ରାଜନୀତି ଛାଡିଲେ ରଜନୀକାନ୍ତ

ଚେନ୍ନାଇ,୧୨ ।୭: ସାଉଥ୍ ସୁପରଷ୍ଟାର ରଜନୀକାନ୍ତ ରଜନୀ ମକ୍କଲ ମନ୍ଦ୍ରମର ଅଧିକାରୀଙ୍କ ସହ କଥା ହେବା ପରେ କେବେବି ରାଜନୀତିକୁ ଆସିବେ ନାହିଁ ବୋଲି ନିଷ୍ପତ୍ତି ନେଇଥିବା ଜଣାପଡିଛି । ସେ ତାଙ୍କ ରାଜନୈତିକ ଦଳ ‘ରଜନୀ ମକ୍କଲ ମନ୍ଦ୍ରମ’କୁ ଭାଙ୍ଗି ଦେଇଛନ୍ତି । ଏହାସହ ରଜନୀକାନ୍ତ କହିଛନ୍ତି ସେ ଆଉ କେବେ ବି ରାଜନୀତି କରିବେ ନାହିଁ । ତେବେ ତାଙ୍କ ସଙ୍ଗଠନ ଏବେ ରଜନୀ ରସିଗର ନରପାନି ମନ୍ଦରାମ ନାମରେ ଜନତାଙ୍କ ସେବା କରିବ । ନିଜ ରାଜନୈତିକ ଦଳ ଭାଙ୍ଗିବା ସମୟରେ ତାଙ୍କ ପ୍ରଶଂସକଙ୍କ ସହ ମଧ୍ୟ ବୈଠକ କରିଥିଲେ । ସୂଚନାଯୋଗ୍ୟ, ଏହା ପୂର୍ବରୁ ଅର୍ଥାତ୍ ୨୦୨୦ରେ ରଜନୀକାନ୍ତ ରାଜନୀତି କରିବେ ନାହିଁ ବୋଲି କହିଥିଲେ । ହେଲେ ପୁଣିଥରେ ସେ ଏହାକୁ ନେଇ ଚିନ୍ତା କରିଥିଲେ । ଏବେ କିନ୍ତୁ ସେ ନିଜ ଦଳ ଭାଙ୍ଗି ଦେବା ସହ କେବେବି ରାଜନୀତିରେ ପାଦ ରଖିବେ ନାହିଁ ବୋଲି କହିଛନ୍ତି । ତେଣୁ ଅନୁମାନ କରାଯାଉଛି କି ସୁପରଷ୍ଟାର ଆଉ କେବେ ରାଜନୀତି ମଇଦାନକୁ ଆସିବେ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?