Posted inଜାତୀୟ

ଶିବରାଜଙ୍କୁ କ୍ରିକେଟର ଧୋନିଙ୍କ ସହ ତୁଳନା କଲେ ରାଜନାଥ…

ଭୋପାଳ,୫।୯ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ନେତୃତ୍ୱକୁ ପ୍ରଶଂସା କରିବା ସହ ତାଙ୍କୁ ମହାନ କ୍ରିକେଟର ମହେନ୍ଦ୍ର ସିଂ ଧୋନି (ଏମଏସ ଧୋନି) ଙ୍କ ସହ ତୁଳନା କରିଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି ଶିବରାଜଙ୍କୁ ରାଜନୀତିର ଧୋନି ବୋଲି କହିବା ଅତ୍ୟୁକ୍ତି ହେବ ନାହିଁ। ଆରମ୍ଭ ଯାହା ବି ହେଉ, ସେ ଭଲ ଫିନିଶ ଦେଇ ଫିଲ୍ଡ କିପରି ଜିତିବେ ଜାଣନ୍ତି। ଶିବରାଜ ଲୋକଙ୍କ ସେବା କରିଛନ୍ତି, ସେଥିପାଇଁ ସେ ଜନସାଧାରଣଙ୍କ ବିଶ୍ୱାସକୁ ହାସଲ କରି ପାରିଛନ୍ତି । ସେ ମଧ୍ୟପ୍ରଦେଶରେ ମାମା ଭାବରେ ଜଣାଶୁଣା।

ମଧ୍ୟପ୍ରଦେଶର ନେମୁଚରେ ଭାରତୀୟ ଜନତା ପାର୍ଟିର ଜନ ଆଶୀର୍ବାଦ ଯାତ୍ରାକୁ ଆରମ୍ଭ କରିବା ପୂର୍ବରୁ ଏକ ସାଧାରଣ ସଭାକୁ ସମ୍ବୋଧିତ କରି ରାଜନାଥ ଏଭଳି ତୁଳନା କରିଛନ୍ତି। ଧୋନିଙ୍କ ପରି ଶିବରାଜ ମଧ୍ୟ ବିଜୟ ସହ ମ୍ୟାଚ ଶେଷ କରିବାର କଳାକୁ ଆୟତ୍ତ କରିଛନ୍ତି।

ମଧ୍ୟପ୍ରଦେଶର ସିଏମ ଲୋକଙ୍କ ସମସ୍ୟା ପ୍ରତି ସମ୍ବେଦନଶୀଳ ଏବଂ ଆଗାମୀ ନିର୍ବାଚନରେ ପୁଣି ଥରେ ତାଙ୍କୁ ବିଜୟୀ କରାଇବାକୁ ସେ ଲୋକଙ୍କୁ ଅନୁରୋଧ କରିଛନ୍ତି। ସେ ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥଙ୍କୁ ସମାଲୋଚନା କରି କହିଛନ୍ତି ଡିସେମ୍ବର ୨୦୧୮ରୁ ମାର୍ଚ୍ଚ ୨୦୨୦ ମଧ୍ୟରେ କଂଗ୍ରେସ ସରକାରଙ୍କର ନେତୃତ୍ୱ ନେବାବେଳେ କେନ୍ଦ୍ରର କଲ୍ୟାଣ ଯୋଜନା, ବିଶେଷକରି ଗରିବଙ୍କ ପାଇଁ ଗୃହ ନିର୍ମାଣ ବନ୍ଦ କରାଯାଇଥିଲା। ଏହାର ଜବାବ ରାଜ୍ୟର ଜନସାଧାରଣ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଟି୨୦ ବିଶ୍ୱକପ୍‌: ସାମ୍ନାସାମ୍ନି ହେବେ…

ମୁମ୍ବାଇ, ୭।୨: ଆଇସିସି ପୁରୁଷ ଟି୨୦ କ୍ରିକେଟ ବିଶ୍ୱକପ୍‌ର ୧୦ମ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ମେଗା ପ୍ରତିଯୋଗିତାରେ ଗତଥରର ଚାମ୍ପିୟନ ଭାରତ ନିଜର…

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri