Posted inଫୁରସତ

ଲାଲୁଙ୍କ ଝିଅଙ୍କୁ ବିବାହ କରିବା ଲାଗି ଚାର୍ଟର ବିମାନ ନେଇ ପହଞ୍ଚିଥିଲେ ଅଖିଳେଶଙ୍କ ଭଣଜା: ଅତିଥି ଭାବେ ମୋଦି ବି ହୋଇଥିଲେ ସାମିଲ

ଲାଲୁ ପ୍ରସାଦ ଯାଦବଙ୍କ ୯ ସନ୍ତାନଙ୍କ ମଧ୍ୟରୁ ସବୁଠାରୁ ସାନ ରାଜଲକ୍ଷ୍ମୀ ଯାଦବ। ତାଙ୍କ ବିବାହ ଉତ୍ତରପ୍ରଦେଶର ପୂର୍ବ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ନାତି ତେଜ ପ୍ରତାପ ଯାଦବଙ୍କ ସହ ହୋଇଛି। ଉଭୟଙ୍କ ବିବାହ ଦିଲ୍ଲୀରେ ବେଶ୍‌ ଆଡମ୍ବର ସହ କରାଯାଇଥିଲା।୨୦୧୫ରେ ଉଭୟଙ୍କ ବିବାହ ହୋଇଥିଲା। ରାଜଲକ୍ଷ୍ମୀଙ୍କୁ ବିବାହ କରିବା ଲାଗି ତେଜ ପ୍ରତାପ ୨ଟି ଚାର୍ଟର ବିମାନରେ ବରଯାତ୍ରୀ ନେଇ ପହଞ୍ଚିଥିଲେ।

ବିବାହକୁ ସୁବନ୍ଦୋବସ୍ତ କରିବା ପାଇଁ ୧ ଲକ୍ଷ ନିମନ୍ତ୍ରଣ କାର୍ଡ ବଣ୍ଟାଯାଇଥିଲା। ଅତିଥିଙ୍କ ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି ଲାଲ କୃଷ୍ଣ ଆଡଭାଣୀ, ସୋନିଆ ଗାନ୍ଧୀଙ୍କ ଭଳି ନେତା ସାମିଲ ଥିଲେ। ଅତିଥିଙ୍କ ପସନ୍ଦକୁ ଧ୍ୟାନରେ ରଖି ଗୁଜରାଟ, ୟୁପି, ବିହାରର ରେଷେୟା ଭୋଜିପାଇଁ ନିୟୋଜିତ ହୋଇଥିଲେ।

ବିବାହ ବେଳେ ରାଜଲକ୍ଷ୍ମୀ କମଳା-ନାଲି ରଙ୍ଗର ଲେହେଙ୍ଗା ପିନ୍ଧିଥିଲେ। ଏଥିସହ ମ୍ୟାଚିଂ ହୀରାର ଆଭୂଷଣ ବେଶ୍‌ ସୁନ୍ଦର ଲାଗୁଥିଲା। ଅପରପକ୍ଷେ ବର ସାଜିଥିବା ତେଜ ପ୍ରତାପ ୨ଟି ଚାର୍ଟର ପ୍ଲେନରେ ୩୫ଜଣ ଲେଖାଏ ବରାଯାତ୍ରୀ ନେଇ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri