ରଜନୀକାନ୍ତ ଅସୁସ୍ଥ

ହାଇଦ୍ରାବାଦ,୨୫ ।୧୨: ସାଉଥ୍ ସୁପରଷ୍ଟାର ରଜନୀକାନ୍ତ ଅସୁସ୍ଥ ହୋଇଥିବା ଜଣାପଡିଛି । ଶୁକ୍ରବାର ସକାଳେ ତାଙ୍କୁ ହାଇଦ୍ରାବାଦର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଉଚ୍ଚ ରକ୍ତଚାପ କାରଣରୁ ସେ ଅସୁସ୍ଥ ଅନୁଭବ କରିଥିଲେ । ଏହାପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ, କିଛିଦିନ ତଳେ ରଜନୀକାନ୍ତଙ୍କ ଫିଲ୍ମ ଅନ୍ନାଥେ ଶୁଟିଂ ସେଟରେ ୭ ଜଣ ସଦସ୍ୟ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଥିଲା । ହେଲେ ଏହାପରେ ୭୦ ବର୍ଷୀୟ ରଜନୀକାନ୍ତଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଥିଲା । ଏବେ ସେ ଉଚ୍ଚ ରକ୍ତଚାପ ସହ ଅତ୍ୟଧିକ କାମର ଚାପ ଯୋଗୁ ଅସୁସ୍ଥ ହୋଇ ପଡିଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଭୟ: ଘରର ବାଲକୋନୀକୁ ଶୁଟିଂ ସେଟ୍‌ କରିଦେଲେଣି ଏହି ଅଭିନେତା

ବମ୍ବେ: କରୋନା କାଳରେ ଧିରେ ଧିରେ ଜନଜୀବନ ସ୍ବାଭାବିକ ହେବାରେ ଲାଗିଛି। ଏଣୁ ଚଳଚ୍ଚିତ୍ର, ବିଜ୍ଞାପନ ଆଦିର ଶୁଟିଂ ବନ୍ଦ କରି ଘରେ ବସିଥିବା କଳାକାରମାନେ...

ଦେଶରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ହାର ୩.୨ ପ୍ରତିଶତ: ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୩।୫: ଦେଶର କରୋନା ସଂକ୍ରମିତଙ୍କ ମୃତ୍ୟୁ ହାର ୩.୨ ପ୍ରତିଶତ ରହିଛି। ଏହା ପୃଥିବୀରେ ସବୁଠାରୁ କମ୍‌ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ...

ରାହୁଲ ଗାନ୍ଧୀ ଚାହୁଁଛନ୍ତି ରାସ୍ତାରେ ଲଢେଇ ହେଉ: ସମ୍ବିତ ପାତ୍ର

ନୂଆଦିଲ୍ଲୀ,୩।୨: କୃଷକ ଆନ୍ଦୋଳନକୁ ନେଇ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ଉପରେ ଭାଜପା ବର୍ଷିଛି। ଭାଜପା ମୁଖପାତ୍ର ସମ୍ବିତ ପାତ୍ର କହିଛନ୍ତି ଯେ, ରାହୁଲ ଗାନ୍ଧୀ...

ଏପ୍ରିଲ ୪ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତରେ ରହିବେ ନୱାବ ମଲିକ

ମୁମ୍ବାଇ,୨୧ ।୩: ଦାଉଦ ଇବ୍ରାହିମ ମନି ଲଣ୍ଡରିଂ ମାମଲାରେ କୋର୍ଟ ମହାରାଷ୍ଟ୍ରର ମନ୍ତ୍ରୀ ତଥା ଏନ୍‌ସିପି ନେତା ନୱାବ ମଲିକଙ୍କୁ ଏପ୍ରିଲ ୪ ପର୍ଯ୍ୟନ୍ତ ବିଚାର...

ସନ୍ତାନଙ୍କୁ ଜନ୍ମ ଦେବା ଅବା ନଦେବା ନିଷ୍ପତ୍ତି ମା‘ଙ୍କର ବ୍ୟକ୍ତିଗତ ମୌଳିକ ଅଧିକାର…

ନୂଆଦିଲ୍ଲୀ,୨୫।୧୧: ଏକ ମାମଲାର ବିଚାର କରି ଦିଲ୍ଲୀ ହାଇକୋର୍ଟ କହିଛନ୍ତି ଯେ, ସନ୍ତାନଙ୍କୁ ଜନ୍ମ ଦେବା ଅବା ନ ଦେବା ମହିଳାଙ୍କର ବ୍ୟକ୍ତିଗତ ମୌଳିକ ଅଧିକାର।...

କବିତା ଲେଖୁଛନ୍ତି ଜାହ୍ନବୀ

ଏବେ ତ କରୋନା ଆତଙ୍କରେ ସମଗ୍ର ବିଶ୍ୱ ଆତଙ୍କିତ। ତେଣୁ ଲକ୍‌ଡାଉନ୍‌ ସମୟରେ କେବଳ ସାଧାରଣ ଜନତା ନୁହନ୍ତି, କଳାକାର ମଧ୍ୟ ନିଜକୁ ଘର ଭିତରେ...

ଦିଲ୍ଲୀରେ ଗୋଷ୍ଠୀ ସଂକ୍ରମଣ

ନୂଆଦିଲ୍ଲୀ,୧୬।୧: ଦିଲ୍ଲୀରେ ଓମିକ୍ରନ୍‌ ଭାରିଆଣ୍ଟର ଗୋଷ୍ଠୀ ସଂକ୍ରମଣ ହୋଇଥିବା ଜଣାପଡ଼ିଛି। ସଂକ୍ରମିତଙ୍କ ମଧ୍ୟରୁ ୬୧ ପ୍ରତିଶତଙ୍କର ଅନ୍ତର୍ଜାତୀୟ ଟ୍ରାଭେଲ ହିଷ୍ଟ୍ରି ନ ଥିବା ଏକ ଅଧ୍ୟୟନରୁ...

କାସଗଞ୍ଜ ହାଜତ ମୃତ୍ୟୁ ମାମଲାକୁ ନେଇ ତେଜୁଛି ରାଜନୀତି: ପୀଡ଼ିତ ପରିବାରକୁ ଭେଟି ପାରନ୍ତି ପ୍ରିୟଙ୍କା

ନୂଆଦିଲ୍ଲୀ,୧୧ ।୧୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ବେଳକୁ ବେଳ ସରଗରମ ହେଉଛି ରାଜନୀତି । କାସଗଞ୍ଜ ମାମଲାକୁ ନେଇ ଏବେ ରାଜନୀତି ପୁଣିଥରେ...

Advertisement
Archives

Model This Week