ଶାହାରୁଖଙ୍କୁ ପ୍ରଶଂସା କଲେ ହିରାନି

ମୁମ୍ବାଇ: ବଲଉଡ ସୁପରଷ୍ଟାର ଶାହାରୁଖ ଖାଁ ଏବେ ତାଙ୍କ ମୁଭି ‘ପଠାନ’କୁ ନେଇ ଖୁବ୍ ଚର୍ଚ୍ଚାରେ । ଏହି ମୁଭି ୱାର୍ଲଡ ୱାଇଡ ଭଲ ବିଜନେସ କରିବା ସହ ପ୍ରାୟ ପ୍ରତିଦିନ କିଛି ନା କିଛି ରେକର୍ଡ କରିଛି । ଭାରତରେ ଏହା ୫୦୦ କୋଟିରୁ ଅଧିକ ବ୍ୟବସାୟ କରିଥିବା ବେଳେ ବେଶ କିଛିଦିନ ପରେ ଶାହାରୁଖଙ୍କ କମବ୍ୟାକ ପ୍ରଶଂସକଙ୍କୁ ଖୁସ୍ କରି ଦେଇଛି ।
ଏବେ ଅଭିନେତା ତାଙ୍କ ଅପକମିଂ ମୁଭି ଯବାନ ଓ ଡଙ୍କିକୁ ନେଇ ଅଛନ୍ତି ଚର୍ଚ୍ଚାରେ । ଏହାରି ଭିତରେ ଶାହାରୁଖଙ୍କ ମୁଭି ‘ଡଙ୍କି’କୁ ନେଇ ଏକ ଅପଡେଟ ଶୁଣିବାକୁ ମିଳିଛି । ଡଙ୍କିର ଡାଇରେକ୍ଟର ରାଜକୁମାର ହିରାନି ଶାହାରୁଖଙ୍କୁ ନେଇ ଏମିତି କିଛି କହିଛନ୍ତି, ଯାହା ଏବେ ଚର୍ଚ୍ଚାକୁ ଆସିଛି ।
ରାଜକୁମାର ହିରାନି କହିନ୍ତି ମୁଭି ‘ଡଙ୍କି’ ୨୦୨୩ରେ ରିଲିଜ୍ ହେବ । ଏଥିରେ ପ୍ରଥମଥର ଲାଗି ରାଜକୁମାର ହିରାନି ଓ ଶାହାରୁଖ ଖାଁ ଏକାଠି କାମ କରୁଛନ୍ତି । ଏଥର ଶାହାରୁଖଙ୍କ ସହ କାମ କରିବାର ଅନୁଭୁତି ଶେୟାର କରିଛନ୍ତି ହିରାନି ।
ହିରାନି କହିଛନ୍ତି ଶାହାରୁଖ ଏମିତି ଜଣେ କଳାକାର ଯେକି ଶୁଟିଂ ସେଟରେ ସମସ୍ତଙ୍କୁ ଖୁସି କରି ଦେଇଥାଆନ୍ତି । ସେ ଜଣେ ବହୁ ପରିଶ୍ରମି କଳାକାର । ମୋତେ ଶାହାରୁଖ ସେତେବେଳେ ଆଶ୍ଚର୍ଯ୍ୟ କରି ଦେଇଥିଲେ ଯେତେବେଳେ ସେ ଦୁଇ ଦିନର ଶୁଟିଂକୁ ଗୋଟିଏ ଦିନରେ ଶେଷ କରିଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା, କେନ୍ଦୁଝରରେ ଆଜି ସମସ୍ତ ସ୍କୁଲ ଛୁଟି

ବଞ୍ଚୋ/କେନ୍ଦୁଝର,୨୮।୭(ପ୍ରଦୋଷ ବିଶ୍ୱାଳ /ନରେଶ ପଟ୍ଟନାୟକ ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ଘୋଷଣା କରାଯାଇଛି । ଜିଲାପାଳ…

ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ହାଣିବା ଘଟଣା, ୨୪ଘଣ୍ଟାରେ ଧରିଲା ପୋଲିସ

ପୁରୁଷୋତ୍ତମପୁର,୨୮।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ବଷ୍ଚ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଥିଲା ।ନିର୍ମମଭାବରେ ହାଣି ହତ୍ଯାଉଦ୍ଯମ କରିବା…

CJP ଆଗରେ ପୁଣି ନଇଁଲେ କି ସରକାର? ସୌରଭ ଦାସଙ୍କ FIR ପ୍ରତ୍ୟାହାରକୁ ନେଇ ବଡ଼ ଦାବି

ନୂଆଦିଲ୍ଲୀ,୨୮ା୭: କୋକ୍ରୋଚ୍ ଜନତା ଦଳ ଦିଲ୍ଲୀର ଜନ୍ତରମନ୍ତରରେ କିଛି ଦିନ ଧରି ପ୍ରତିବାଦ ପ୍ରଦର୍ଶନ କରିଥିଲା। ସଂସଦ ଅଭିମୁଖେ ଯାତ୍ରା ସମୟରେ, ଦିଲ୍ଲୀ ପୋଲିସ ଭିଡ଼କୁ ନିୟନ୍ତ୍ରଣ…

ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତିକୁ ସ୍ବାଗତ କଲେ କନ୍ଧମାଳ ଏମପି: କହିଲେ, ଏହା ଏକ ମାଇଲଖୁଣ୍ଟ

ଦାରିଙ୍ଗବାଡି,୨୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟକୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ କରିବା ନିଷ୍ପତ୍ତିକୁ ନେଇ ଦାରିଙ୍ଗବାଡି ଅଞ୍ଚଳରେ…

ବଢୁଛି ବନ୍ୟା ଜଳ: ବିପଦପୂର୍ଣ୍ଣ ଭାବେ ଚାଲୁଛି ଡଙ୍ଗା

ମହାକାଳପଡ଼ା,୨୮ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀରେ ବଢୁଛି ବନ୍ୟା ଜଳ। ଏହା ଦ୍ବାରା ମହାନଦୀ – ବାହାକୁଦ – ମୂଷାଡିଆ ଫେରିଘାଟରେ…

କରୁର ଦଳାଚକଟା ଘଟଣା, ମୃତକ ପରିବାରକୁ ଚାକିରି ନିର୍ଦ୍ଦେଶ ହାଇକୋର୍ଟରେ ରଦ୍ଦ

ଚେନ୍ନାଇ,୨୮।୭: ତାମିଲନାଡୁର କରୁର ଦଳାଚକଟା ଘଟଣାରେ ମୃତକଙ୍କ ପରିବାରକୁ ସରକାରୀ ନିଯୁକ୍ତି ଦେବା ପାଇଁ ତାମିଲନାଡୁ ସରକାରଙ୍କ ଏକ ନିର୍ଦ୍ଦେଶନାମାକୁ ମାଡ୍ରାସ ହାଇକୋର୍ଟ ସୋମବାର ଖାରଜ କରିଦେଇଛନ୍ତି।…

ଏତଲା ପାଇଁ ଯିବାକୁ ପଡ଼ିବନି ଥାନା,‘ଆମ ସାଥୀ’ରେ ମିଳିବ ୧୯୦ ପ୍ରକାର ସେବା

ସାଧାରଣ ଲୋକଙ୍କୁ ଏଣିକି ଏତଲା ଦେବା ପାଇଁ ଆଉ ଥାନାକୁ ଦୌଡ଼ିବାକୁ ପଡ଼ିବ ନାହିଁ। ସେହିପରି କୌଣସି ମେଡିକାଲରେ ଡାକ୍ତରଙ୍କୁ ଦେହ ଖରାପ ପାଇଁ ଘଣ୍ଟା ଘଣ୍ଟା…

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri