ଓଡିଶାରେ ପହଞ୍ଚିଲେ ନୀତି ଆୟୋଗ ଉପାଧ୍ୟକ୍ଷ; କୃଷି, ପର୍ଯ୍ୟଟନ ଏବଂ ଖଣିଜ ଆୟ ବୃଦ୍ଧି ଉପରେ ହୋଇପାରେ ଆଲୋଚନା

ଭୁବନେଶ୍ବର,୧୫।୧୨(ବ୍ୟୁରୋ): ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ବୁଧବାର ଓଡିଶାରେ ପହଞ୍ଚିଛନ୍ତି। ୩ ଦିନିଆ ଓଡିଶା ଗସ୍ତରେ ସେ ଆସିଛନ୍ତି । ଭୁବନେଶ୍ୱର ବିମାନ ବନ୍ଦରୁ ସିଧା ରାଜ୍ୟ ଅତିଥି ଭବନକୁ ଯାଇଛନ୍ତି । ନୀତି ଆୟୋଗ ଉପାଧ୍ୟକ୍ଷ ଦିନ ୧୧ ଟାରୁ ଗୋଟାଏ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ । ତେବେ ଲୋକସେବା ଭବନରେ ବୈଠକ ହେବ। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ସାମିଲ୍‌ ହୋଇପାରନ୍ତି। ରାଜ୍ୟ ସରକାର କିଛି ପ୍ରମୁଖ ଦାବି ଉପସ୍ଥାପନ କରିବାର ସମ୍ଭାବନା ରହିଛି। କୃଷି, ପଯର୍‌ୟଟନର ବିକାଶ ଏବଂଖଣିଜ ଆୟ ବୃଦ୍ଧି ଉପରେ ମଧ୍ୟ ଆଲେଚନା ହୋଇପାରେ।ଏହା ପରେ ନୀତି ଆୟୋଗ ଉପାଧ୍ୟକ୍ଷ ରାଜ୍ୟର ବିଭିନ୍ନ ପର୍ଯ୍ୟଟନସ୍ଥଳୀ ପରିଦର୍ଶନ କରିବେ। । ରହଣୀ ସମୟରେ ସେ ଲିଙ୍ଗରାଜ, କୋଣାର୍କ, ଚିଲିକା ବୁଲିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

ଯୌତୁକ ପାଇଁ ନିର୍ଯ୍ୟାତନା ପରେ  ସ୍ତ୍ରୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା ଉଦ୍ୟମ: ସ୍ବାମୀ ଗଲେ ଜେଲ 

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଶୁଣ୍ଡିପଲ୍ଲୀ ଗ୍ରାମର ବର୍ଷା ସିଂ(୨୦)ଙ୍କୁ ଯୌତୁକ ପାଇଁ ଶ୍ବଶୁର ଘର ଲୋକେ ଶାରୀରିକ ଓ ମାନସିକ ନିର୍ଯ୍ୟାତନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri