Posted inଖେଳ

ଏଥର ବିଶ୍ୱକପ୍‌ ଭାରତର ଏଭଳି ଗ୍ୟାରେଣ୍ଟି ଦେଲେ ଏହି ଅଭିନେତା

ନୂଆଦିଲ୍ଳୀ,୧୭।୧୧: ୱାଙ୍ଖେଡେ ଷ୍ଟାଡ଼ିୟମରେ ଖେଳାଯାଇଥିବା ୨୦୨୩ ବିଶ୍ୱପକ୍‌ର ପ୍ରଥମ ସେମିଫାଇନାଲ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ ପରାସ୍ତ ପ୍ରଥମ ଦଳ ଭାବେ ଭାରତ ଫାଇଲାନରେ ପହଞ୍ଚିଛି। ସେହିପରି କୋଲକାତାର ଇଡେନ୍‌ ଗାର୍ଡେନ୍ସରେ ଗୁରୁବାର ଖେଳାଯାଇଥିବା ବିଶ୍ୱକପ୍‌ର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ୩ ଉଇକେଟ୍‌ରେ ବିଜୟ ହୋଇ ଫାଇନାଲ୍‌ରେ ଏଣ୍ଟ୍ରି କରିଛି। ଅନ୍ୟପକ୍ଷେ ଭାରତ ସହ ଅଷ୍ଟ୍ରେଲିଆ ଆସନ୍ତା ୧୯ ତାରିଖରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳିବ।

ଏହି ପରିପ୍ରେକ୍ଷୀରେ ପ୍ରଥମ ସେମିଫାଇନାଲ ମ୍ୟାଚରେ ଚଳଚ୍ଚିତ୍ର ତାରକା ସିଦ୍ଧାର୍ଥ ମଲହୋତ୍ରା, କିଆରା ଆଡଭାନୀ, ସାହିଦ କପୁର, ରଣବୀର କପୁରଙ୍କ ସମେତ ଅନେକ ସେଲିବ୍ରିଟି ଉପସ୍ଥିତ ରହି ଟିମ୍‌ ଇଣ୍ଡିଆକୁ ଉତ୍ସାହିତ କରିଥିଲେ। ଏପରିକି ବରିଷ୍ଠ ଅଭିନେତା ରଜନୀକାନ୍ତ ମଧ୍ୟ ମ୍ୟାଚ୍‌ ଦେଖି ଟିମ୍‌ ଇଣ୍ଡିଆକୁ ଉତ୍ସାହିତ କରିଥିଲେ। ବର୍ତ୍ତମାନ ଅଭିନେତା ରଜନୀକାନ୍ତ ଫାଇନାଲ ମ୍ୟାଚରେ ବିଶ୍ୱ ବିଜେତା କିଏ ହେବ ଏନେଇ ପୂର୍ବାନୁମାନ କରିଛନ୍ତି।

ରଜନୀକାନ୍ତ କହିଛନ୍ତି, ପ୍ରଥମ ସେମିଫାଇନାଲ ମ୍ୟାଚ୍‌ରେ ମୁଁ ଭୟଭୀତ ଅନୁଭବ କରୁଥିଲି। ନ୍ୟୁଜିଲାଣ୍ଡର ଉଇକେଟ୍‌ ପଡିବା ପରେ ସବୁ ଠିକ୍‌ ହୋଇଗଲା। ବର୍ତ୍ତମାନ ୧୦୦ ପ୍ରତିଶତ ଗ୍ୟାରେଣ୍ଟି ବିଶ୍ୱକପ୍‌ ଆମର ହେବ। ଅର୍ଥାତ ବିଶ୍ବକପ୍‌ ଫାଇନାଲରେ ଭାରତ ବିଜୟୀ ହେବ ବୋଲି ସେ ପୂର୍ବାନୁମାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri