ରାଜୀବ ଗାନ୍ଧୀଙ୍କ ନୀତି, ଆଦର୍ଶକୁ ଅନୁସରଣ କରାଯାଉ

କେସିଙ୍ଗା,୨୨ା୫(ତୁମେଶ୍ବର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା କଂଗ୍ରେସ ଭବନରେ ଗୁରୁବାର ଟାଉନ ସଭାପତି ସୁଭାଷ ଜୈନଙ୍କ ସଭାପତିତ୍ୱରେ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ ସୃତିଚାରଣ ସଭା ଅନୁଷ୍ଠିତ ହୋଇଯାଇଛି। ରାଜୀବ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ କାଳରେ ହୋଇଥିବା ବିଭିନ୍ନ ଦୃଷ୍ଟାନ୍ତମୂଳକ କାର୍ଯ୍ୟକ୍ରମ ବିଷୟରେ କର୍ମୀମାନେ ଆଲୋଚନା କରିଥିଲେ। ବିଶେଷ କରି ପଞ୍ଚାୟତିରାଜ ବ୍ୟବସ୍ଥା ଲାଗୁ କରିବା ମହତ୍ୱପୂର୍ଣ୍ଣ ବ୍ୟବସ୍ଥା ଥିଲା। ତାଙ୍କ ଆଦର୍ଶ ନୀତିକୁ ଅନୁସରଣ କରିବାକୁ କର୍ମକର୍ତ୍ତା ଆହ୍ବାନ ଦେଇଥିଲେ। ପରେ ସମସ୍ତେ ରାଜୀବ ଗାନ୍ଧୀ ଛକସ୍ଥିତ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ।

ସ୍ମୃତି ସଭାରେ ଜିଲା ଯୁବ କଂଗ୍ରେସ ଇନ୍‌ଚାର୍ଜ ବିଜୟ ଦୀପ, ବ୍ଲକ ସଭାପତି ରାହସ ସାହୁ, ବରିଷ୍ଠ କଂଗ୍ରେସ ନେତା ମହେନ୍ଦ୍ର ନାଏକ, ଜଗଦୀଶ ପ୍ରସାଦ ଅଗ୍ରୱାଲ, ପ୍ରତାପ ବାଗ, ପୂର୍ବତନ ନଗରପାଳ ରାମଜୀ ମାତଖଣ୍ଡିଆ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ରାମଲାଲ ସୁନାନୀ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର

କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ...

ବଡାଖାନା କାର୍ଯ୍ୟକ୍ରମ: ସଫେଇ କର୍ମଚାରୀଙ୍କୁ ଖାଦ୍ୟ ପରଷିଲେ ଅଧ୍ୟକ୍ଷ

କେସିଙ୍ଗା,୧୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏଏନସି ପରିସରରେ ବଡାଖାନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ନୃପରାଜ ଯାଦବ ସଭାପତିତ୍ୱ ଭାବେ ଯୋଗଦେଇ...

ବରଗଡ଼ ବିଧାୟକଙ୍କ ମହାନତା: ନବୀନଙ୍କ ପରେ ବର୍ଦ୍ଧିତ ଦରମାକୁ ଜନସେବାରେ ଲଗାଇବେ

ବରଗଡ଼,୧୪।୧୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ସବୁଆଡେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ଶାସନକୁ ଆସିଛି। ତେଵେ...

‘ନବୀନ ଦରମା ଉପରେ ନିର୍ଭରଶୀଳ ନୁହନ୍ତି’

ଭୁବନେଶ୍ୱର,୧୪ା୧୨: ବର୍ଦ୍ଧିତ ଦରମା ନେବାକୁ ବିଜେଡି ବିଧାୟକ ନବୀନ ପଟ୍ଟନାୟକ ମନା କରିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ବିଧାୟକ ଗଣେଶ୍ବର ବେହେରା। ସେ କହିଛନ୍ତି, ନବୀନ...

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

ବର୍ଦ୍ଧିତ ଦରମା ନେବାକୁ ନବୀନ ମନା କରିବା ପରେ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହା କେବଳ…

ଭୁବନେଶ୍ୱର,୧୪ା୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ...

ମାଆ ବଞ୍ଚି ଥାଉ ଥାଉ ଜାଲ ମୃତ୍ୟୁ ପ୍ରମାଣପତ୍ର ବାହାର କରି ସବୁ ହଡ଼ପ କଲେ ପୁଅ, ଏମିତି ଖୋଲିଲା ରାଜ୍‌

କୋଲକାତା,୧୪।୧୨: ପଶ୍ଚିମବଙ୍ଗର ହାଓଡ଼ାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ପୁଅ ତାଙ୍କ ଜୀବିତ ମାଆଙ୍କ ନାମରେ ମୃତ୍ୟୁ ପ୍ରମାଣପତ୍ର ଜାଲ କରି ବ୍ୟାଙ୍କରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri