Posted inଜାତୀୟ

ଡିସେମ୍ବର ଶେଷରେ ନିଜ ଦଳ ଘୋଷଣା କରିବେ ରଜନୀକାନ୍ତ

ଚେନ୍ନାଇ,୩ ।୧୨: ସାଉଥ୍ ସୁପରଷ୍ଟାର ରଜନୀକାନ୍ତ ଡିସେମ୍ବର ୩୧ରେ ତାଙ୍କର ବହୁପ୍ରତିକ୍ଷିତ ରାଜନୈତିକ ଦଳର ଘୋଷଣା କରିବେ ବୋଲି କହିଛନ୍ତି । ଏହାସହ ବର୍ଷ ବର୍ଷ ଧରି ଚାଲିଥିବା ଆଲୋଚନାର ଅନ୍ତ ଘଟାଇ ଜାନୁୟାରୀରେ ପାର୍ଟି ଲଞ୍ଚ କରିବେ । ଏହି ଘୋଷଣା ସେ ନିଜ ମଞ୍ଚ ରଜନୀ ମକ୍କଲ ମଂନ୍ଦ୍ରମର ବରିଷ୍ଠ ପଦାଧିକାରୀଙ୍କ ସହ ସାକ୍ଷାତ୍ କରିବାର ଗୋଟିଏ ଦିନ ପରେ କରିଛନ୍ତି । ସେ କହିଛନ୍ତି ନିର୍ବାଚନ ରାଜନୀତି ସହ ଜଡିତ ନିଜ ଯୋଜନା ସମ୍ପର୍କରେ ଖୁବଶୀଘ୍ର ଘୋଷଣା କରିବେ । ରଜନୀକାନ୍ତ କହିଛନ୍ତି ନିର୍ବାଚନ ପରେ ସେ ଏମିତି ସରକାର ଗଠନ କରିବେ ଯାହା ଜାତି, ଧର୍ମ ଓ ସମ୍ପ୍ରଦାୟର ଉପରେ ରହି କାମ କରିବ । ସେ ତାଙ୍କ ସରକାର ଗଠନ କରି ରାଜ୍ୟର ରାଜନୈତିକ ଦୃଶ୍ୟପଟକୁ ସମ୍ପୂର୍ଣ୍ଣ ବଦଳାଇ ଦେବେ ବୋଲି କହିଛନ୍ତି । ତାଙ୍କ ସରକାର ସମସ୍ତଙ୍କ ଭଲ ପାଇଁ କାମ କରିବ । ରଜନୀକାନ୍ତ ଯାହା କୁହନ୍ତି ତାହା କରି ଦେଖାନ୍ତି । ଏଥିପାଇଁ ସେ ଜନସାଧାରଣଙ୍କ ସହଯୋଗ ଲୋଡିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶାହୀ ମସଜିଦକୁ ନେଇ ଉତ୍ତେଜନା, ପୋଲିସ ଉପରକୁ ପଥରମାଡ଼

ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ…

କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…

ଡେରାଡୁନ୍‌,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫…

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?