାତ୍ର ହତ୍ୟା ମାମଲାରେ କୋର୍ଟଙ୍କ ପକ୍ଷରୁ ୬ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଯାଇଛି। ଏହି ମାମଲାରେ ପୂର୍ବରୁ…

କେଉଁ ଦଳରେ ଯୋଗଦେବେ ହାର୍ଦ୍ଦିକ ପାଣ୍ଡ୍ୟା? କେତେ ମୂଲ୍ୟରେ…ଅଶ୍ୱିନ୍ କଲେ ବଡ଼ ଖୁଲାସା

ଚେନ୍ନାଇ,୭।୮: ଆଇପିଏଲ୍ ୨୦୨୬ ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ି ଅନ୍ୟ କୌଣସି ଦଳରେ ଯୋଗଦେବା ନେଇ କଳ୍ପନାଜଳ୍ପନା ଜାରି ରହିଛି। କିଛି ଲୋକଙ୍କ ମତରେ…

Add-On Credit Card କ’ଣ? କିଏ କରିପାରିବେ ଏହାର ବ୍ୟବହାର, ଜାଣନ୍ତୁ ସମ୍ପୂର୍ଣ୍ଣ…

ନୂଆଦିଲ୍ଲୀ, ୭।୮: ଆଜିକାଲି ପରିବାରର ବିଭିନ୍ନ ଖର୍ଚ୍ଚ ଯେପରିକି ଘରୋଇ ବିଲ୍, ଶପିଂ, ଭ୍ରମଣ ଏବଂ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ଆଦି ଏକାଠି ପରିଚାଳନା କରିବା କଷ୍ଟକର…

କେସିଙ୍ଗାର ଯୁବ ପ୍ରତିଭା, ସାମାଜିକ କର୍ମୀ ରମେଶ କୁମାର ଜେନାଙ୍କ ଅକାଳ ବିୟୋଗ: ଝୁରୁଛି ଗାଁ ମାଟି

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୧୧ ନମ୍ବର ୱାର୍ଡର ଅନନ୍ତ ରାମ ଜେନାଙ୍କ ପୁତ୍ର ତଥା ସଜନୀ ଜେନାଙ୍କ ସୁପୁତ୍ର ରମେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri