ପୁରୁଷୋତ୍ତମପୁର ଏସ୍‌ଡିପିଓ ଭାବେ ଦାୟିତ୍ୱ ନେଲେ ରଜନୀକାନ୍ତ

ପୁରୁଷୋତ୍ତମପୁର,୨୬।୯(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏସ୍‌ଡିପିଓ ଭାବେ ରଜନୀକାନ୍ତ ସାମଲ ସୋମବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏଠାରେ ଥିବା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନଙ୍କ ଢେଙ୍କାନାଳ ଜିଲା ସଦର ଏସ୍‌ଡିପିଓ ଭାବେ ବଦଳି କରାଯାଇଛି। ରଜନୀକାନ୍ତ ସାମଲ ଏହା ପୂର୍ବରୁ ଜଗତସିଂହପୁର ଜିଲାରେ ଡିଏସ୍‌ପି ଭାବେ କାର୍ଯ୍ୟ କରୁଥିଲେ। ନୂତନ ଭାବେ ଦାୟିତ୍ୱ ନେବା ପରେ ଏସ୍‌ଡିପିଓ କହିଛନ୍ତି ଯେ, ଅଞ୍ଚଳରେ ଅସାମାଜିକ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ବରିଷ୍ଠ ନାଗରିକଙ୍କୁ ସୁରକ୍ଷା ଦେବା ମୁଖ୍ୟ ଲକ୍ଷ୍ୟ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଲଗାମ ହେଲାଣି ନିଶା ଓଷଧ କାରବାର

ଯୋଡ଼ା,୩୧।୮(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡା ସହରରେ ନିଶା ଓଷଧ କାରବାର ଅହେତୁକ ପରିମାଣରେ ବୃଦ୍ଧି ପାଇଛି ା ବାହାର ରାଜ୍ୟରୁ ଏହାକୁ ଆଣି ସହରରେ ବିକ୍ରୟ...

କଟକ ଦମ୍ପତିଙ୍କ ସମେତ ୮ ଦଗ୍ଧ

କଟକ ଅଫିସ/ ସିକନ୍ଦରାବାଦ,୧୪ା୯: ତେଲଙ୍ଗାନାର ସିକନ୍ଦରାବାଦସ୍ଥିତ ଏକ ଇଲେକ୍ଟ୍ରିକ୍‌ ସ୍କୁଟର ଶୋ’ରୁମ୍‌ରେ ସୋମବାର ବିଳମ୍ବିତ ରାତିରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ୮ଜଣଙ୍କ ମୃତ୍ୟୁ ହୋଇଥିବାବେଳେ...

ଗଞ୍ଜାମ ଜିଲା ଚିଠି: ପଛକୁ ଦେଖ

ଗତ ଏକ ବର୍ଷ ହେଲା ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି)ରେ ଅମଲାତନ୍ତ୍ର ଶାସନ ଚାଲିଛି। ୨୦୧୮ ସେପ୍ଟେମ୍ବର ୩୦ରେ ରାଜ୍ୟବ୍ୟାପୀ ସମସ୍ତ ପୌରସଂସ୍ଥାକୁ ରାଜ୍ୟ ସରକାର ଭାଙ୍ଗିଦେଇଥିଲେ...

ହାତୀ ଆକ୍ରମଣରେ ଜଣେ ଗୁରୁତର, ଗୋଟିଏ ଘର ଭାଙ୍ଗିଲେ

ଝୁମ୍ପୁରା, ୨୭।୧୦ (ଡି.ଏନ.ଏ.): ଝୁମ୍ପୁରା ବ୍ଲକ ଅନ୍ତର୍ଗତ ମଲଦା ଓ ବସନ୍ତପୁର ପଞ୍ଚାୟତରେ ୨ଦିନ ହେଲା ହାତୀପଲ ଆତଙ୍କ ଖେଳାଇ ଚାଲିଛନ୍ତି। ଧାନ ପାଚି ଆସୁଥିବା...

ନନ୍ଦପୁର:୧୩ ଉଚ୍ଚ ବିଦ୍ୟାଳୟରେ ନାହିଁ ବିଦ୍ୟୁତ୍‌ ସଂଯୋଗ

ନନ୍ଦପୁର,୧୩ା୩ (ଡି.ଏନ.ଏ.):ରାଜ୍ୟ ସରକାର ଶିକ୍ଷାର ବିକାଶ ଲାଗି ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏ ଦିଗରେ ବହୁ ଅର୍ଥ ବ୍ୟୟ କରୁଛନ୍ତି। ୫-ଟିରେ ବିଦ୍ୟାଳୟଗୁଡିକର ଆଧୁନିକୀକରଣ...

ବାଇକକୁ ସ୍କାନ୍‌ଷ୍ଟିଲ ବସ୍‌ ଧକ୍କା ଦେବା ଘଟଣା: ହତ୍ୟା ଉଦ୍ୟମ ଅଭିଯୋଗ, ଥାନା ଘେରିଲେ ଗ୍ରାମବାସୀ

ବଡଗାଁ, ୨୪।୭(ଡି.ଏନ୍‌.ଏ.): ୧୦ ନମ୍ବର ରାଜ୍ୟ ରାଜପଥ ସୁନ୍ଦରଗଡ଼ ଜିଲା ବଡଗାଁ ଥାନା ଅଧୀନ କଣ୍ଟିଆମୁରା ପେଟ୍ରୋଲ ପମ୍ପ ସମ୍ମୁଖରେ ଗତ ୨୧ ତାରିଖ ରାତି...

ଅଟୋରେ ଆସୁଥିଲେ, ମୋବାଇଲ ଲୁଟୁଥିଲେ

ଅନୁଗୋଳ ଅଫିସ, ୧୦ା୪: ଅନୁଗୋଳ ସାପ୍ତାହିକ ହାଟରୁ ଏକ ମୋବାଇଲ ଚୋରି ଗ୍ୟାଙ୍ଗକୁ କାବୁ କରିଛି ଅନୁଗୋଳ ପୋଲିସ। ଏହି ଗ୍ୟାଙ୍ଗରେ ଥିବା ସ୍ଥାନୀୟ ଅଞ୍ଚଳର...

୩ ବାର୍‌ହା ଶିକାରୀ ଗିରଫ, ମାଂସ ଜବତ

କେନ୍ଦୁଝର,୧ା୧୧(ସ୍ବ.ପ୍ର.): ତେଲକୋଇ ବନାଞ୍ଚଳ ସମାକୋଇ ରିଜର୍ଭ ଜଙ୍ଗଲରେ ବାର୍‌ହା ଶିକାର ଜାରି ରହିଥିବାରୁ ବନ୍ୟପ୍ରାଣୀ ସୁରକ୍ଷାକୁ ନେଇ ସାଧାରଣରେ ଚିନ୍ତାର ବିଷୟ ହୋଇଛି। ବିଦ୍ୟୁତତାର ଟାଣି...

Advertisement
Archives

Model This Week