ରଜନୀକାନ୍ତ ଚଳାଉଛନ୍ତି ଏହି ଦାମୀ ଗାଡ଼ି, ଦାମ୍‌ ରହିଛି…

ଅଭିନୟ କରି ଦର୍ଶକଙ୍କ ହୃଦୟ ଜିତିଥିବା ସୁପରଷ୍ଟାର ରଜନୀକାନ୍ତ ମଧ୍ୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି । ସୋସିଆଲ ମିଡିଆରେ ସର୍ବଦା ସକ୍ରିୟ ଥିବାରୁ ସେ ଚର୍ଚ୍ଚାରେ ରହୁଛନ୍ତି। ତାଙ୍କର ଦେଶୀ ଷ୍ଟାଇଲ୍‌ ପାଇଁ ସେ ମଧ୍ୟ ଦର୍ଶକଙ୍କ ପ୍ରଥମ ପସନ୍ଦ ହୋଇଥାନ୍ତି। ଆଜିକାଲି ତାଙ୍କର ଏକ ଫଟୋକୁ ନେଇ ସେ ଟ୍ରେଣ୍ଡରେ ଅଛନ୍ତି।

ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ରଜନୀକାନ୍ତଙ୍କ ଏହି ଫଟୋରେ ସେ କାର୍‌ ଚଳାଉଥିବା ଦେଖିବାକୁ ମିଳିଛି। ଏହି ସମୟରେ, ମୁହଁରେ ଧଳା ରଙ୍ଗର ମାସ୍କ ପିନ୍ଧିଛନ୍ତି। ଏହାସହ ଏକ ଧଳା ରଙ୍ଗର କୁର୍ତ୍ତା ଏବଂ ଧୋତି ପିନ୍ଧିଥିବା ନଜର ଆସିଛନ୍ତି। ଏହି ବେଶରେ କୋଟି କୋଟି ଟଙ୍କାର ଏକ ଲମ୍ବୋର୍ଗିନି କାର୍‌ ଚଳାଉଥିବା ଦେଖିବାକୁ ମିଳିଛି। ଏହି ଲମ୍ବୋର୍ଗିନିର ମୂଲ୍ୟ ପ୍ରାୟ ୩ କୋଟି ଟଙ୍କା ଏବଂ ଏହା ରଜନୀକାନ୍ତଙ୍କ ନୁହେଁ, ବରଂ ତାଙ୍କ ଝିଅ ସୋନ୍ଦର୍ଯ୍ୟାଙ୍କର।

ରଜନୀକାନ୍ତ ମଙ୍ଗଳବାର କେଲାମ୍ବାକାମ ଘରୁ ତାଙ୍କ ଫାର୍ମହାଉସକୁ ଯାଇଥିଲେ। ଏହି ସମୟ ମଧ୍ୟରେ, ତାଙ୍କର ଏହି ଫଟୋ ଉଠାଯାଇଥିଲା। ତେବେ ଏହି ଫଟୋକୁ ନେଇ ବିବାଦ ସୃଷ୍ଟି ହୋଇଛି। ଲକ୍‌ଡାଉନ୍‌ରେ ରଜନୀକାନ୍ତଙ୍କୁ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବା ପାଇଁ ଅନୁମତି ଅଛି କି? ତେବେ ରଜନୀକାନ୍ତଙ୍କୁ ଶେଷଥର ପାଇଁ ‘ ଦରବାର’ ଫିଲ୍ମରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri