ରାଜେଶ ମହାପାତ୍ରଙ୍କୁ ମିଳିବ ପ୍ରାଣୀମିତ୍ର ଆଓ୍ବାର୍ଡ

ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ନନ୍ଦନକାନନ ପ୍ରାଣୀ ଉଦ୍ୟାନର ବାୟୋଲୋଜିଷ୍ଟ ଡ. ରାଜେଶ କୁମାର ମହାପାତ୍ରଙ୍କୁ ୨୦୨୦ ମସିହାର ସମ୍ମାନଜନକ ‘ପ୍ରାଣୀମିତ୍ର ଆୱାର୍ଡ’ ମିଳିବ। କେନ୍ଦ୍ରୀୟ ଚିଡିଆଖାନା ପ୍ରାଧିକରଣ ତରଫରୁ ଅକ୍ଟୋବର ୫ରେ ଅନୁଷ୍ଠିତ ଭର୍ଚୁଆଲ କାର୍ଯ୍ୟକ୍ରମରେ ରାଜେଶଙ୍କ ନାମ ଏହି ସମ୍ମାନ ପ୍ରଦାନ କରାଯିବ। ଏଥିପାଇଁ ଦେଶରୁ ୧୫୦ଜଣ ମନୋନୀତ ହୋଇଥିବାବେଳେ ଓଡ଼ିଶାର କେବଳ ଡ. ରାଜେଶଙ୍କୁ ଏହି ସମ୍ମାନ ପାଇଁ ଘୋଷଣା କରାଯାଇଛି। ଏନେଇ ବୁଧବାର କେନ୍ଦ୍ରୀୟ ଚିଡିଆଖାନା ପ୍ରାଧିକରଣର ଡିଆଇଜି ଡ. ସୋନାଲି ଘୋଷ ପତ୍ର ମାଧ୍ୟମରେ ନନ୍ଦନକାନନ ନିର୍ଦ୍ଦେଶକ ଓ ରାଜ୍ୟ ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ୱାବଧାରକଙ୍କୁ ଜଣାଇଛନ୍ତି। ସୂଚନାଯୋଗ୍ୟ, ବନ୍ୟପ୍ରାଣୀ ଗବେଷଣା କ୍ଷେତ୍ରରେ ଡ. ମହାପାତ୍ର ବେଶ୍‌ ଚର୍ଚ୍ଚିତ। ବଜ୍ରକାପ୍ତା ବିଶେଷଜ୍ଞ ଭାବେ ରାଜେଶଙ୍କୁ ଆନ୍ତର୍ଜାତିକ ମାନ୍ୟତା ମିଳିଛି। ତାଙ୍କର ଅନେକ ଗବେଷଣାତ୍ମକ ନିବନ୍ଧ ପ୍ରତିଷ୍ଠିତ ଆନ୍ତର୍ଜାତିକ ଜର୍ନାଲରେ ମଧ୍ୟ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?