ଏସିଆର ସର୍ବାଧିକ ପାରିଶ୍ରମିକ ପାଉଥିବା ଅଭିନେତା ରଜନୀକାନ୍ତ

ମୁମ୍ବାଇ: ସୁପରଷ୍ଟାର ରଜନୀକାନ୍ତଙ୍କ ଫିଲ୍ମ ‘ଜେଲର’ ଏହି ନିକଟରେ ମୁକ୍ତିଲାଭ କରିଥିଲା, ଯାହା ବକ୍ସ ଅଫିସରେ ବ୍ଲକବୁଷ୍ଟର ହୋଇଥିଲା। ତେବେ ରଜନୀକାନ୍ତ ଏସିଆର ସର୍ବାଧିକ ପାରିଶ୍ରମିକ ପାଉଥିବା ଅଭିନେତା ହୋଇପାରିଛନ୍ତି। ଲୋକେଶ କାନଗରାଜଙ୍କ ପରବର୍ତ୍ତୀ ଚଳଚ୍ଚିତ୍ର ପାଇଁ ରଜନୀକାନ୍ତଙ୍କ ମହଙ୍ଗା ଫି’ ଏହାର ମୁଖ୍ୟ କାରଣ, ଯାହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଛି। ରଜନୀକାନ୍ତଙ୍କ ହାତରେ ଏବେ ୨ଟି ରୋମାଞ୍ଚକର ପ୍ରୋଜେକ୍ଟ ରହିଛି। ସେଥିମଧ୍ୟରୁ ଗୋଟିଏରେ ଲୋକେଶ ନିର୍ଦ୍ଦେଶନା ଦେଇଛନ୍ତି, ଯାହାର ଟାଇଟଲ ରହିଛି ‘ଥାଲାଇଭର୍‌ ୧୭୦’। ଏହି ଫିଲ୍ମରୁ ସୁପରଷ୍ଟାରଙ୍କ ଫି’ ବାବଦରେ ଜଣାପଡ଼ିଛି। ତେବେ ରଜନୀକାନ୍ତ ଏହି ଫିଲ୍ମ ପାଇଁ ୨୬୦-୨୮୦ କୋଟି ଟଙ୍କା ଦାବି କରିଛନ୍ତି। ଏହି ଫି’ ତାଙ୍କୁ ଏସିଆର ସର୍ବାଧିକ ପାରିଶ୍ରମିକପ୍ରାପ୍ତ ଅଭିନେତା ଭାବେ ପରିଣତ କରିଛି। ଫିଲ୍ମଟି ସନ୍‌ ପିକ୍ଚର୍ସ ଦ୍ୱାରା ନିର୍ମିତ ହେଉଛି, ଯାହା ରଜନୀକାନ୍ତଙ୍କ ‘ଜେଲର୍‌’କୁ ମଧ୍ୟ ନିର୍ମାଣ କରିଥିଲା।
‘ଜେଲର’ ୨୨୫ କୋଟି ଟଙ୍କା ବଜେଟରେ ନିର୍ମିତ ହୋଇଥିବାବେଳେ ଚଳଚ୍ଚିତ୍ର ୬୦୫ କୋଟି ଟଙ୍କା ରୋଜଗାର କରିଛି। ତେବେ ରଜନୀକାନ୍ତ ୧୯୭୫ରେ ତାଙ୍କ ଫିଲ୍ମ କ୍ୟାରିୟର ଆରମ୍ଭ କରିଥିଲେ। ଏହାପରଠାରୁ ସେ ପ୍ରଶଂସକଙ୍କୁ ଅନେକ ଫିଲ୍ମ ଭେଟି ଦେଇଛନ୍ତି। ଶେଷଥର ପାଇଁ ତାଙ୍କୁ ‘ଜେଲର’ ଫିଲ୍ମରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri