Posted inଖେଳ

ଏଥର ବିଶ୍ୱକପ୍‌ ଭାରତର ଏଭଳି ଗ୍ୟାରେଣ୍ଟି ଦେଲେ ଏହି ଅଭିନେତା

ନୂଆଦିଲ୍ଳୀ,୧୭।୧୧: ୱାଙ୍ଖେଡେ ଷ୍ଟାଡ଼ିୟମରେ ଖେଳାଯାଇଥିବା ୨୦୨୩ ବିଶ୍ୱପକ୍‌ର ପ୍ରଥମ ସେମିଫାଇନାଲ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ ପରାସ୍ତ ପ୍ରଥମ ଦଳ ଭାବେ ଭାରତ ଫାଇଲାନରେ ପହଞ୍ଚିଛି। ସେହିପରି କୋଲକାତାର ଇଡେନ୍‌ ଗାର୍ଡେନ୍ସରେ ଗୁରୁବାର ଖେଳାଯାଇଥିବା ବିଶ୍ୱକପ୍‌ର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ୩ ଉଇକେଟ୍‌ରେ ବିଜୟ ହୋଇ ଫାଇନାଲ୍‌ରେ ଏଣ୍ଟ୍ରି କରିଛି। ଅନ୍ୟପକ୍ଷେ ଭାରତ ସହ ଅଷ୍ଟ୍ରେଲିଆ ଆସନ୍ତା ୧୯ ତାରିଖରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳିବ।

ଏହି ପରିପ୍ରେକ୍ଷୀରେ ପ୍ରଥମ ସେମିଫାଇନାଲ ମ୍ୟାଚରେ ଚଳଚ୍ଚିତ୍ର ତାରକା ସିଦ୍ଧାର୍ଥ ମଲହୋତ୍ରା, କିଆରା ଆଡଭାନୀ, ସାହିଦ କପୁର, ରଣବୀର କପୁରଙ୍କ ସମେତ ଅନେକ ସେଲିବ୍ରିଟି ଉପସ୍ଥିତ ରହି ଟିମ୍‌ ଇଣ୍ଡିଆକୁ ଉତ୍ସାହିତ କରିଥିଲେ। ଏପରିକି ବରିଷ୍ଠ ଅଭିନେତା ରଜନୀକାନ୍ତ ମଧ୍ୟ ମ୍ୟାଚ୍‌ ଦେଖି ଟିମ୍‌ ଇଣ୍ଡିଆକୁ ଉତ୍ସାହିତ କରିଥିଲେ। ବର୍ତ୍ତମାନ ଅଭିନେତା ରଜନୀକାନ୍ତ ଫାଇନାଲ ମ୍ୟାଚରେ ବିଶ୍ୱ ବିଜେତା କିଏ ହେବ ଏନେଇ ପୂର୍ବାନୁମାନ କରିଛନ୍ତି।

ରଜନୀକାନ୍ତ କହିଛନ୍ତି, ପ୍ରଥମ ସେମିଫାଇନାଲ ମ୍ୟାଚ୍‌ରେ ମୁଁ ଭୟଭୀତ ଅନୁଭବ କରୁଥିଲି। ନ୍ୟୁଜିଲାଣ୍ଡର ଉଇକେଟ୍‌ ପଡିବା ପରେ ସବୁ ଠିକ୍‌ ହୋଇଗଲା। ବର୍ତ୍ତମାନ ୧୦୦ ପ୍ରତିଶତ ଗ୍ୟାରେଣ୍ଟି ବିଶ୍ୱକପ୍‌ ଆମର ହେବ। ଅର୍ଥାତ ବିଶ୍ବକପ୍‌ ଫାଇନାଲରେ ଭାରତ ବିଜୟୀ ହେବ ବୋଲି ସେ ପୂର୍ବାନୁମାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri